-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ବନ୍ୟା ର ସଫଳ ମୁକାବିଳା ନିମନ୍ତେ ଜିଲ୍ଲାର ବିଭିନ୍ନ ୬ ଟି ସ୍ଥାନ ରେ ପ୍ରଶାସନ ତରଫରୁ ମକଡ୍ରିଲ କାର୍ଯ୍ୟକ୍ରମ

20-Jun-2022



ସୁବର୍ଣ୍ଣପୁର,, ସମ୍ଭାବ୍ୟ ବନ୍ୟାର ସଫଳ ଓ ତ୍ୱରିତ ମୁକାବିଲା ନିମନ୍ତେ  ଗତକାଲି ଜିଲ୍ଲା ପ୍ରଶାସନ ସୁବର୍ଣ୍ଣପୁର ତରଫରୁ ଜିଲ୍ଲାରେ ଥିବା ବିଭିନ୍ନ ୬ ଟି ବହୁମୁଖୀ ବନ୍ୟା ଆଶ୍ରୟସ୍ଥଳୀ ଠାରେ ସାମୁହିକ ଅଭ୍ୟାସ ବା ମକ ଡ୍ରିଲ କାର୍ଯ୍ୟକ୍ରମ ଅନୁଷ୍ଠିତ କରାଯାଇଛି l ଏହି କାର୍ଯ୍ୟକ୍ରମ ପରିପ୍ରେକ୍ଷୀରେ ଜିଲ୍ଲାପ୍ରଶାସନ ତରଫରୁ ପର୍ଯ୍ୟବେକ୍ଷକଭାବେ ନିଯୁକ୍ତ ପ୍ରାଶାସନିକ ବରିଷ୍ଠ ଅଧିକାରୀ ମାନେ  ମକଡ୍ରିଲ କାର୍ଯ୍ୟକ୍ରମରେ ଯୋଗଦାନ କରି ଉପସ୍ଥିତ କାର୍ଯ୍ୟନିର୍ବାହୀ ଅନୁଷ୍ଠାନ ତଥା  ଟାକ୍ସଫୋର୍ସ ସ୍ଵେଚ୍ଛାସେବୀ ସଭ୍ୟ ସଭ୍ୟା, ସମ୍ପୃକ୍ତ ଅଞ୍ଚଳର ବାସିନ୍ଦା, ବନ୍ୟା ଆଶ୍ରୟସ୍ଥଳୀ ପରିଚାଳନା କମିଟିର କର୍ମକର୍ତ୍ତାଙ୍କୁ ବନ୍ୟା ପୂର୍ବରୁ, ବନ୍ୟା ସମୟରେ ଓ ବନ୍ୟା ପରବର୍ତ୍ତୀ ସମୟରେ କରାଯିବାକୁ ଥିବା ବିଭିନ୍ନ କାର୍ଯ୍ୟକୁ କିପରି ସଠିକ ଭାବେ ସମ୍ପାଦନ କରିବେ ଓ ଜନସାଧାରଣଙ୍କ ଧନ ଜୀବନ ସୁରକ୍ଷିତ ଭାବେ ଉଦ୍ଧାର କରିବାରେ ସହାୟକ ହେବl ସହିତ ନିଜେ କିପରି ସୁରକ୍ଷିତ ରହି କାର୍ଯ୍ୟ କରିବେ, ତା ଉପରେ ଆଲୋକପାତ କରିବା ସହ  ଶୂନ୍ୟ ମୃତ୍ୟୁ ଉପରେ ଦୃଢ଼ୋକ୍ତି ପ୍ରଦାନ କରିଛନ୍ତି l ମକ ଡ୍ରିଲ ନିମନ୍ତେ ଜିଲ୍ଲାପ୍ରଶାସନ ସୁବର୍ଣ୍ଣପୁର ତରଫରୁ ପର୍ଯ୍ୟବେକ୍ଷକ ଭାବେ ଅତିରିକ୍ତ ଜିଲ୍ଲାପାଳ ସୂର୍ଯ୍ୟନାରାୟଣ ଦାଶ, ପାନ୍ଥନିବାସ ସୋନପୁର ଠାରେ ଥିବା ବହୁମୁଖୀ ବନ୍ୟା ଆଶ୍ରୟ ସ୍ଥଳି, ଅତିରିକ୍ତ ଜିଲ୍ଲପାଳ ଶ୍ରୀମତୀ ନିଶି ପୁନମ ମିଞ୍ଜ, ଆରକ୍ଷୀ ଅଧିକ୍ଷକ ସୋନପୁରଙ୍କ ବାସଭବନ ପଛପାଖ ବହୁମୁଖୀ ଆଶ୍ରୟ ସ୍ଥଳି,  ନିହାର ରଞ୍ଜନ କଁହର, ସିଦ୍ଧାର୍ଥ କଲେଜ, ବିନିକା ଡ଼ଃ ଇପ୍ସିତା ପ୍ରିୟଦର୍ଶିନୀ ମିଶ୍ର, ଉପଜିଲ୍ଲାପାଳ ସୋନପୁର, ଦିଗଶିରା, ଡୁଙ୍ଗୁରିପାଲି ବ୍ଲକ, ଅଶୋକ ଭୋଇ ଉପଜିଲ୍ଲାପାଳ ବୀରମହାରାଜପୁର, ସୁବଳୟା ଟିକିରାପଡା, ବୀରମହାରାଜପୁର  ବ୍ଲକ, ସୁଶ୍ରୀ ପ୍ରୟାଶୀ ପ୍ରଧାନ, ଜିଲ୍ଲା ଜରୁରୀ ଶାଖା ଅଧିକାରୀ, ମୁଣ୍ଡୋଘାଟ, ଉଲୁଣ୍ଡା ବ୍ଲକ ଠାରେ ଅନୁଷ୍ଠିତ ମକଡ୍ରିଲ କାର୍ଯ୍ୟକ୍ରମରେ ଯୋଗଦାନ କରିଥିଲେ। ମୁଣ୍ଡୋଘାଟ ବହୁମୁଖୀ ବନ୍ୟା ଆଶ୍ରୟସ୍ଥଳୀ ଠାରେ, ଜାତୀୟ ବିପର୍ଯୟ ପ୍ରଶମନ ବାହିନୀ ଓ ଅନ୍ୟ ପାଞ୍ଚ ଗୋଟି ବନ୍ୟା ଆଶ୍ରୟସ୍ଥଳୀରେ ଜିଲ୍ଲା ଅଗ୍ନିଶମ ବିଭାଗର ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ମକଡ୍ରିଲ ପ୍ରଦର୍ଶନ କରିବା ସହିତ ଉପସ୍ଥିତ ଜନସାଧାରଣଙ୍କୁ ଉଦ୍ଧାର କରିବାର ବିଭିନ୍ନ କୌଶଳ ଶିକ୍ଷା ଦେଇଛନ୍ତି l ଏହି ଉପଲକ୍ଷେ ପାନ୍ଥନିବାସ ସୋନପୁର ଠାରେ ସ୍ଥିତ ବନ୍ୟା ଆଶ୍ରୟ ସ୍ଥଳି ଠାରେ ଅନୁଷ୍ଠିତ ମକଡ୍ରିଲ କାର୍ଯ୍ୟକ୍ରମ ରେ ଅତିରିକ୍ତ ଜିଲ୍ଲପାଳ ସୂର୍ଯ୍ୟନାରାୟଣ ଦାଶ ଓ ଆରକ୍ଷୀ ଅଧିକ୍ଷକ ସୁବର୍ଣ୍ଣପୁର ଙ୍କ ବାସଭବନ ପଛ ବନ୍ୟା ଆଶ୍ରୟ ସ୍ଥଳି ଠାରେ ଅନୁଷ୍ଠିତ ମକଡ୍ରିଲ କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲପାଳ ଶ୍ରୀମତୀ ନିଶିପୁନମ ମିଞ୍ଜ ଯୋଗଦାନ କରିଥିବା ବେଳେ, ଅନ୍ୟ ମାନଙ୍କ ମଧ୍ୟରେ ଇ ଓ ମ୍ୟୁନିସିପାଲିଟି ସୂର୍ଯ୍ୟଂଶୁ ରୁଟ, ଜିଲ୍ଲା ରେଡ଼କ୍ରସ ସଂସ୍ଥାର ଉପାଧ୍ୟକ୍ଷ ସତ୍ୟନାରାୟଣ ହୋତା, ରେଡ଼କ୍ରସ ସଂସ୍ଥାର ଆଜୀବନ ସଦସ୍ୟ ଉମାକାନ୍ତ ନାଗ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଅଶ୍ବିନୀ କୁମାର ଭୋଇ, ଜିଲ୍ଳା ଜରୁରୀ ଶାଖାର ପ୍ରକଳ୍ପ ଅଧିକାରୀ ବିଶ୍ୱନାଥ ନାୟକ, ତଥା ସମ୍ପୃକ୍ତ ବିଭଗର କର୍ମକର୍ତ୍ତା, କମିଟି ସଦସ୍ୟ ସଦସ୍ୟା, ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ l


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like