-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ଓ ସୁରକ୍ଷା ନେଇ ପ୍ରଶିକ୍ଷଣ ଶିବିର

20-Jun-2022



ବିନିକା(ହିମାଂଶୁ ଶେଖର ପୁଟେଲ) ଓଡ଼ିଶା ସରକାରଙ୍କ ଡିଜାଷ୍ଟର ମେନେଜମେଣ୍ଟ ବିଭାଗ ତରଫରୁ ବିନିକା ଏନଏସି ଓ ସ୍ପୋର୍ଟସ କ୍ଲବର ମିଳିତ ଆନୁକୁଲ୍ୟରେ ସ୍ଥାନିତ ସିଦ୍ଧାର୍ଥ କଲେଜ ଠାରେ ବନ୍ୟା,ବାତ୍ୟା ଓ ଦୁର୍ବିପାକ ମୁକାବିଲା ନେଇ ଏକ ଅଭ୍ୟାସ ଶିବିର ଅନୁଷ୍ଠିତ ହୋଇଯାଇଛି ।ବିନିକା ବିଡିଓ ବ୍ୟାସଦେବ ବେହେରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଉତ୍ସବରେ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ପ୍ରକଳ୍ପ ଅଧିକାରୀ ନିହାର ରଞ୍ଜନ କୁଁଅର ମୁଖ୍ୟଅତିଥି ଭାବେ ଯୋଗଦେଇ ପ୍ରାକୃତିକ ବିପର୍ଯ୍ୟୟ ବନ୍ୟା,ବାତ୍ୟା ହେଉ କି ଯେକୌଣସି ଦୁର୍ବିପାକ ହେଉ ତାର ସମ୍ଭୂଖିନ ପୂର୍ବରୁ ଆମ୍ଭେ କିପରି ନିଜକୁ ସୁରକ୍ଷିତ ରଖିବା ସହିତ ଅନ୍ୟକୁ ରକ୍ଷା କରିପାରିବା ସେ ଉପରେ ବକ୍ତବ୍ୟ ପ୍ରଦାନ କରିଥିଲେ ।ଅନ୍ୟମାନଙ୍କ ମଧ୍ୟରେ ସମ୍ମାନିତ ଅତିଥିଭାବେ ବିନିକା ତହସିଲଦାର ମୁକ୍ତେଶ୍ଵର ପାଣିଗ୍ରାହୀ,ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ ଶ୍ରୀକୁମାର ରଥ,ଅଗ୍ନିଶମ ଅଧିକାରୀ ଭକ୍ତ ଚରଣ ତାଣ୍ଡିଆ,ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷ ଧୀରେନ୍ଦ୍ର ନାୟକ,ଜୁନିଅର କଲେଜ ଅଧ୍ୟକ୍ଷା ରେଖା ପ୍ରଧାନ,ଏନଏସି ଅଧ୍ୟକ୍ଷ ସୁବାସ ଚନ୍ଦ୍ର ଭୋଇ,ସ୍ପୋର୍ଟସ କ୍ଲବ ତଥା ଡିଜାଷ୍ଟର ମେନେଜମେଣ୍ଟ ବିନିକା ଶାଖାର ସମ୍ପାଦକ ମନୋଜ ଦାସ ପ୍ରମୁଖ ଯୋଗଦେଇ ବିପର୍ଯ୍ୟୟ ମୁକାବିଲା ଉପରେ ସୂଚନା ପ୍ରଦାନ କରିଥିଲେ । ସଭାକୁ ଶିକ୍ଷକ ହିମାଂଶୁ ଭୂଷଣ ପଣ୍ଡା ସଂଯୋଜନା କରିଥିବା ବେଳେ ଶେଷରେ କାର୍ଯ୍ୟନିର୍ବାହୀ ଅଧିକାରୀ ଶ୍ରୀ ରଥ ଧନ୍ୟବାଦ ଅର୍ପଣ କରିଥିଲେ ।ପରେ ସ୍ଥାନୀୟ ବହୁମୁଖି ବନ୍ୟା ଆଶ୍ରୟସ୍ଥଳ ଠାରେ ଗ୍ୟାସରୁ ନିର୍ଗତ ନିଆଁ ହେଉକି ଯେକୌଣସି ସମୟରେ ଯଦି କୌଣସି

ସ୍ଥାନରେ ଅଚାନକ ଜଳୁଥିବା ନିଆଁକୁ କିପରି ଆୟତ୍ତ କରାଯିବ,ବନ୍ୟା,ବାତ୍ୟା ସମୟରେ ନିଜକୁ ସୁରକ୍ଷିତ ରଖିବା ସହ ଅନ୍ୟ ମାନଙ୍କୁ କିପରି ବିପଦରୁ ରକ୍ଷା କରାଯାଇ ପାରିବ ସେ ଦିଗରେ ଉପସ୍ଥିତ ଛାତ୍ରଛାତ୍ରୀ,ବିଭିନ୍ନ ବିଭାଗର କର୍ମଚାରୀ,ସ୍ବେଚ୍ଛାସେବୀ ଅନୁଷ୍ଠାନର କର୍ମକର୍ତ୍ତା,ସାଧାରଣ ଲୋକଙ୍କୁ ଅଗ୍ନିଶମ ବିଭାଗର କର୍ମଚାରୀ ମାନେ ପୁଙ୍ଖାନୁପୁଙ୍ଖ ଭାବେ ବୁଝାଇ ଉପଯୁକ୍ତ ସରଞ୍ଜାମ ଗୁଡ଼ିକୁ ବ୍ୟବହାର  କରି ପ୍ରଶିକ୍ଷଣ ଦେଇଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like