-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ରାଜ୍ୟ ଯାଦବ ବୁଦ୍ଧିଜିବୀ ମଂଚ କାର୍ଯ୍ୟକାରୀ ବୈଠକ, ରାଜ୍ୟ ବୁଦ୍ଧିଜିବୀ ମଂଚ ପ୍ରତିଷ୍ଠା ଦିବସ ଅଗଷ୍ଟରେ

20-Jun-2022



ବଲାଙ୍ଗିର, ସ୍ଥାନୀୟ ଅମଲା ଭବନ ବଲାଙ୍ଗିର ଠାରେ ରାଜ୍ୟ ଯାଦବ ବୁଦ୍ଧିଜିବୀ ମଂଚର କାର୍ଯ୍ୟକାରୀ ସଦସ୍ୟ ଏବଂ କର୍ମକର୍ତ୍ତାଙ୍କୁ ନେଇ ଏକ ବୈଠକ ଅନୁଷ୍ଠିତ ହୋଇଥିଲା । ଉକ୍ତ ବୈଠକରେ ରାଜ୍ୟ ସଭାପତି ଛବିଳ ବଗର୍ତ୍ତି ଅଧ୍ୟକ୍ଷତା କରିଥିଲେ ଏବଂ ବଲାଙ୍ଗିର ଜିଲ୍ଲା ସଭାପତି ବିରେନ୍ଦ୍ର କୁମାର ବନ୍‌ଛୋର ସଭା ପରିଚାଳନା କରିଥିଲେ । ରାଜ୍ୟ ଆବାହକ ଧୁବଳେଶ୍ୱର ନାଗ ଆଗାମୀ ଦିନର କାର୍ଯ୍ୟପନ୍ଥା ସମ୍ବନ୍ଧରେ ସବିଶେଷ ସୂଚନା ପ୍ରଦାନ କରିଥିଲେ । ସଭାରେ ଉପସ୍ଥିତ ସଭ୍ୟ ଓ ସଭ୍ୟାମାନଙ୍କର ସବିଶେଷ ଆଲୋଚନା ପରେ ଭୁବନେଶ୍ୱର ଠାରେ ମଂଚର ରାଜ୍ୟ କାର୍ଯ୍ୟାଳୟ ଆସନ୍ତା ଜୁଲାଇ ମାସରେ ଦ୍ୱିତୀୟ ସପ୍ତାହରେ ଉଦ୍‌ଘାଟନ କରିବା ପାଇଁ ନିଷ୍ପତ୍ତି ନିଆଗଲା । ତତ୍ ସଙ୍ଗେ ସଙ୍ଗେ ରାଜ୍ୟ ବୁଦ୍ଧିଜିବି ମଂଚର ପ୍ରତିଷ୍ଠା ଦିବସ ଆସନ୍ତା ଅଗଷ୍ଟ ମାସର ୨୯ ତାରିଖରେ ମହା ଆଡମ୍ବରରେ ଭବାନିପାଟଣାର ପୌରାଞ୍ଚଳର ଅଧ୍ୟକ୍ଷା ସଂଯୁକ୍ତା ବେହେରାଙ୍କୁ ମଂଚ ତରଫରୁ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଥିଲା । ଉକ୍ତ ବୈଠକରେ ବେଲପଡା, ସିଡିପିଓ ମୃଣ୍ମୟୀ ଭୋଇ,ଆଇନଜିବି ଇଲା ସେଲମା ନାଏକ, ଅଧ୍ୟାପକ ପ୍ରତିମା ହେର୍ଣ୍ଣା, ଅଧ୍ୟାପକ ଦିବାକର ପୋଡ, ଅଧ୍ୟାପକ କବିରାଜ ଭୋଇ, ଅଧ୍ୟାପକ ଶ୍ରବଣ କୁମାର ଖୁଣ୍ଡ, ଅଧ୍ୟାପକ ଦିଲେଶ୍ୱର ନିଆଲ, ଅଧ୍ୟାପକ ଜ୍ୟୋତିର୍ଣ୍ଣ ବନଛୋର, ଆଇନଜିବି ତପନ ଯୁଆଡି,  ପୌରାଞ୍ଚଳ ସଭାପତି ପଙ୍କଜ ସେଲମା, ଘାସିରାମ ଦିପ, ଆକୁଳ ବଗର୍ତ୍ତି, ବେଣୁଧର ହାତୀ, ବିନୋଦ କାଲସାଏ, ମକରଧ୍ୱଜ କାଲସାଏ, ଆଇନଜିବି ରାଜେଶ ଦିପ, ଅଧ୍ୟାପକ ସତ୍ୟ ବଗର୍ତ୍ତି, ପ୍ରଶାନ୍ତ ମହାକୁର, ଅଷ୍ଟମୀ ବଗର୍ତ୍ତି, ଦୁତିବାହାଲ ଚନ୍ଦନ ପ୍ରମୁଖ  ଉପସ୍ଥିତ ଥିଲେ । ଶେଷରେ କୋଷାଧ୍ୟକ୍ଷ ସୁଧାଂଶୁ ଶେଖର ନାଗ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like