-+91-9937148622 |

prerana_bgr@rediffmail.com |

  Tuesday 21st April 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    (21-Apr-2026)       ||      ବଦଳୁଥିବା କପଡ଼ା, ବଦଳିଥିବା ଅନ୍ଦାଜ୍ କୁ ନେଇ ଏବେ ଜୋରଦାର ଚର୍ଚ୍ଚା।ରାଜନୀତିକୁ ଫେରିବେ କି ପ୍ରଭାତ    (21-Apr-2026)       ||      ନିଖିଳ ଓଡିଶା ଆଶା କର୍ମୀ ସଂଘ, ଟିଟିଲାଗଡ଼ ସହରାଞ୍ଚଳ କମିଟି ଓ ବ୍ଲକ କମିଟିର ମିଳିତ ବୈଠକ ଅନୁଷ୍ଠିତ    (20-Apr-2026)       ||      ଉତ୍କଳ  କଲେଜ ଅଫ ନର୍ସିଂ ଆଣ୍ଡ ମେଡିକାଲ ସାଇନ୍‌ସ ର  ବାର୍ଷିକୋତ୍ସବ ଓ ଶପଥଗ୍ରହଣ   (20-Apr-2026)       ||      ବଲାଙ୍ଗୀରର ଦିବ୍ୟମ କେଜ୍ରିୱାଲ ଇତିହାସ ସୃଷ୍ଟି କଲେ♦️ ୟୁ ୧୯ରେ ତିନୋଟି ସ୍ବର୍ଣ୍ଣ ସହ ଚମ୍ପିୟାନ    (20-Apr-2026)       ||      ଟିଟିଲାଗଡ଼ରେ ସାମ୍ବାଦିକଙ୍କୁ ଧମକ, ପୁଲିସ ନିକଟରେ ଅଭିଯୋଗ   (20-Apr-2026)       ||      "ସୁବର୍ଣ୍ଣପୁର ଠାରେ ରଥ ଯାତ୍ରା ପାଇଁ ରଥ କାଠ ଅନୁକୂଳ"- "ତିନି ଠାକୁର ଙ୍କ ନୂଆଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ" "ଦୀର୍ଘ ବର୍ଷ ପରେ ଭକ୍ତ ଦର୍ଶନ କରିବେ ନୂଆଁ ରଥ" -   (20-Apr-2026)       ||      *ବାଲ୍ୟ ବିବାହ ନିରାକରଣ ପାଇଁ ବ୍ଲକ ସ୍ତରୀୟ ସ୍ୱତନ୍ତ୍ର ବୈଠକ*-   (20-Apr-2026)       ||      *କେରଣ୍ଡି ଗ୍ରାମରେ ପ୍ରତିଷ୍ଠା ହେଲା ମାଁ ଠାକୁରାଣୀଙ୍କ ଭବ୍ୟ ମନ୍ଦିର*   (20-Apr-2026)       ||      ଦଶମ ସିବିଏସଇ ବୋର୍ଡ ପରୀକ୍ଷାରେ ଓଏଭି ଓ ଭିବିଷ୍ୟ ଛାତ୍ରଛାତ୍ରୀଙ୍କ ବାଜିମାତ।   (20-Apr-2026)       ||      ଠିକାଦାର ଓ ପୂର୍ତ୍ତ ବିଭାଗ ବଳପୂର୍ବକ କାମଆରମ୍ଭ କରିବା ପ୍ରତିବାଦରେ କ୍ଷତିଗ୍ରସ୍ତ ଜମିମାଲିକମାନେ ବରୀ ତହସିଲକାର୍ଯ୍ୟାଳୟ ସମ୍ମୁଖରେ ଧାରଣା   (20-Apr-2026)       ||      ସୁଦିପ୍ତା ମହାନ୍ତିଙ୍କ ବିୟୋଗରେ ପ୍ରବାସୀ ଓଡ଼ିଆ ମହଲରେ ଶୋକର ଛାୟା   (20-Apr-2026)       ||      ଜିଲ୍ଲାସ୍ତରୀୟ କବି ଶ୍ରୀଜୟଦେବ ଜୟନ୍ତୀ ଉତ୍ସବ ପାଳିତ    (20-Apr-2026)       ||      ବଲାଙ୍ଗିରରେ ଅକ୍ଷୟ ତୃତୀୟା, କୃଷକ ଦିବସ ଓ ଅକ୍ଷିମୁଠି ଅନୁକୂଳ ପାଳନ   (20-Apr-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଥାଳଉଠା ସମ୍ପନ୍ନ   (20-Apr-2026)       ||      ଅଜଣା ଗାଡ଼ି ଧକ୍କା ରେ ବାଇକ ଚାଳକ ମୃତ -   (20-Apr-2026)       ||      ବରପାଲିର ବରିଷ୍ଠ ସାମ୍ୱାଦିକ ପ୍ରଭୁ ଚରଣ ମହାନ୍ତିଙ୍କ ପତ୍ନୀ ବିୟୋଗ   (20-Apr-2026)       ||      ବାଗଡିଆରେ ନାମଯଜ୍ଞ ନେଇ କଳସ ଶୋଭାଯାତ୍ରା   (20-Apr-2026)       ||      ଡ଼ଭଲାରେ ରାତ୍ରିକାଳୀନ କ୍ରିକେଟ ମ୍ୟାଚ   (20-Apr-2026)       ||      ବ୍ରହ୍ମ ସମାଜ ପକ୍ଷରୁ ବିନିକାରେ ପର୍ଶୁରାମ ଜୟନ୍ତୀ ପାଲିତ   (20-Apr-2026)       ||     

HOME   ଜିଲ୍ଲା

ସୋନପୁର ଉପଜିଲ୍ଲାପାଳ ଙ୍କ ଦ୍ୱାରା  ବେନିୟମ  ବାଲି ଚାଲାଣକୁ ବନ୍ଦ କରିବା ନିମନ୍ତେ ରାତ୍ରିକାଳୀନ ଚଢ଼ାଉ -ଗୋଟିଏ ହାଇୱା ଜବତ, ୧ ଲକ୍ଷ ଟଙ୍କା ଜୋରିମାନା 

20-Jun-2022



ସୁବର୍ଣ୍ଣପୁର// ଗତକାଲି ରାତିରେ  ତେଲ ନଦୀରୁ ଗୋଟିଏ ହାଇୱା  ବେନିୟମ ବାଲି ଚାଲାଣ କରୁଥିବା ସମୟରେ ବ୍ଲକ ଛକ ଠାରେ ସୋନପୁର ଉପଜିଲ୍ଲାପାଳ ଡ଼ଃ ଇପ୍ସିତା ପ୍ରିୟଦର୍ଶିନୀ ମିଶ୍ରଙ୍କ ତତ୍ୱାବଧାନରେ, ତହସିଲଦାର ସୋନପୁର ନବୀନ କିଶୋର ପାଢ଼ୀ, ତଥା ତହସିଲ କାର୍ଯ୍ୟାଳୟର ସୁପରଭାଇଜର ପ୍ରମୁଖ ଚଢ଼ାଉ କରି ବେନିୟମ ବାଲି ଚାଲାଣ  ହାଇୱା ଉପରେ ୧ ଲକ୍ଷ  ଟଙ୍କା ଜୋରିମାନା କରିଛନ୍ତି ଓ ଉକ୍ତ ହାଇୱାକୁ ଜବତ କରାଯାଇ ସୋନପୁର ଟାଉନ ଥାନା ଅଧିକାରୀଙ୍କ ଜିମାରେ ଦିଆ ଯାଇଛି l ଏଣୁ ଏଣିକି ଆଗକୁ ମଧ୍ୟ ଅନୁରୂପ ଭାବେ ଚଢ଼ାଉ କରାଯାଇ ବେନିୟମ ବାଲି ଚାଲାଣ ତଥା ଅନ୍ୟାନ୍ୟ ବେନିୟମ କାର୍ଯ୍ୟକଳାପ ରୋକିବାକୁ ପଦକ୍ଷେପ ନିଆଯିବ ବୋଲି ନୂତନ ଭାବେ ଯୋଗଦାନ କରିଥିବା ଉପଜିଲ୍ଲାପାଳ  ଡ଼ଃ ମିଶ୍ର ସୂଚନା ଦେଇଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ   21-Apr-2026
  ଜିଲ୍ଲା  
ବଦଳୁଥିବା କପଡ଼ା, ବଦଳିଥିବା ଅନ୍ଦାଜ୍ କୁ ନେଇ ଏବେ ଜୋରଦାର ଚର୍ଚ୍ଚା।ରାଜନୀତିକୁ ଫେରିବେ କି ପ୍ରଭାତ   21-Apr-2026
  ଜିଲ୍ଲା  
ନିଖିଳ ଓଡିଶା ଆଶା କର୍ମୀ ସଂଘ, ଟିଟିଲାଗଡ଼ ସହରାଞ୍ଚଳ କମିଟି ଓ ବ୍ଲକ କମିଟିର ମିଳିତ ବୈଠକ ଅନୁଷ୍ଠିତ   20-Apr-2026
  ଜିଲ୍ଲା  
ଉତ୍କଳ  କଲେଜ ଅଫ ନର୍ସିଂ ଆଣ୍ଡ ମେଡିକାଲ ସାଇନ୍‌ସ ର  ବାର୍ଷିକୋତ୍ସବ ଓ ଶପଥଗ୍ରହଣ   20-Apr-2026
  ରାଜ୍ୟ  
ବଲାଙ୍ଗୀରର ଦିବ୍ୟମ କେଜ୍ରିୱାଲ ଇତିହାସ ସୃଷ୍ଟି କଲେ♦️ ୟୁ ୧୯ରେ ତିନୋଟି ସ୍ବର୍ଣ୍ଣ ସହ ଚମ୍ପିୟାନ   20-Apr-2026
  ଜିଲ୍ଲା  
ଟିଟିଲାଗଡ଼ରେ ସାମ୍ବାଦିକଙ୍କୁ ଧମକ, ପୁଲିସ ନିକଟରେ ଅଭିଯୋଗ   20-Apr-2026
  ଜିଲ୍ଲା  
"ସୁବର୍ଣ୍ଣପୁର ଠାରେ ରଥ ଯାତ୍ରା ପାଇଁ ରଥ କାଠ ଅନୁକୂଳ"- "ତିନି ଠାକୁର ଙ୍କ ନୂଆଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ" "ଦୀର୍ଘ ବର୍ଷ ପରେ ଭକ୍ତ ଦର୍ଶନ କରିବେ ନୂଆଁ ରଥ" -   20-Apr-2026
  ଜିଲ୍ଲା  
*ବାଲ୍ୟ ବିବାହ ନିରାକରଣ ପାଇଁ ବ୍ଲକ ସ୍ତରୀୟ ସ୍ୱତନ୍ତ୍ର ବୈଠକ*-   20-Apr-2026
  ଜିଲ୍ଲା  
*କେରଣ୍ଡି ଗ୍ରାମରେ ପ୍ରତିଷ୍ଠା ହେଲା ମାଁ ଠାକୁରାଣୀଙ୍କ ଭବ୍ୟ ମନ୍ଦିର*   20-Apr-2026
  ଜିଲ୍ଲା  
ଦଶମ ସିବିଏସଇ ବୋର୍ଡ ପରୀକ୍ଷାରେ ଓଏଭି ଓ ଭିବିଷ୍ୟ ଛାତ୍ରଛାତ୍ରୀଙ୍କ ବାଜିମାତ।   20-Apr-2026
  ଜିଲ୍ଲା  
ଠିକାଦାର ଓ ପୂର୍ତ୍ତ ବିଭାଗ ବଳପୂର୍ବକ କାମଆରମ୍ଭ କରିବା ପ୍ରତିବାଦରେ କ୍ଷତିଗ୍ରସ୍ତ ଜମିମାଲିକମାନେ ବରୀ ତହସିଲକାର୍ଯ୍ୟାଳୟ ସମ୍ମୁଖରେ ଧାରଣା   20-Apr-2026
  ଜିଲ୍ଲା  
ସୁଦିପ୍ତା ମହାନ୍ତିଙ୍କ ବିୟୋଗରେ ପ୍ରବାସୀ ଓଡ଼ିଆ ମହଲରେ ଶୋକର ଛାୟା   20-Apr-2026

You Might Also Like