-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||     

HOME   ଜିଲ୍ଲା

ବିଜୁଲି ପାଇଁ ଆବାସ ଯୋଜନା ସାତ ସପନ, ଚେଇଁ ଶୋଇଛି ପ୍ରଶାସନ 

20-Jun-2022



ବୀରମହାରାଜପୁର,  ( ବିନୋଦ ପାଣ୍ଡେ ) : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ କେନଝିରିଆପାଲି ପଞ୍ଚାୟତ ଅନ୍ତର୍ଗତ ବାରଝୁଲା ଗ୍ରାମରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି, ଭଗବାନ କେବେ କାହାକୁ କେଉଁ ପରିସ୍ଥିତିରେ ରଖିଥାଏ ସେକଥା ତାକୁହିଁ ଜଣାଥିବ ଅଧା ବୟସରେ ସ୍ୱାମୀ ଛାଡ଼ି ଆରପାରିକୁ ଚାଲିଗଲେ। ଯେଉଁ ଝାଟିମାଟି ଘର ଓ ଜମିବାଡ଼ି ଥିଲା, ପୁଅମାନେ ସେସବୁ ବିକ୍ରି କରି ଶ୍ୱଶୁର ଘରେ ଯାଇ ରହିଲେ। ନିଜର ବୋଲି ଏଦୁନିଆରେ କେହି ରହିଲେ ନାହିଁ। ଏପରି ସ୍ଥିତିରେ ବର୍ଷେ କି ଦିବର୍ଷ ନୁହେଁ ଦୀର୍ଘ ୧୨ ବର୍ଷ ହେଲାଣି ବିଜୁଳି ସେଠୀ ନାମକ ମହିଳାଙ୍କ ଠିକଣା ପାଲଟିଛି ଗାଁରେ ଥିବା ଖୋଲା ମଣ୍ଡପ। ଶୀତ ଖରା ବର୍ଷା ସବୁ ତା ପାଇଁ ସବୁ ସମାନ ହୋଇଯାଇଛି । ସେଠାରେ ସେ ବର୍ଷ ବର୍ଷ ଧରି ରହି ଆସୁଛନ୍ତି। ସରକାରଙ୍କ ଦୃଷ୍ଟି ତାଙ୍କ ଉପରେ ପଡ଼ୁ ନଥିବାରୁ ଭାଗ୍ୟକୁ ଆଦରି ବିଜୁଳି ସେଠାରେ ପଡ଼ି ରହିଛନ୍ତି। ଏମିତି ଏକ ଦୃଶ୍ୟ ଦେଖିବାକୁ ମିଳିଛି ସୁବର୍ଣ୍ଣପୁର ଜିଲ୍ଲା  ବୀରମହାରାଜପୁର ବ୍ଲକ ଅନ୍ତର୍ଗତ କେନଝିରିଆପାଲି ପଞ୍ଚାୟତ ଅନ୍ତର୍ଗତ ବାରଝୁଲା ଗ୍ରାମରେ।   ୩ ପୁଅ ଓ ସ୍ୱାମୀଙ୍କୁ ନେଇ ବାରଝୁଲା ଗାଁରେ ଖୁସିରେ ରହୁଥିଲେ ବିଜୁଳି। ହେଲେ ସ୍ୱାମୀଙ୍କ ମତ୍ୟୁ ଓ ପୁଅମାନଙ୍କ ବାହାଘର ପରେ ସବୁକିଛି ଓଲଟ ପାଲଟ ହୋଇଗଲା। ବଡ଼ ପୁଅର ମୃତ୍ୟୁ ହୋଇଗଲା ପରେ ଅନ୍ୟ ଦୁଇପୁଅ ଗାଁରେ ଥିବା ଜମିବାଡ଼ି ଓ ଘରଦ୍ୱାର ସବୁକିଛି ବିକ୍ରି କରି ନିଜ ନିଜ ଶଶୁର ଘରେ ରହୁଛନ୍ତି। ବୃଦ୍ଧ ମା’ କଥା କେହିବି ବୁଝିବାକୁ ନାରାଜ। ଏବେ ବିଜୁଳିଙ୍କୁ ୭୦ ବର୍ଷ ପାର ହେଲାଣି। ଆଖିରେ ଭଲ ଦେଖାଯାଉ ନାହିଁ। ଭଲରେ ଦୁଇ ପଦ କଥା ବି

କହିପାରୁ ନାହାନ୍ତି। ପରିଣତ ବୟସରେ ବିଜୁଳିଙ୍କ ପାଖରେ ଘର ଖଣ୍ଡେ ନ ଥିବାରୁ ଗାଁ ମଣ୍ଡପରେ ରହୁଛନ୍ତି। ସରକାରଙ୍କ ପକ୍ଷରୁ ତାଙ୍କୁ ନାଁ ଘର ଖଣ୍ଡେ ମିଳୁଛି କି  ରାସନ ସାମଗ୍ରୀ ମିଳୁଛି, କେବଳ ୫୦୦ ଟଙ୍କା ଭତ୍ତା ପାଇ ସନ୍ତୁଷ୍ଟ ହୋଇ ଦୟନୀୟ ଅବସ୍ଥାରେ ଜୀବନ ବିତାଉଥିବା ଅଭିଯୋଗ କରିଛନ୍ତି। ଏନେଇ ବୀରମହାରାଜପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀ ମୋତିଲାଲ ସୁଲିଆଙ୍କୁ ଯୋଗାଯୋଗ କରାଯିବାରୁ ଜାଣିଶୁଣି ଫୋନ ଉଠାଇ ନଥିଲେ। 


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026

You Might Also Like