-+91-9937148622 |

prerana_bgr@rediffmail.com |

  Thursday 23rd April 2026 |

| | | |

R.N.I. Regd No. ODIODI/2010/46693

Breaking News

*ସାମ୍ବାଦିକ ଏବଂ ଆଇନଜୀବୀ ଙ୍କ ସମାଜ ସେବା*   (23-Apr-2026)       ||      ଅନାସ୍ଥାରେ ପଦ ହରାଇଲେ ଅରଙ୍ଗାବାଦ ସରପଞ୍ଚ   (23-Apr-2026)       ||      ମହାନଦୀ ଧାରାର ଜଳବାୟୁ ପରିବର୍ତ୍ତନ କନକ୍ଳେଭ୍ ୨୦୨୬, ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ: ଆଲୋଚକ   (23-Apr-2026)       ||      *ମହାନଦୀ ଧାରା ର ଜଳବାୟୁ ପରିବର୍ତ୍ତନ Conclave ୨୦୨୬*- *ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ*- *ଆଲୋଚକ*-   (23-Apr-2026)       ||      ଡୁଙ୍ଗୁରିପାଲି ପଂଚାୟତ ସମିତିର ସାଧାରଣ ବୈଠକ ଅନୁଷ୍ଠିତ, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ର ସମୀକ୍ଷା   (23-Apr-2026)       ||      RTO ଚାଲାଣ ନାଁରେ ଠକେଇ: ୪ ଗିରଫ♦️ ସାଇବର ପୋଲିସ କବଜାରେ ଆରଟିଓ ଚାଲାଣ ନାଁରେ ଠକୁଥିବା ଗ୍ୟାଙ୍ଗ   (22-Apr-2026)       ||      ଚାକିରି ଦେବ କହି ମହିଳାଙ୍କ ଠାରୁ ଠକି ନେଲା ୧୫ଲକ୍ଷ ଟଙ୍କା    (22-Apr-2026)       ||      ଜନଗଣନାରେ ନିୟୋଜିତ ସରକାରୀ କର୍ମଚାରୀଙ୍କ ସୁରକ୍ଷା ପାଇଁ ଆସିବ ଏସ୍‌ଓପି ♦️ ଏନେଇ ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ ରାଜସ୍ବ ଓ ଜନଗଣନା ଅଧିକାରୀଙ୍କ ସହ ଏକ ବୈଠକ    (22-Apr-2026)       ||      .ସି କଲେଜରେ ଜାତୀୟ ସେବା ସଂସ୍ଥା ପକ୍ଷରୁ ଗ୍ରୀଷ୍ମ କାଳୀନ ଶିବିର   (22-Apr-2026)       ||      ଚଳିତ ଶିକ୍ଷାବର୍ଷ ୨୦୨୬-୨୭ର ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ   (22-Apr-2026)       ||      *ଆଜି ଠାରୁ ବଣ୍ଟନ ହେବ ହାଇଟେକ୍ ପଟ୍ଟା* -   (22-Apr-2026)       ||      ବିଶ୍ବ ପ୍ରତିମୂର୍ତ୍ତି ସଫେଇ ଓ ସଂରକ୍ଷଣ ଦିବସ   (22-Apr-2026)       ||      ଜିଲ୍ଲାସ୍ତରୀୟ ଅକ୍ଷି ମୁଠି କାର୍ଯ୍ୟକ୍ରମରେ ଯୋଗ ଦେଲେ ସାଂସଦ ମନମୋହନ ସାମଲ   (22-Apr-2026)       ||      ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ♦️ ରଥଖଳା ଚଳଚଞ୍ଚଳ    (22-Apr-2026)       ||      ଆହୁରି ୫ ଦିନ ଜଳିବ ପଶ୍ଚିମ ଓଡ଼ିଶା, କିଛି ସ୍ଥାନରେ ତାତି ୪୫ ଡିଗ୍ରୀ ଛୁଇଁପାରେ    (22-Apr-2026)       ||      ବଲାଙ୍ଗିର ପୌର ପରିଷଦ ପକ୍ଷରୁ ଆଳୋକିକରଣ କାର୍ଯ୍ୟକ୍ରମ ଉଦ୍ଘାଟନ    (21-Apr-2026)       ||      ସୁବର୍ଣ୍ଣପୁର ଠାରେ ସି ଏମ୍ ଟ୍ରଫି ର ଉଦ୍ଘାଟନ*- *ଭାଗ ନେଲେ ୪୩ ଗୋଟି ଦଳ*-   (21-Apr-2026)       ||      ମୁଖ୍ୟମନ୍ତ୍ରୀଙ୍କ ବଲାଙ୍ଗିର ଗସ୍ତ ବେଳେ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିରର ବିଭିନ୍ନ ସମସ୍ୟା ସମ୍ବଳିତ ଦାବିପତ୍ର ପ୍ରଦାନ କରିବ ବିଜେଡି    (21-Apr-2026)       ||      ସ୍କାଉଟ ମାଷ୍ଟର ଓ ଗାଇଡ଼ କ୍ୟାପ୍ଟନ ମାନଙ୍କ ବେସିକ ତାଲିମ ଶିବିର ଉଦଯାପିତ, "ଯୁବ ପିଢ଼ି କୁ ସଠିକ ମୂଲ୍ୟବୋଧ ଦେବାରେ ସ୍କାଉଟ ଓ ଗାଇଡ଼ ର ଭୂମିକା ଅପରିହାର୍ଯ୍ୟ"   (21-Apr-2026)       ||      *ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ରେ ଜିଲ୍ଲାସ୍ତରୀୟ ସାମୁହିକ ବିବାହ*- *୧୭ ଯୋଡ଼ା ବରବଧୂଙ୍କ ବିବାହ ସମ୍ପନ୍ନ*-   (21-Apr-2026)       ||     

HOME   ଜିଲ୍ଲା

ବିପଦ ସଂକୁଳ ଅବସ୍ଥାରେ ଉପନିବନ୍ଧକଙ୍କ କାର୍ଯ୍ୟାଳୟ

20-Jun-2022



ବୀରମହାରାଜପୁର,(ବିନୋଦ ପାଣ୍ଡେ )ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଉପଖଣ୍ଡରେ ଥିବା ସବ ରେଜିଷ୍ଟାର କାର୍ଯ୍ୟାଳୟ ବିପଦ ସଂକୁଳ ଅବସ୍ଥାରେ ପଡ଼ିରହିଛି l ସୂଚନା ଅନୁସାରେ ଏହି କାର୍ଯ୍ୟାଳୟ କୁ ପ୍ରତିଦିନ ବୀରମହାରାଜପୁର ଅଞ୍ଚଳର ଜନ ସାଧାବିପଦ ସଂକୁଳ ଅବସ୍ଥାରେ ଉପନିବନ୍ଧକଙ୍କ କାର୍ଯ୍ୟାଳୟ ରଣ ଜମି ରେଜିଷ୍ଟ୍ରି କରିବା ପାଇଁ ଆସନ୍ତି ଟ୍ରେଜିରୀ ଚାଲାଣ ଏପରିକି ବିଭିନ୍ନ କାମରେ ଆସିଥାନ୍ତି l ଏହି କାର୍ଯ୍ୟାଳୟ ଛାତ ଉପରକୁ ଏକ ଶୁଖିଲା ବିରାଟ ଗଛ ବିପଦପୂର୍ଣ୍ଣ ଭାବରେ ଢାଙ୍କି ହୋଇରହିଛି କେତେବେଳେ ତାହା ଭାଙ୍ଗି ଛାତ ଉପରେ ପଡିବ କହିହେଉନାହିଁ l ସେହି

କାର୍ଯ୍ୟାଳୟ ବିଭିନ୍ନ ସ୍ଥାନରେ କାନ୍ଥ ଫାଟି ବର୍ଷା ପାଣି ଝରୁଥିବା ଅଭିଯୋଗ ହେଉଛି।  ଏପରିକି ଛାତ ଉପରକୁ ପାଣି ଗଲି ଲୋକଙ୍କ ର  ନଥିପତ୍ର ଉପରେ ପାଣି ପଡି ନଷ୍ଟ ହେଉଥିବା ଦେଖିବାକୁ ମିଳିଛି। ଏନେଇ କାର୍ଯ୍ୟାଳୟ ପକ୍ଷରୁ ପି ଡବ୍ଲୁଡି ବିଭାଗକୁ ଲିଖିତ ଭାବରେ ଜଣାଇଥିଲେ ମଧ୍ୟ ଫଳ ଶୂନ ଏହି କାର୍ଯ୍ୟାଳୟ ଭିତରେ ଅର୍ଥ ବିଭାଗ କାର୍ଯ୍ୟାଳୟ ରହିଛି ଯାହା କି ଅତି ଗୁରୁତ୍ଵ ପୂର୍ଣ୍ଣ ବିଭାଗ ରହିଥିଲେ ମଧ୍ୟ ପ୍ରଶାସନ ତାର ସୁରକ୍ଷା ପାଇଁ ଦୃଷ୍ଟି ଦେଉନାହାନ୍ତି l ଏନେଇ ଜିଲ୍ଲା ପ୍ରଶାସନ ଦୃଷ୍ଟି ଦେଇ ସମସ୍ୟାର ସମାଧାନ କରିବାକୁ ସାଧାରଣରେ ଦାବି ହେଉଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
*ସାମ୍ବାଦିକ ଏବଂ ଆଇନଜୀବୀ ଙ୍କ ସମାଜ ସେବା*   23-Apr-2026
  ଜିଲ୍ଲା  
ଅନାସ୍ଥାରେ ପଦ ହରାଇଲେ ଅରଙ୍ଗାବାଦ ସରପଞ୍ଚ   23-Apr-2026
  ଜିଲ୍ଲା  
ମହାନଦୀ ଧାରାର ଜଳବାୟୁ ପରିବର୍ତ୍ତନ କନକ୍ଳେଭ୍ ୨୦୨୬, ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ: ଆଲୋଚକ   23-Apr-2026
  ଜିଲ୍ଲା  
*ମହାନଦୀ ଧାରା ର ଜଳବାୟୁ ପରିବର୍ତ୍ତନ Conclave ୨୦୨୬*- *ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ*- *ଆଲୋଚକ*-   23-Apr-2026
  ଜିଲ୍ଲା  
ଡୁଙ୍ଗୁରିପାଲି ପଂଚାୟତ ସମିତିର ସାଧାରଣ ବୈଠକ ଅନୁଷ୍ଠିତ, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ର ସମୀକ୍ଷା   23-Apr-2026
  ଜିଲ୍ଲା  
RTO ଚାଲାଣ ନାଁରେ ଠକେଇ: ୪ ଗିରଫ♦️ ସାଇବର ପୋଲିସ କବଜାରେ ଆରଟିଓ ଚାଲାଣ ନାଁରେ ଠକୁଥିବା ଗ୍ୟାଙ୍ଗ   22-Apr-2026
  ଜିଲ୍ଲା  
ଚାକିରି ଦେବ କହି ମହିଳାଙ୍କ ଠାରୁ ଠକି ନେଲା ୧୫ଲକ୍ଷ ଟଙ୍କା   22-Apr-2026
  ଜିଲ୍ଲା  
ଜନଗଣନାରେ ନିୟୋଜିତ ସରକାରୀ କର୍ମଚାରୀଙ୍କ ସୁରକ୍ଷା ପାଇଁ ଆସିବ ଏସ୍‌ଓପି ♦️ ଏନେଇ ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ ରାଜସ୍ବ ଓ ଜନଗଣନା ଅଧିକାରୀଙ୍କ ସହ ଏକ ବୈଠକ   22-Apr-2026
  ଜିଲ୍ଲା  
.ସି କଲେଜରେ ଜାତୀୟ ସେବା ସଂସ୍ଥା ପକ୍ଷରୁ ଗ୍ରୀଷ୍ମ କାଳୀନ ଶିବିର   22-Apr-2026
  ଜିଲ୍ଲା  
ଚଳିତ ଶିକ୍ଷାବର୍ଷ ୨୦୨୬-୨୭ର ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ   22-Apr-2026
  ଜିଲ୍ଲା  
*ଆଜି ଠାରୁ ବଣ୍ଟନ ହେବ ହାଇଟେକ୍ ପଟ୍ଟା* -   22-Apr-2026
  ଜିଲ୍ଲା  
ବିଶ୍ବ ପ୍ରତିମୂର୍ତ୍ତି ସଫେଇ ଓ ସଂରକ୍ଷଣ ଦିବସ   22-Apr-2026

You Might Also Like