-+91-9937148622 |

prerana_bgr@rediffmail.com |

  Wednesday 24th June 2026 |

| | | |

R.N.I. Regd No. ODIODI/2010/46693

Breaking News

ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ    (24-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ    (24-Jun-2026)       ||      ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   (24-Jun-2026)       ||      ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   (24-Jun-2026)       ||      ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   (24-Jun-2026)       ||      ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   (24-Jun-2026)       ||      ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   (24-Jun-2026)       ||      ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      କଣ୍ଟାମାଳ ଶ୍ରୀଲକ୍ଷ୍ମୀ ମୋବାଇଲ ଦୋକାନ କାନ୍ଥ ଭାଙ୍ଗି କଳାକନା ବୁଲାଇଦେଲେ ଦୁର୍ବୃତ୍ତ ♦️ସିସିଟିଭି ଆଧାରରେ ପୋଲିସର ତନାଘନା ଜାରି    (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ବାଲିଗୁଡ଼ା ଏନଏସିରେ ହେଉଥ‌ିବା ବିଭିନ୍ନ ଦୁର୍ନୀତି ଘଟଣା : ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଦୁଇ କାଉନ୍‌ସିଲର   (24-Jun-2026)       ||      ୰ ସମାଜସେବୀ ଗୋଲକ ବିହାରୀ ପଟେଲ ଙ୍କୁ ଶ୍ରଦ୍ଧାଞ୍ଜଳି   (24-Jun-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   (24-Jun-2026)       ||      ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ     (24-Jun-2026)       ||      ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   (24-Jun-2026)       ||      ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ    (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (23-Jun-2026)       ||     

HOME   ଜିଲ୍ଲା

ନିଜ ଝିଅକୁ କିରାସିନି ଢ଼ାଳି ପୋଡି ଜୀବନ ରେ ମାରି ହତ୍ୟା ଉଦ୍ୟମ ଅଭିଯୋଗ,ନିଆଁ ରେ ପୋଡି ଯୁବତୀ ଗୁରୁତର।

23-Nov-2020



ବେଲପଡ଼ା,(ପ୍ରେରଣା ଖବର) :ବଲାଙ୍ଗିର ଜିଲ୍ଲା ବେଲପଡା ଥାନା ଅନ୍ତର୍ଗତ ଡେବରିପାଲି ଗାଁରେ ଦେଖିବାକୁ ମିଳିଛି ଅମାନବୀୟ କାଣ୍ଡ । ଜଣେ ନାବାଳିକା ଝିଅକୁ କିରୋସିନ ଢାଳି ପୋଡି ଭିଦେଇ ହତ୍ୟା ଉଦ୍ୟମ କରାଯାଇ ଥିବା ଜଣାଯାଇଛି । ସୂଚନା ଅନୁଯାଇ, ସୂର୍ୟ୍ୟକାନ୍ତୀ ନାଗ ନାମ୍ନୀ ୨୦ ବର୍ଷୀୟ ଯୁବତୀ ଗତ ରବିବାର ରାତିରେ ଶୋଇଥିବା ବେଳେ ଦେହରେ କିରୋସିନ ଢାଳି ତାଙ୍କ ନିଜ ବାପା ଅରକ୍ଷିତ ନାଗ ନିଆଁ ଲଗାଇ ଦେଇ ତାଙ୍କ ହତ୍ୟା ଉଦ୍ୟମ କରିଥିବା ନେଇ ଅଭିଯୋଗ ହୋଇଛି । ସୁର୍ଯ୍ୟକାନ୍ତି ବର୍ତ୍ତମାନ ଗୁରୁତର ଅବସ୍ଥାରେ ପ୍ରଥମେ ବେଲପଡା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଓ ସେଠୁ ପାଟଣାଗଡ ଉପଖଣ୍ଡ ଡାକ୍ତରଖାନାରେ କୁ ସ୍ଥାନାନ୍ତରିତ କରାଯାଇଥିଲା । ତାଙ୍କ ଅବସ୍ଥା ସଂକଟାପନ୍ନ ରହିଥିବାରୁ ତାଙ୍କୁ ବଲାଙ୍ଗିର ଭୀମ ଭୋଇ ମେଡିକାଲ କଲେଜ ସ୍ଥିତ କୁ ଡାକ୍ତରଖାନାରେ ଭର୍ତି କରାଯାଇଛି । ଝିଅର ବାପା ଅରକ୍ଷିତ ନାଗ ହିଁ ଏଭଳି କାଣ୍ଡ ଘଟାଇଥିବା ନେଇ ସୁର୍ଯ୍ୟକାନ୍ତି ଙ୍କ ମାଆ ଓ ମାମୁଁମାନେ ଅଭିଯୋଗ କରିଛନ୍ତି । ଅରକ୍ଷିତ ଦୁଇଟି ସ୍ତ୍ରୀ ବାହା ହୋଇଥିବା ବେଳେ ସୁର୍ଯ୍ୟକାନ୍ତି ହେଉଛନ୍ତି ପ୍ରଥମ ସ୍ତ୍ରୀର ଝିଅ । ଝିଅ ଛୋଟ ସମୟରୁ ମାମୁଁ ଘରେ ରହୁଥିବା ବେଳେ ଗତ ୧୫ ଦିନ ତଳେ ଗାଁରେ ବୈଠକ ପରେ ବାପା ପାଖକୁ ଆସିଥିଲା ସୁର୍ଯ୍ୟକାନ୍ତି । କିନ୍ତୁ ବାପା ଘରେ ଝିଅ କୁ ରଖିବାକୁ ଚାହୁଁନଥିଲା । ତେଣୁ ତାର ବାପା ହିଁ ନିଜ ଝିଅ କୁ ହତ୍ୟା ଉଦ୍ୟମ କରିଥିବା ମାମୁଁ ଘର ଲୋକେ ଅଭିଯୋଗ କରିଛନ୍ତି । ସେପଟେ ସୁର୍ଯ୍ୟକାନ୍ତିଙ୍କ ଅବସ୍ଥା ଗୁରୁତର ରହିଥିବା ଚିକିତ୍ସା କରୁଥିବା ଡାକ୍ତରଙ୍କ ନିକଟରୁ ସୂଚନା ମିଳିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ   24-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   24-Jun-2026
  ରାଜ୍ୟ  
ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   24-Jun-2026
  ଜିଲ୍ଲା  
ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   24-Jun-2026
  ଜିଲ୍ଲା  
ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   24-Jun-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   24-Jun-2026
  ରାଜ୍ୟ  
ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   24-Jun-2026
  ଜିଲ୍ଲା  
ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   24-Jun-2026
  ଜିଲ୍ଲା  
ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   24-Jun-2026
  ଜିଲ୍ଲା  
ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   24-Jun-2026
  ଜିଲ୍ଲା  
କଣ୍ଟାମାଳ ଶ୍ରୀଲକ୍ଷ୍ମୀ ମୋବାଇଲ ଦୋକାନ କାନ୍ଥ ଭାଙ୍ଗି କଳାକନା ବୁଲାଇଦେଲେ ଦୁର୍ବୃତ୍ତ ♦️ସିସିଟିଭି ଆଧାରରେ ପୋଲିସର ତନାଘନା ଜାରି   24-Jun-2026
  ଜିଲ୍ଲା  
ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   24-Jun-2026

You Might Also Like