-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||     

HOME   ଜିଲ୍ଲା

ମାଁ ସମଲେଶ୍ୱରୀ ମନ୍ଦିର ପ୍ରତିଷ୍ଠା ଉତ୍ସବ ଉଦ୍‌ଯାପିତ

20-Jun-2022



ବଲାଙ୍ଗିର(ଅନ୍ତର୍ଯ୍ୟାମୀ ସାହୁ)- ପୁଇଁନ୍ତଲା ବ୍ଲକ ଅନ୍ତର୍ଗତ ଦୁର୍ଗାପାଲି-ତେଣ୍ଡାପଦର ଗ୍ରାମର ଜଣେ ଗରୀବ ଲୋକ ବିଭିଷଣ ଭାଟି ମାଁ ସମଲେଶ୍ୱରୀ ଙ୍କ ପୂଜା ନିଜ ଘରେ କରି ଆସୁଥିଲେ । ମାଁ ଙ୍କ ନିର୍ଦ୍ଦେଶକ୍ରମେ ସେ ବିଭିନ୍ନ ଶ୍ରଦ୍ଧାଳୁଙ୍କ ସହ ଯୋଗା ଯୋଗକରି ଦୀର୍ଘଦିନ ହେଲା ମାଁ ଙ୍କ ପାଇଁ ମନ୍ଦିର ଟିଏ ନିର୍ମାଣ କାର୍ଯ୍ୟ ଆରମ୍ଭ କରିଦେଇଥିଲେ । ଶେଷରେ ତାଙ୍କର ସ୍ୱପ୍ନ ସଫଳ ହେଲା । ମନ୍ଦିର ନିର୍ମାଣ ସହ ରିତିନୀତି ଅନୁଯାୟୀ ଗତ ତିନିଦିନ ଧରି ଚାଲିଥିବା ପ୍ରତିଷ୍ଠା ଉତ୍ସବ ଶେଷ ହୋଇ ମାଁ ଙ୍କୁ ମନ୍ଦିର ରେ ପ୍ରବେଶ କରାଯାଇଛି । ନିଜେ ଶ୍ରୀ ଭାଟି କର୍ତ୍ତାନ ହୋଇ ଅନ୍ୟ ମାନଙ୍କୁ କର୍ତ୍ତା ପାଇଁ ସୁଯୋଗ ଦେଇଥିଲେ ।  ତେଣୁ ପ୍ରତିଷ୍ଠା ଉତ୍ସବରେ ଦୁର୍ଗାପାଲି ଗ୍ରାମର ଗୌନ୍ତିଆ

ଗତିକୃଷ୍ଣ ପଟେଲ ଓ ସୁଦାମ ମଲ୍ଲିକ ସସ୍ତ୍ରୀକ କର୍ତ୍ତା ଦାୟୀତ୍ୱ ତୂଳାଇଥିବା ବେଳେ ମିର୍ଦ୍ଧାପାଲି ଗ୍ରାମର ସରୋଜ ରାଉତ ସହଯୋଗ କରିଥିଲେ । ଯଜ୍ଞ କାର୍ଯ୍ୟଟି ପଣ୍ଡିତ ବିଶ୍ୱଜିତ ମିଶ୍ର ଓ ତ୍ରିବିକ୍ରମ ଷଡଙ୍ଗୀ ତାଙ୍କ ସହଯୋଗୀ  ଙ୍କ ସହ ତୂଳାଇ ଥିଲେ । ଏହି ଉପଲକ୍ଷେ ଅଷ୍ଟ ପ୍ରହରୀ ନାମଯଜ୍ଞ ର ମଧ୍ୟ ଆୟୋଜନ କରାଯାଇଥିଲା । ଏଥିରେ ସଦାଇପାଲି, କଅଗାଁ, ମିର୍ଦ୍ଧାପାଲି, ବୁବେଲ, ଦୁର୍ଗାପାଲି ଓ ତେଣ୍ଡାପଦର ଗ୍ରାମର ୧୧ ଟି ସଂକିର୍ତ୍ତନ ମଣ୍ଡଳୀ ସହଯୋଗ କରିଥିଲେ । ପ୍ରତ୍ୟହ ହଜାର ହଜାର ଶ୍ରଦ୍ଦାଳୁ ଙ୍କ ପାଇଁ ଅନ୍ନପ୍ରସାଦ ର ବ୍ୟବସ୍ଥା ହୋଇଥିଲା । ଏତେ ସଂଖ୍ୟକ ଜନ ସମାଗମରେ ପ୍ରତିଷ୍ଠା କାର୍ଯ୍ୟଟି ଶାନ୍ତିଶୃଙ୍ଖଳାର ସହ ସମାପନ ହୋଇଥିବାରୁ ପ୍ରତ୍ୟକ୍ଷ ତତ୍ୱାବଧାନରେ ଥିବା ସମାଜସେବୀ  ଡ. ଶ୍ରୀକର ମିଶ୍ର ଅଂଚଳବାସୀଙ୍କୁ ସାଧୁବାଦ ଦେବା ସଙ୍ଗେସଙ୍ଗେ ଏପରି ଧାର୍ମିକ କାମରେ ସବୁବେଳେ ସହଯୋଗ କରିବାପାଇଁ ଅନୁରୋଧ କରିଥିଲେ ।
 


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026

You Might Also Like