-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ଚାନ୍ଦ ମନ୍ଦିର ରଥ କମିଟୀର ପ୍ରସ୍ତୁତି ବୈଠକ

20-Jun-2022



ବଲାଙ୍ଗିର(ଅନ୍ତର୍ଯ୍ୟାମୀ ସାହୁ) ଆଗାମୀ ରଥଯାତ୍ରା ପାଳନ ର ପ୍ରସ୍ତୁତି ପାଇଁ ବଲାଙ୍ଗିର ଟିକ୍ରାପଡା ସ୍ଥିତ ଚାନ୍ଦ ମନ୍ଦିର ରଥ କମିଟିର ଏକ ପ୍ରସ୍ତୁତି ବୈଠକ ଗତ ୧୯.୦୬.୨୦୨୨ ରିଖ ଚାନ୍ଦ ମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଛି । କମିଟିର ସଭାପତି ପ୍ରଦୀପ ଚାନ୍ଦଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉକ୍ତ ବୈଠକରେ ରଥଯାତ୍ରା ଠାରୁ ବାହୁଡାଯାତ୍ରା, ସୁନାବେଶ ସୁପରିଚାଳନା ଉପରେ ଆଲୋଚନା ହୋଇଥିଲା । 
    ଚଳିତ ବର୍ଷ ରଥଯାତ୍ରା ରୁ ବାହୁଡାଯାତ୍ରା ପର୍ଯ୍ୟନ୍ତ ଏ ବର୍ଷ ମଧ୍ୟ ମାଉସୀ ଘର ରୂପେ ରାମଚରିତ ମାନସ ମନ୍ଦିର (ଡେଲିମାର୍କେଟ) ରେ ହେବା ପାଇଁ ସ୍ଥିର ହୋଇଛି । ଏ ଉପଲକ୍ଷେ ରଥଯାତ୍ରା ଠାରୁ ବାହୁଡା ଯାତ୍ର ପର୍ଯ୍ୟନ୍ତ ରାମ ଚରିତ ମାନସ ମନ୍ଦିରରେ ପ୍ରତ୍ୟେହ ଚାନ୍ଦ ମନ୍ଦିର ରଥ କମିଟି ତରଫରୁ ସର୍ବ ସାଧାରଣଙ୍କ ପାଇଁ ଆନନ୍ଦ ବଜାର ରେ ଖିଚିଡି ଭୋଗ ବଣ୍ଟନ କରାଯିବା ସହିତ ସନ୍ଧ୍ୟାରେ ମହାପ୍ରଭୁଙ୍କ ଦଶ ଅବତାର ତଥା ବିଭିନ୍ନ ବେଶ ଦର୍ଶନ, ହେରା ପଂଚମୀରେ ଲକ୍ଷ୍ମୀଙ୍କ ରଥ ଭାଙ୍ଗିବା, ଷଷ୍ଠିରେ ରଥ ମୋଡ, ନବମୀ ତିଥିରେ ପୋଡ ପିଠା ଭୋଗ ଓ ସନ୍ଧ୍ୟା ଦର୍ଶନ, ପହଣ୍ଡି, ସାଂସ୍କୃତିକ କାର୍ଯ୍ୟକ୍ରମ ଓ ବାହୁଡାଯାତ୍ରା ଠିକ୍ ସମୟରେ ଅନୁଷ୍ଠିତ ହେବା ସହ ପବିତ୍ର ବଡ ଏକାଦଶୀରେ ଜଗନ୍ନାଥ ମହାପ୍ରଭୁଙ୍କ ସୁନାବେଶ ଦର୍ଶନ ଓ ସନ୍ଧ୍ୟାରେ ସୁନାବେଶ ଉପଲକ୍ଷେ ଶ୍ରୀକ୍ଷେତ୍ର ଭଜନ ସନ୍ଧ୍ୟା ର ଭଜନ ସମାରୋହ ଅନୁଷ୍ଠିତ ହେବା ସହିତ ଦ୍ୱାଦଶୀ ତିଥିରେ ରଥ ଉପରେ ମହାପ୍ରଭୁଙ୍କ ଅଧରପଣା ଓ ତ୍ରୟୋଦଶୀ ତିଥିରେ ଶ୍ରୀଜୀଉମାନଙ୍କର ନିଳାଦ୍ରି ବିଜେ ହେବା ପାଇଁ କମିଟି ତରଫରୁ ସ୍ଥିରକୃତ ହୋଇଛି । ଉକ୍ତ ବୈଠକରେ ବ୍ରଜ ବିହାରୀ ତ୍ରିପାଠୀ, ଅଶୋକ ଚାନ୍ଦ, ରଞ୍ଜିତ ପଣ୍ଡା, ନିମାଇଁ ହାତୀ, ମହେନ୍ଦ୍ର ବାଗ, ପଦ୍ମଲୋଚନ ଯୋଷୀ, ରାମଚନ୍ଦ୍ର ଷଡଙ୍ଗୀ, ସତ୍ୟନାରାୟଣ ଶତପଥି, ଅନିଲ ଠାକୁର, କୃଷ୍ଣଚନ୍ଦ୍ର ରଥ, ରାଜୀବ ମିଶ୍ର, ଛାୟାକାନ୍ତ ସାହୁ, ସୁଧାନିଥି ହୋତା, ବଳରାମ ମିଶ୍ର, ମନ୍ଦିରର ପୂଜକ କୃଷ୍ଣଚନ୍ଦ୍ର ମିଶ୍ର, ସୁଧିର ଚାନ୍ଦ, ରାଜୀବ ବେହେରା, ରାଜକୁମାର ମିଶ୍ର, ଧୃବ ବେହେରା, ମୋତିଲାଲ ଅଗ୍ରୱାଲ ତଥା ରଥ କମିଟିର ସମସ୍ତ ସଭ୍ୟ ଯୋଗ ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like