-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ରାଜ୍ୟ ସ୍ତରୀୟ ସ୍କାଉଟ୍ସ ଓ ଗାଇଡ୍ସ ପୁରସ୍କାର ଉତ୍ସବ, ଶ୍ରେଷ୍ଠ କ୍ୟାମ୍ପୋରୀ ଭାବେ ବଲାଙ୍ଗିର ଜିଲ୍ଲା ସମ୍ବର୍ଦ୍ଧିତ

20-Jun-2022



ବଲାଙ୍ଗିର:(ଅନ୍ତର୍ଯ୍ୟାମୀ ସାହୁ)- ଭାରତ ସ୍କାଉଟ୍ସ ଓ ଗାଇଡ୍ସ ପକ୍ଷରୁ ଭୁବନେଶ୍ୱର ଜୟଦେବ ଭବନ ଠାରେ ଆୟୋଜିତ ରାଜ୍ୟ ପୁରସ୍କାର ଉତ୍ସବରେ ବଲାଙ୍ଗିର ଜିଲ୍ଲା ଶ୍ରେଷ୍ଟ କ୍ୟାମ୍ପୋରୀ ଭାବେ ସମ୍ବର୍ଦ୍ଧିତ ହୋଇଛି । ବଲାଙ୍ଗିର ଜିଲ୍ଲା ଶିକ୍ଷା ଅଧିକାରୀ ତଥା ଭାରତ ସ୍କାଉଟ ଗାଇଡ ଜିଲ୍ଲା ମୁଖ୍ୟ କମିଶନର ଧୃବ ଚରଣ ବେହେରା, ପୂର୍ବତନ ଜିଲ୍ଲା ସଂପାଦକ ଜ୍ୟୋତି ପ୍ରସାଦ ପରିଡା ଓ ଜିଲ୍ଲା ସମ୍ପାଦକ ଅନ୍ତର୍ଯ୍ୟାମୀ ବିଶ୍ୱାଳ ପ୍ରମୁଖ ରାଜ୍ୟପାଳ ପ୍ରଫେସର ଗଣେଷିଲାଲଙ୍କ ଠାରୁ ପୁରସ୍କାର ସ୍ୱରୂପ ମାନପତ୍ର ଗ୍ରହଣ କରିଥିଲେ । ସୂଚନାଯୋଗ୍ୟ ବଲାଙ୍ଗିର ଜିଲ୍ଲାରେ ଭାରତ ସ୍କାଉଟ ଓ ଗାଇଡ ପକ୍ଷରୁ ମାର୍ଚ୍ଚ ମାସ ୨୭, ୨୮ ଓ ୨୯ ତିନି ଦିନ ଧରି ଟାଉନ ହାଇସ୍କୁଲ ଠାରେ ଜିଲ୍ଲା ସ୍ତରୀୟ କ୍ୟାମ୍ପୋରୀ ଆୟୋଜିତ ହୋଇଥିଲା । ଜିଲ୍ଲା ମୁଖ୍ୟ କମିଶନର ଶ୍ରୀଯୁକ୍ତ ବେହେରାଙ୍କ ନେତୃତ୍ୱରେ ବିଭିନ୍ନ ସମୟରେ ବିଶେଷ କରି ଗ୍ରୀଷ୍ମ ସମୟରେ ପାନୀୟ ଜଳ, ସରବତ ଓ ପଣା ବଣ୍ଟନ ହୋଇଥିଲା । ହରିଶଙ୍କର ମେଳାରେ ଶ୍ରଦ୍ଧାଳୁ ମାନଙ୍କ ପାଇଁ ପାନୀୟ ଜଳ ବ୍ୟବସ୍ଥା କରାଯାଇଥିଲା । କୋଭିଡ ସମୟରେ ମାସ୍କ, ସାନିଟାଇଜର ବଣ୍ଟନ, ଡାକ୍ତରଖାନାରେ ରକ୍ତ ଅଭାବ ସମୟରେ ସ୍କାଉଟ ମାଷ୍ଟର ଓ ଗାଇଡ କ୍ୟାପ୍ଟେନ ମାନଙ୍କ ତରଫରୁ

ରକ୍ତଦାନ କାର୍ଯ୍ୟକ୍ରମ ଆୟୋଜନ ହୋଇଥିଲା । ଫଳସ୍ୱରୂପ ବଲାଙ୍ଗିର ଜିଲ୍ଲାକୁ ଶ୍ରେଷ୍ଠ କ୍ୟାମ୍ପୋରୀ ଭାବେ ସମ୍ବର୍ଦ୍ଧିତ କରାଯାଇଥିଲା । ଏହି ସମ୍ବର୍ଦ୍ଧନା ଉତ୍ସବରେ ଜିଲ୍ଲାର ୬୨ ଜଣ ଛାତ୍ର ଓ ୭୩ ଜଣ ଛାତ୍ରୀ ରାଜ୍ୟ ପୁରସ୍କାର ପାଇଛନ୍ତି । ଏହି ଉତ୍ସବରେ ଜିଲ୍ଲା ଅର୍ଗାନାଇଜିଙ୍ଗ କମିଶନର ଗାଇଡ କସ୍ତୁରୀ ରଥ, ସ୍କାଉଟ ମାଷ୍ଟର ବିନୋଦ ମହାପାତ୍ର ଓ ରଞ୍ଜିତ ବେହେରା ଯୋଗ ଦେଇଥିଲେ । ଏହି ଉତ୍ସବରେ ରାଜ୍ୟ ମୁଖ୍ୟ କମିଶନର ଭାରତ ସ୍କାଉଟ ଗାଇଡ କାଳୀ ପ୍ରସାଦ ମିଶ୍ର, ମନ୍ତ୍ରୀ ତଥା ସଭାପତି ଅତନୁ ସବ୍ୟସାଚୀ ନାୟକ, ଉପସଭାପତି ତଥା ବିଧାୟକ ଅନନ୍ତ ନାରାୟଣ ଜେନା, ଉପସଭାପତି ତଥା ମହିଳା କମିଶନର ଅଧ୍ୟକ୍ଷା ମିନତୀ ବେହେରା, ଉପସଭାପତି ମନୋରଂଜନ ମହାନ୍ତି,  ପ୍ରମୁଖ ଶାସନ ସଚିବ ଶାଶ୍ୱତ ମିଶ୍ର, ‘ସମାଜ’ର ପ୍ରକାଶକ ନିରଂଜନ ରଥ ପ୍ରମୁଖ ଉପସ୍ଥିତ ଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like