-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

କରେନା ସହାୟତା ପ୍ରଦାନ କଲେ ନରସିଂହ

20-Jun-2022



ବଲାଙ୍ଗିର,(ଅନ୍ତର୍ଯ୍ୟାମୀ ସାହୁ)-ଆଜି ମାନ୍ୟବର ବଲାଙ୍ଗିର ବିଧାୟକ ନରସିଂହ ମିଶ୍ର ପୌରାଞ୍ଚଳ ଅନ୍ତର୍ଗତ ୱାର୍ଡ ନଂ.୧୦ ରେ ରହୁଥିବା ୧୪୭ ଜଣ ଲୋକଙ୍କୁ କରୋନା ସହାୟତା ପ୍ରଦାନ କରିଛନ୍ତି । କିଛି ମାସ ପୂର୍ବେ ଗେଟସୋବର ପଡାରେ ସେଠାକାର ସମସ୍ୟା ଶୁଣିବା ପାଇଁ ବିଧାୟକ ଶ୍ରୀ ମିଶ୍ର ସ୍ଥାନୀୟ ଲୋକଙ୍କ ସହିତ ଆଲୋଚନା କରିଥିଲେ । ସେହି ସମୟରେ ଏହି ୱାର୍ଡର ୧୦୦ରୁ ଉର୍ଦ୍ଧ୍ୱ ଗରିବ ଲୋକ ଆସି କରୋନା ମହାମାରି ଯୋଗୁଁ ତାଙ୍କର ଜିବିକା ଉପର୍ଜନରେ ଘୋର ବ୍ୟାଘାତ ଘଟିଛି । ତେଣୁ ତାଙ୍କୁ କିଛି ସହାୟତା ପ୍ରଦାନ କରାଯାଉ ବୋଲି ସେମାନେ ଦାବି କରିଥିଲେ । ବିଧାୟକ ଶ୍ରୀ ମିଶ୍ର ସେ ଅଂଚଳର ଅନ୍ୟାନ୍ୟ ସମସ୍ୟା ଶୁଣିବା ସହ ନିଜ ବିଧାୟକ ପାଣ୍ଠିରୁ ୧୪୭ ଜଣଙ୍କ ପାଇଁ ସୁଖିଲା ଖାଦ୍ୟ ହିସାବରେ ୨୫ କେଜି ଚାଉଳ ଏବଂ ଦୁଇ କେଜି ଡାଲି ଲେଖାଏଁ ପ୍ରଦାନ କରାଯିବାର ପ୍ରତିଶୃତି ଦେଇଥିଲେ । ଆଜି ପୂର୍ବାହ୍ନ ଘ.୧୧ ସମୟରେ ଗେଟସରୋବରପଡା ଠାରେ ପୌର ଅଧିକାରୀ ବିପିନ ଦୀପଙ୍କ ଉପସ୍ଥିତିରେ ମାନ୍ୟବର ବିଧାୟକ ଶ୍ରୀ ମିଶ୍ର ଗରିବ ଲୋକଙ୍କୁ ଏହି ସହାୟତା ପ୍ରଦାନ କରିଛନ୍ତି । ଏହା ସହ ଗେଟସରୋବର ବନ୍ଧର ଗାଧୁଆ ଘାଟ ସଫା କରିବା ପାଇଁ ମଧ୍ୟ ଅନୁଦାନ

ଦିଆସରିଛି ତାର କାମ ମଧ୍ୟ ବହୁ ଶିଘ୍ର ଆରମ୍ଭ ହେବ ବୋଲି କହିଥିଲେ । ଆହୁରି ମଧ୍ୟ ଯଦିଓ ଓଡିଶାରେ କରୋନା ମହାମାରି ର ରୂପ ନିୟନ୍ତ୍ରଣରେ ଅଛି କିନ୍ତୁ ଜାତୀୟ ସ୍ତରକୁ ଦେଖିଲେ ଦେଶରେ ଏବେ କରୋନା ଉପରମୁହାଁ ହେବାର ଲାଗିଛି । ତେଣୁ ଲୋକେ ସଚେତନ ହୁଅନ୍ତୁ ସେନିଟାଜର ବ୍ୟବହାର କରନ୍ତୁ ଏବଂ ବାହାରକୁ ବାହାରିଲେ ସାମାଜିକ ଦୂରତ୍ୱ ପାଳନ ସହ ପ୍ରତ୍ୟେକ ଲୋକ ମାକ୍ସ ପରିଧାନ କରନ୍ତୁ ବୋଲି ବିଧାୟକ ଶ୍ରୀ ମିଶ୍ର ସଚେତନ କରିଥିଲେ । ଏହି ଅବସରରେ ଏ ଅଂଚଳର ଓମ୍ ପ୍ରକାଶ କୁମ୍ଭାର, ସତ୍ୟନାରାୟଣ କୁମ୍ଭାର, ଅନ୍ତ ମଛଖଣ୍ଡ, ସୀତାରାମ କୁମ୍ଭାର, ଦିଲିପ କୁମ୍ଭାର, ଦିପକ ନାଗ, ମନିନ୍ଦ୍ର କୁମ୍ଭାର, ଦୁଃଖି କୁମ୍ଭାର, ମୁନା କୁମ୍ଭାର, ଦେବାଶିଷ ନାଏକ, ଜୁଲୁ ପଟ୍ଟନାୟକ, ବୁଲୁ ଦାନି, କୈଳାସ ମିଶ୍ରଙ୍କ ସମେତ ଅନ୍ୟାନ୍ୟ ପୌର କର୍ମଚାରୀମାନେ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like