-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||     

HOME   ଜିଲ୍ଲା

କନ୍ଧମାଳ - ମତ୍ସ୍ୟ ବିଭାଗ ପକ୍ଷରୁ ବିଶ୍ବ ମତ୍ସ୍ୟ ଦିବସ ପାଳିତ- 6 ସଫଳ ମତ୍ସ୍ୟ ଚାଷୀଙ୍କୁ ସମ୍ବର୍ଦ୍ଧିତ

23-Nov-2020



କନ୍ଧମାଳ,(ପ୍ରେରଣା ଖବର) କନ୍ଧମାଳ ଜିଲ୍ଲା ସଦର ମହକୁମା ଫୁଳବାଣୀ ଠାରେ ଆତ୍ମା ପ୍ରଶିକ୍ଷଣ ସଭାଗୃଠାରେ ମତ୍ସ୍ୟ ବିଭାଗ ପକ୍ଷରୁ ବିଶ୍ବ ମତ୍ସ୍ୟ ଦିବସ ପାଳିତ ହୋଇ ଯାଇଛି। ଏଥିରେ ବ୍ରହ୍ମପୁର ମସ୍ୟ ଉପନିର୍ଦ୍ଦେଶକ ଶିବ ପ୍ରସାଦ ଭୋଇ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। ମାଛ ଏକ ଲାଭଜାନକ ଚାଷ।ଏଥି ନିମନ୍ତେ ସରକାର ବିଭିନ୍ନ ସୁବିଧା ସୁଯୋଗ ଯୋଗାଇ ଦେଉଛନ୍ତି। ତେଣୁ କନ୍ଧମାଳରେ ଅଧିକରୁ ଅଧିକ ମାଛ ଚାଷ କରିବାକୁ ଚାଷୀମାନେ ଆଗେଇ ଆସିବାକୁ ସେ ଆହ୍ବାନ ଦେଇଥିଲେ।ଏହି ଅବସରରେ ବିଶ୍ବ ମତ୍ସ୍ୟ ଦିବସ ପାଳନର ଉଦ୍ଦେଶ୍ୟ ସମ୍ପର୍କରେ ସେ ଆଲୋକପାତ କରିଥିଲେ। ଛଅ ସଫଳ ମାଛ ଚାଷୀଙ୍କୁ ବିଭାଗ ପକ୍ଷରୁ ସମ୍ବର୍ଧିତ କରାଯାଇଥିଲା। ମତ୍ସ୍ୟ ପୋଖରୀ ଯୋଜନାରେ ଦାରିଙ୍ଗବାଡି ବ୍ଲକର ବିଲ ପ୍ରଧାନ ଓ କେ.ନୂଆଗାଁ ବ୍ଲକର ପୂର୍ଣ୍ଣଚନ୍ଦ୍ର ପ୍ରଧାନ,ପଞ୍ଚାୟତ ପୋଖରୀ ଯୋଜନାରେ ଫିରିଙ୍ଗିଆ ବ୍ଲକର ଜୟ ଜଗନ୍ନାଥ ମହିଳା ସ୍ବୟଂସହାୟକ ଗୋଷ୍ଠୀ, ଖଜୁରପୀଡା ବ୍ଲକର ବାବା ସୁନାମଣି ମହିଳା ସ୍ବୟଂସହାୟକ ଗୋଷ୍ଠି, ମା ବରାଳଦେବୀ ପ୍ରାଥମିକ ମତ୍ସ୍ୟ ସମବାୟ ସମିତିର ସଭାପତି ରବୀନ୍ଦ୍ର ଜାନି ଓ ଫୁଲବାଣୀ ମତ୍ସ୍ୟ ଉଦ୍ୟୋଗୀ ଗୋବିନ୍ଦଚନ୍ଦ୍ର ପରିଡାଙ୍କୁ ମୁଖ୍ୟ ଅତିଥି ଶ୍ରୀ ଭୋଇ ସମ୍ବର୍ଧିତ କରିଥିଲେ।ସହକାରୀ ମତ୍ସ୍ୟ ଅଧିକାରୀ ପ୍ରଫୁଲ୍ଲ କହଁର କାର୍ଯ୍ୟକ୍ରମ ପରିଚାଳନା କରିଥିବା ବେଳେ ଫିରିଙ୍ଗିଆ ସହକାରୀ ମତ୍ସ୍ୟ ଅଧିକାରୀ ଆଶାଲକ୍ଷ୍ମୀ ନରେନ୍ଦ୍ର ଧନ୍ୟବାଦ ଅର୍ପଣ କରିଥିଲେ। ଖଜୁରୀପଡା ସହକାରୀ ମତ୍ସ୍ୟ ଅଧିକାରୀ ଜ୍ଞାନରଂଜନ ସେଠୀ, ବାଲିଗୁଡା ସହକାରୀ ମତ୍ସ୍ୟ ଅଧିକାରୀ ସୁରେଶନ ମଲ୍ଲିକ,ଜି.ଉଦୟଗିରି କନିଷ୍ଠ ମତ୍ସ୍ୟ ବୈଷୟିକ ସହାୟିକା ରାଂବିଲତା ମାଣ୍ଡାଙ୍ଗିଙ୍କ ସମେତ ସବୁ ବ୍ଳକର ସହକାରୀ ମତ୍ସ୍ୟ ଅଧିକାରୀ, ଚାଷୀ, ଉଦ୍ୟୋଗୀ ଏବଂ ମହିଳା ସ୍ବୟଂସହାୟକ ଗୋଷ୍ଠୀର କାର୍ଯ୍ୟକର୍ତ୍ତା ପ୍ରମୁଖ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ   27-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   27-Sep-2026
  ଜିଲ୍ଲା  
*"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   27-Sep-2026
  ଜିଲ୍ଲା  
*ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   27-Sep-2026
  ଜିଲ୍ଲା  
ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   27-Sep-2026
  ଜିଲ୍ଲା  
କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   27-Sep-2026
  ରାଜ୍ୟ  
ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   27-Sep-2026
  ରାଜ୍ୟ  
ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ   27-Sep-2026
  ଜିଲ୍ଲା  
ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   27-Sep-2026
  ଜିଲ୍ଲା  
ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   27-Sep-2026
  ଜିଲ୍ଲା  
ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   27-Sep-2026

You Might Also Like