-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିର ଯୋଗ ଶିବିର ପକ୍ଷରୁ ବିଶ୍ଵ ଯୋଗ ଦିବସ ପାଳିତ

21-Jun-2022



ବଲାଙ୍ଗିର (ପ୍ରେରଣା ଖବର): ଆଜି ଜୁନ  ୨୧ ତାରିଖ ଆନ୍ତର୍ଜାତୀୟ ଯୋଗ ଦିବସ l ଯୋଗ ଦିବସ ଅବସରରେ ବଲାଙ୍ଗିର ଯୋଗ ଶିବିର ତରଫରୁ ଆଜି ପ୍ରାତଃ ସମୟରେ ସ୍ଥାନୀୟ ଆଇନ ମହାବିଦ୍ୟାଳୟ ପରିସରରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି l ଏହି ଅବସରରେ ଆଜି ସକାଳେ ବଲାଙ୍ଗିର ଆଇନ ମହାବିଦ୍ୟାଳୟ କ୍ଯାମ୍ପସରେ ବିଭିନ୍ନ ବର୍ଗ ର ଲୋକେ ଏକାଠି ଉପସ୍ଥିତ ରହି ଯୋଗାଭ୍ୟାସ କରିଥିଲେ l ଏଥିରେ ଯୋଗ ଗୁରୁ

ଦିନମଣି ପ୍ରଧାନ ଯୋଗ ଦେଇ ଶରୀରର ସୁସ୍ଥତା ପାଇଁ ଉପଯୋଗୀ ବିଭିନ୍ନ ଯୋଗ ଓ ପ୍ରାଣାୟାମ ବିଷୟରେ ଶିଖାଇ ଥିଲେ l ଶରୀର, ମନ ଓ ଆତ୍ମା ର ଶୁଦ୍ଧିକରଣ ପାଇଁ ଯୋଗ ଏକ ପ୍ରକୃଷ୍ଟ ମାଧ୍ୟମ ବୋଲି ଶ୍ରୀ ପ୍ରଧାନ ଉପସ୍ଥିତ  ସମସ୍ତଙ୍କୁ ବୁଝାଇ ଥିଲେ l  ଯୋଗାଭ୍ୟାସ ପୂର୍ବରୁ ମାଁ ସରସ୍ଵତୀଙ୍କ ପ୍ରତିମୂର୍ତ୍ତୀ ରେ ପୁଷ୍ପମାଲ୍ୟ ଅର୍ପଣ ପୂର୍ବକ ଶିବିରକୁ ଉଦଘାଟନ କରାଯାଇଥିଲା l ଏଥିରେ ମୁଖ୍ୟ ଅତିଥି ଭlବରେ 11ବେଟାଲିଅନ୍ ଚିଫ କମାଣ୍ଡିଙ୍ଗ ଅଫିସର ରଞ୍ଜନ ଚକ୍ରବର୍ତ୍ତୀ ଯୋଗ ଦେଇ ଶିବିରକୁ ଉଦଘାଟନ କରିଥିଲେ l ବଲାଙ୍ଗିର ନାଗରିକ କମିଟିର ସମ୍ପାଦକ ମନୋରଞ୍ଜନ ସାହୁ ଓ ସାଧିକା ସ୍ମିତାଶ୍ରୀ ହୋତାଙ୍କ ପରିଚାଳନାରେ ଆୟୋଯିତ ଏହି ଯୋଗ ଶିବିରରେ ଜେ ଏସ୍ ଏମ୍ କଲେଜ ର ଛାତ୍ରଛାତ୍ରୀ, ଲ କଲେଜ ମାର୍ସଲ ଆର୍ଟ୍ ଏସୋସିଏଶନ, ଲ କଲେଜ ବେଡମିଣ୍ଟନ ସଂଘ ର କର୍ମକର୍ତ୍ତା ମାନେ ସହଯୋଗ କରିଥିଲେ l

ଅନ୍ୟତମ ଅତିଥି ଭବରେ ବଲାଙ୍ଗିର ନାଗରିକ କମିଟିର ସଭାପତି ବେଲାର ସିଂହ ଭୋଇ, ଲ୍ କଲେଜ ର ଅଧ୍ୟକ୍ଷ ସଞ୍ଜୀବ ପ୍ରଧାନ, ବଲାଙ୍ଗିର ମାର୍ଶଲ ଆର୍ଟ ର ପ୍ରଶାନ୍ତ ପାତ୍ର, ବେଡମିଣ୍ଟନ୍ ଏସୋସିଏସନ ର ସୁରୁଲାଲ୍ ମଟlରି ଯୋଗା ଦେଇ ଶରୀର ର ଶୁଦ୍ଧିକରଣରେ ଓ ନିରୋଗ ରହିବା ପାଇଁ ଯୋଗର ଉପକାରିତା ସମ୍ପର୍କରେ ବୁଝାଇ ଥିଲେ l ଜେ ଏସ୍ ଏମ୍ କଲେଜ ର ନିର୍ଦ୍ଦେଶକ ସି ଏ ଶ୍ରୀକାନ୍ତ ଶର୍ମl ଏହି ଯୋଗ ଶିବିରକୁ ସଫଳ କରିଥିବାରୁ ସମସ୍ତଙ୍କୁ ଧନ୍ୟବାଦ ଜଣାଇ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like