-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ସିନ୍ଧେକେଲାରେ ଏଚ୍ ଡି ଏଫସି ବ୍ୟାଙ୍କର ଏଟି ଏମ୍ ଉଦଘାଟନ କଲେ କଣ୍ଟାବାଞ୍ଜି ବିଧାୟକ

21-Jun-2022



ବଲାଙ୍ଗୀର ଜିଲ୍ଲା ସିନ୍ଧେକେଲା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ନିକଟରେ ଏଚଡ଼ିଏଫସି ବ୍ୟାଙ୍କ ର ଏଟି ଏମ୍ ଉଦଘାଟିତ ହୋଇଯାଇଛି। ମୁଖ୍ଯ ଅତିଥି ଭାବେ କଣ୍ଟାବାଞ୍ଜି ବିଧାୟକ ସନ୍ତୋଷ ସିଂହ ସାଳୁଜା ଓ ସମ୍ମାନିତ ଅତିଥି ଭାବେ ବଙ୍ଗୋମୁଣ୍ଡା ବ୍ଲକ ଅଧ୍ୟକ୍ଷା ରଞ୍ଜୁବାଲା ବେହେରା  ଯୋଗଦେଇ ଏଟିଏମ ର ଶୁଭ ଉଦଘାଟନ କରିଥିଲେ। ସିନ୍ଧେକେଲା ବଲାଙ୍ଗୀର, କଳାହାଣ୍ଡି ଓ ନୁଆପଡା ଜିଲ୍ଲାର ସୀମାନ୍ତରେ ଅବସ୍ଥିତ ଥିବା ଯୋଗୁଁ ତିନୋଟି ଜିଲ୍ଲାର ସିମାନ୍ତ ରେ ରହୁଥିବା ଲୋକଙ୍କ ଦୈନନ୍ଦିନ ଜୀବନ ପାଇଁ ସିନ୍ଧେକେଲା ଏକ ପ୍ରମୁଖ ସ୍ଥଳ ତେଣୁ ଏହାଏକ ବ୍ୟବସାୟିକ ପେଣ୍ଠ ସ୍ଥଳୀ ରୁପେ ଉଭା ହୋଇଛି । ତଥା ଏଠାରେ ସ୍କୁଲ, କଲେଜ,ହସ୍ପିଟାଲ, ପୋଲିସ ଷ୍ଟେସନ ଭଲି ଅନେକ ସରକାରୀ 

ଓ ବେସରକାରୀ ଅନୁଷ୍ଠାନ ରହିଥିବାରୁ ଏଠାରେ ଏଟି ଏମ୍ ଏକ ଗୁରୁତ୍ୱପୂର୍ଣ୍ଣ ଭୁମିକା ବହନ କରୁଛି ତେଣୁ ଲୋକେ ଏଥିରୁ ବେଶ ଉପକୃତ ହୋଇ ପାରିବେ ବୋଳି ଶ୍ରୀ ସାଳୁଜା ଉପସ୍ଥିତ ଲୋକଙ୍କୁ ନିଜ ବକ୍ତବ୍ଯରେ କହିଥିଲେ। ଅନ୍ୟମାନଙ୍କ ମଧ୍ଯରେ ଏଚଡ଼ିଏଫସି ବ୍ୟାଙ୍କର ସମସ୍ତ କର୍ମଚାରୀଙ୍କ ସହ ସିନ୍ଧେକେଲା ସମିତିସଭ୍ଯ ଭୋଲାନାଥ ବେହେରା, ପୁର୍ବତନ ଜିଲ୍ଲା ପରିଷଦ ସଦସ୍ଯ ସନ୍ତୋଷ ନାଏକ, ଯୁବନେତା ଯୁବରାଜ ବାଗ, ବଙ୍ଗୋମୁଣ୍ଡା ବ୍ଲକ ପୁର୍ବତନ ସରପଞ୍ଚ ସଂଘର ସଭାପତି ଉପେନ୍ଦ୍ର ମେହେର, ଓମପ୍ରକାଶ ସାହୁଙ୍କ ସମେତ ବହୁ ଦଳୀୟ କର୍ମୀ ଓ ଜନ ସାଧାରଣ ଉପସ୍ଥିତ ଥିଲେ । ପରେ ଲୋକଙ୍କ ଅଭିଯୋଗ ଅନୁଯାଇ ସିନ୍ଧେକେଲା ଉନ୍ଦେର ନଦୀରୁ ଆରଡବ୍ଲୁଏସଏସ ବିଭାଗ ତରଫରୁ ପାଇପ ଯୋଗେ ଜଳଯୋଗାଣ ପ୍ରକଳ୍ପ ପାଇଁ ଥିବା ଟ୍ରାନ୍ସଫର୍ମରର ଲୋ ଭୋଲ୍ଟେଜ ସମସ୍ୟା ଯୋଗୁଁ ପାନୀୟଜଳ ଯୋଗାଣ ବାଧାପ୍ରାପ୍ତ ହେଉଥିବାରୁ ତାର ସମାଧାନ ଓ ଟିଟିଲାଗଡ ରାସ୍ତାରେ ଥିବା ଜୈନ ଭବନ ଠାରେ ଥିବା ଟ୍ରାନ୍ସଫର୍ମର ବଦଲାଇବା ପାଇଁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like