-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର ଠାରେ ବିଶ୍ୱ ଯୋଗ ଦିବସ ପାଳିତ - ସୁସ୍ଥ ଶରୀର ସହିତ ଆମ ମନ କୁ ମଧ୍ୟ ସ୍ଥିର ରଖିବାକୁ ପଡିବ: ଜ଼ିଲ୍ଲାପାଳ

21-Jun-2022



ସୁବର୍ଣ୍ଣପୁର///  ସଂସ୍କୃତି ଭବନ ଠାରେ ଜିଲ୍ଲା ପ୍ରଶାସନ  ପକ୍ଷରୁ ବିଶ୍ବ ଯୋଗ ଦିବସ ପାଳିତ ହୋଇଯାଇଛି l ସନ୍ଥ କବି ଭୀମ ଭୋଇ ସେବା ଟ୍ରଷ୍ଟ ଓ ଯୋଗ ମହୋତ୍ସବ ସମିତି ର ମିଳିତ ସହଯୋଗ ରେ ଆୟୋଜିତ ଜ଼ିଲ୍ଲା ପ୍ରଶାସନ ର ଏହି ଉତ୍ସବ ରେ  ସୁବର୍ଣ୍ଣପୁର ଜିଲ୍ଲାପାଳ ଅବୋଲୀ ସୁନୀଲ ନରୱଣେ  ମୁଖ୍ୟ ଅତିଥି ରୂପେ ଯୋଗ ଦେଇ ଏହି ଶିବିର ରେ ନିଜେ ଯୋଗାଭ୍ୟାସ କରି ଶରୀର କୁ ଫିଟନେସ ରଖିବା ସହିତ ଆମ ମନ କୁ ପ୍ରଥମେ ସ୍ଥିର ରଖିବା କୁ ପଡିବ, ଆଉ ସେଥିପାଇଁ ଆମକୁ ନିୟମିତ ଭାବେ କିଛି ସମୟ ଯୋଗାଭ୍ୟାସ କରିବାକୁ

ହେବ ବୋଲି ଉପସ୍ଥିତ ଛାତ୍ର ଛାତ୍ରୀ ,ସହର ର ବୁଦ୍ଧିଜୀବୀ, ସରକାରୀ କର୍ମଚାରୀ ଓ  ବିଭିନ୍ନ  ଯୋଗ ସଂଗଠନ, ସ୍ବେଛାସେବୀ ସଂଗଠନର କାର୍ଯ୍ୟକର୍ତ୍ତା ଙ୍କୁ ଉଦବୋଧନ ଦେଇ କହିଥିଲେ l ସନ୍ଥ କବି ଭୀମ ଭୋଇ ଟ୍ରଷ୍ଟ  ଓ ଯୋଗ ମହୋତ୍ସବ୍ ସମିତି  ଓ  ଯୋଗାଳୟ ର  ରଶ୍ମି ରଞ୍ଜନ ଦାଶ, ଜୟଦ୍ରଥ ଜଗଦଲା, ସଞ୍ଜୟ ମହାପାତ୍ର, ହରିହର ଶତପଥୀ, ମନୋଜ ପଣ୍ଡା, ନିରଞ୍ଜନ ତ୍ରିପାଠୀ, କାନ୍ହୁ ଚରଣ ସାହୁ, ପ୍ରମୁଖ ଙ୍କ ସମେତ  ସ୍ବଛଭାରତ ସଂଗଠନ, ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ପତଞ୍ଜଳି ଯୁବା ଭାରତ,  ସୋନପୁର କଲେଜ ଏନସିସି  ଲେଫ୍ଟନେଣ୍ଟ ଆଶିଷ ଆଗ୍ରୱାଲା ଓ କ୍ୟାଡେଟ, ଓ ଦୟାନନ୍ଦ ସ୍କୁଲ କର୍ମକର୍ତ୍ତା ସହଯୋଗ କରିଥିଲେ l ଆର ଏସ ଏସର କର୍ମକର୍ତ୍ତାଙ୍କ  ତତ୍ୱା ବଧାନ ରେ  ସହରର ବିଭିନ୍ନ ବିଦ୍ୟାଳୟର ଛାତ୍ରଛାତ୍ରୀ ଏଥିରେ ସାମିଲ ହୋଇଥିଲେ l ଆର ଏସ ଏସର ବିଭାଗ ବୌଦ୍ଧିକ ପ୍ରମୁଖ ତଥା ଯୋଗ ପ୍ରଶିକ୍ଷକ ଡକ୍ଟର ଦୀଲ୍ଲିପ ତ୍ରୀପାଠୀ ଙ୍କ ମୁଦ୍ରାର ତାଳେ ତାଳେ ସଭିଏଁ ଯୋଗାସନ ପ୍ରଦର୍ଶନ କରିଥିଲେ  । ତେବେ ଦିନକୁ ଦିନ ଯୋଗର ପରିସର ବ୍ୟାପକ ହେଉଥିବା ବେଳେ ଆଜି ସହରରେ ଶ୍ରୀ ଗୋପାଳଜୀ ଯୋଗାଳୟ ,ଜିଲ୍ଲା ଫୌଜଦାରୀ ଓ ଦେୱାନୀ ଅଦାଲତ ,ସୁବର୍ଣ୍ଣା ନାରୀ ଜାଗରଣ କେନ୍ଦ୍ର ,ବାଲାଜୀ ମନ୍ଦିର ପରିସର ଓ

ରାମଜୀ ମନ୍ଦିର ପରିସର ସମେତ ବିଭିନ୍ନ ବିଦ୍ୟାଳୟରେ ଓ ସମଗ୍ର ଭାରତ ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଙ୍କ ଆହ୍ୱାନ କ୍ରମେ ଯୋଗ ଦିବସକୁ ବେଶ ଉତ୍ସାହ ଓ ଉଦ୍ଦୀପନାର ସହିତ ପାଳନ କରାଯାଇଛି  l ନିଜକୁ ସୁସ୍ଥ ରଖିବାକୁ ପ୍ରତ୍ୟହ ଯୋଗାସନ କରିବା ପାଇଁ ସୁବର୍ଣ୍ଣପୁର ପି -ଡି ଡି -ଆର ଡି ଏ   ନିହାର ରଞ୍ଜନ କଅଁର , ଓ କ୍ରୀଡା ଅଧିକାରୀ ଅଭିଳାଷ ପୁରୋହିତ, ସୂଚନା ଓ ଲୋକ ସମ୍ପର୍କ ବିଭାଗ ଅଧିକାରୀ ଅଶ୍ୱିନୀ ଭୋଇ ପ୍ରମୁଖ ମଂଚାସୀନ ଅତିଥି ମତ ରଖିଥିଲେ l ଜ଼ିଲ୍ଲାପାଳ ଙ୍କୁ ସ୍ୱଚ୍ଛ ଭାରତ ଓ ଏନ ସି ସି ପକ୍ଷରୁ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା l


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like