-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ତେଲନଦୀ ବ୍ରିଜ ର ପାଣି ଡ୍ରେନେଜ ସମସ୍ୟା ର ସମାଧାନ କରି ଆଜି ତିନି ଦିନିଆଁ ସଫେଇ ଶିବିରକୁ ଉଦଯାପିତ କଲେ ସ୍ୱଚ୍ଛ ଭାରତ ସଂଗଠନ

21-Jun-2022



 ସୁବର୍ଣ୍ଣପୁର//  ଗତ ୧୯ ତାରିଖ ଠାରୁ  ଆଜି ଯାଏ  ସ୍ୱଚ୍ଛ ଭାରତ ପକ୍ଷରୁ ଅନୁଷ୍ଠିତ ହେଉଥିବା ତେଲ ବ୍ରିଜ ର ପାଣି ଡ୍ରେନେଜ ପୋଲ ର ବାଲି ସଫେଇ ତିନି ଦିନିଆଁ ଅଭିଯାନ ଆଜି ସକାଳ ୬ଟା ରେ ଉଦଯାପିତ କରାଯାଇଛି l ଗତ ୧୯ ତାରିଖ ରୁ ଭୋର ୫ ଟା ବେଳେ ସ୍ୱଚ୍ଛ ଭାରତ ସଂଗଠନ ସୋନପୁର -ମନମୁଣ୍ଡା ପକ୍ଷରୁ ତେଲ ନଦୀ ବ୍ରିଜ ରେ ବାଲି ରେ ପୋତି ହୋଇଥିବା ପାଣି ନିଷ୍କାସନ ର ଶହ ଶହ ପୋଲ କୁ ସଫେଇ କରାଯାଇଛି l ଗତ  ଦୁଇ ତିନି ଦିନ ର ଏଇ ଆରମ୍ଭ ବର୍ଷା ରେ ସୁବର୍ଣ୍ଣପୁର ର ତେଲ ନଦୀ ରେ ଆଣ୍ଠୁଏ ପାଣି ଜମି ଯାଇ ଥିବାରୁ ସାଧାରଣ ଲୋକଙ୍କ ଓ ଯାନ ବାହନ ସବୁ ଯାତାୟାତ ବେଳେ ଘୋର ଅସୁବିଧା ର ସମ୍ବୁଖିନ ହେବା ର ଖବର ପାଇ ସ୍ବେଛାସେବୀ ସଂଗଠନ ସ୍ୱଚ୍ଛ ଭାରତ ର  କର୍ମକର୍ତ୍ତା ସଂଗଠନ ପ୍ରତିଷ୍ଠାତା ସୟଦ ଅଲିମୁଲ ଇସଲାମ ଙ୍କ ନେତୃତ୍ୱ ରେ ବ୍ରିଜ ର ଛୋଟ ଛୋଟ ପୋଲ ସବୁ କୁ ସଫେଇ କରି ଜମିଥିବା ପାଣି କୁ ନିଷ୍କାସନ କରିଥିଲେ l ଯା ଦ୍ୱାରା କି ଲୋକେ ଏବେ ଆରାମ ରେ ଯିବା ଆସିବା କରୁଛନ୍ତି  ଓ ଖୁସି ବ୍ୟକ୍ତ କରିଛନ୍ତି l ଆଉ ଏଇ ସଚେତନତା ମାଧ୍ୟମରେ ଶହ ଶହ ବର୍ଷ ର ଏଇ ପୁରୁଣା ବ୍ରିଜ ର ମରାମତି, ଜମି ଥିବା ବାଲି ମାଟି ସଫେଇ ଓ ରକ୍ଷଣl ବେକ୍ଷଣ କରିବା ପାଇଁ  ଏନ ଏଚ ଡିଭିଜନ ସମେତ  ଉଭୟ ଜ଼ିଲ୍ଲା ର ଜ଼ିଲ୍ଲାପାଳ ମାନଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି ଏ ସଂଗଠନ l କିନ୍ତୁ ୨୦୧୪ ରୁ ଏହି ସ୍ବେଛାସେବୀ ସଂଗଠନ ଓ ସୋନପୁର ମନମୁଣ୍ଡା ଉଭୟ ସହର ର କିଛି ବୁଦ୍ଧିଜୀବୀ,ସ୍ବେଛାସେବୀ ଙ୍କ ଉଦ୍ୟମ ରେ ବ୍ରିଜ ର ଉଭୟ ପଟ ର ଖାଲ ନାଳ କୁ ଇଟା ପଥର ପେଚିଂ ସହ ବାଲି ମାଟି ସଫେଇ କରାଯାଉଛି l ଏଇ ତିନି ଦିନିଆଁ ସଫେଇ ଅଭିଯାନ ରେ ସଂଗଠନ ର ଗରିବ ଲୋଇ, ଅଶୋକ ହୋତା, ଇନ୍ଦୁମତୀ ପୁରୋହିତ,  ପୋଲିସ ଆର ଆଇ ପ୍ରଦ୍ୟୁମ୍ନ ପଟେଲ, ରାମଚନ୍ଦ୍ର ଆଗ୍ରୱାଲା, ପ୍ରହଲ୍ଲାଦ ମିଶ୍ର, ମନୋରଞ୍ଜନ ତ୍ରିପାଠୀ, ଲଡ଼ୁ କିଶୋର ମଲ୍ଲିକ, ମନୋଜ ପଣ୍ଡା, ତରଣୀ ମେହେର,ପ୍ରତାପ ଦାଶ, ସିମାଞ୍ଚଳ ହୋତା, ଚୌଧିରୀ ବିଭାର, ନାରାୟଣ ରଥ, ଜୟନ୍ତ ବେହେରା, ଜୟ ନାରାୟଣ ସାହୁ, ଓ ନୂତନ ସଭ୍ୟ ପ୍ରତିମନ କର୍ଣ୍ଣ, ପ୍ରମୁଖ ସମସ୍ତ ସକ୍ରିୟ ସଦସ୍ୟ ଯୋଗ ଦେଇଥିଲେ l


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like