-+91-9937148622 |

prerana_bgr@rediffmail.com |

  Saturday 25th April 2026 |

| | | |

R.N.I. Regd No. ODIODI/2010/46693

Breaking News

ଅବ୍ୟବସ୍ଥାରେ ପୂର୍ତ୍ତ  ଓ ଗୃହନିର୍ମାଣ କାର୍ଯ୍ୟାଳୟ, ଜରାଜୀର୍ଣ୍ଣ ଛାତ୍ରାବାସ କୋଠା   (25-Apr-2026)       ||      ପରମହଂସନାଥ ମନ୍ଦିରର ସ୍ଥିତି ଅନୁଧ୍ୟାନ କଲେ ବିଧାୟକ ତୁରନ୍ତ ମରାମତି ପାଇଁ ନିର୍ଦ୍ଦେଶ   (25-Apr-2026)       ||      ଯୋଜନା ଅଛି, କିନ୍ତୁ ଲାଭ ପହଞ୍ଚୁନି♦️ ସମ୍ପୂର୍ଣ ଭିନ୍ନକ୍ଷମ ଭତ୍ତାରୁ ବଞ୍ଚିତ ବିମ୍ବାଧର: ୧୦୦% ଦୃଷ୍ଟିହୀନ ଥାଇ ମଧ୍ୟ ମିଳୁନି ପୂର୍ଣ୍ଣ ଭତ୍ତା   (25-Apr-2026)       ||      ଅସହ୍ୟ ତାତି, ଜନଜୀବନ ଅସ୍ତବ୍ୟସ୍ତ   (25-Apr-2026)       ||      ରାଜ୍ୟସ୍ତରୀୟ ଜାତୀୟ ପଂଚାୟତି ରାଜ ଦିବସ ସମାରୋହରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଲୋକଙ୍କ ସକ୍ରିୟ ଭାଗିଦାରୀ ଓ ଅଭିନବ ଚିନ୍ତାଧାରା ପଞ୍ଚାୟତିରାଜ ବ୍ୟବସ୍ଥାକୁ ଅଧିକ ଗତିଶୀଳ କରିବ- ମୁଖ୍ୟମନ୍ତ୍ରୀ    (24-Apr-2026)       ||      ଡାବୁଗାଁ ବ୍ଲକ ପରିସରରେ ଜାତୀୟ ପଞ୍ଚାୟତିରାଜ ଦିବସ ପାଳନ   (24-Apr-2026)       ||      ଘରୋଇ ଆଇ.ଟି.ଆଇ ସଂଘର ଜରୁରୀକାଳୀନ ବୈଠକ    (24-Apr-2026)       ||      ସୁବର୍ଣ୍ଣପୁରରେ ଜାତୀୟ ପଞ୍ଚାୟତିରାଜ ଦିବସ-୨୦୨୬ ପାଳିତ   (24-Apr-2026)       ||      ବଲାଙ୍ଗୀରବାସୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ନରସିଂହ, ଭୀମଭୋଇ ମେଡିକାଲ ଓ ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ପଦବୀ ପୁରଣ ପାଇଁ କଲେ ଆଲୋଚନା   (24-Apr-2026)       ||      ଗ୍ରୀଷ୍ମ ପ୍ରବାହ ପାଇଁ ଆଗୁଆ ଖରାଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଏପ୍ରିଲ ୨୭ରୁ ସମସ୍ତ ସ୍କୁଲ ବନ୍ଦ ରହିବ   (24-Apr-2026)       ||      ଜାତୀୟ ପଞ୍ଚାୟତ ରାଜ ଦିବସ ରେ ସ୍ୱତଃ ମନେ ପଡନ୍ତି ସୁବର୍ଣ୍ଣପୁର ଜିଲ୍ଲା ର ଆଦର୍ଶ ସରପଞ୍ଚ ସ୍ଵର୍ଗତ ଘାସିରାମ ତ୍ରିପାଠି*-   (24-Apr-2026)       ||      *ଉଲୁଣ୍ଡା ବ୍ଲକ ଅଞ୍ଚଳ ରେ ତମାଖୁ ଜାତୀୟ ଦ୍ରବ୍ୟ ର ବ୍ୟବହାର ଓ ବିକ୍ରୟ ନିଷିଦ୍ଧ ପାଇଁ ଏକ ଟିମ ର ଚଢ଼ାଉ ଓ ଜରିମାନା ଆଦାୟ*-   (24-Apr-2026)       ||      ବହୁରୂପୀ ହନିଟ୍ରାପ୍ ଠକର ହରଡଘଣାରେ ସର୍ବସ୍ବାନ୍ତ  ! ଅଧ୍ୟାପକରୁ ବାଣିଜ୍ଯକର କମିଶନର ଓ ବିଶ୍ବବିଦ୍ୟାଳୟର ରେଜିଷ୍ଟ୍ରାର୍ ♦️  ଭଷ୍ମାରେ ଚାକିରୀ କରାଇଦେବାକୁ ମହିଳାଙ୍କ ଠାରୁ ୧୫ ଲକ୍ଷ ଠକେଇ   (24-Apr-2026)       ||      ଅସହ୍ୟ ତାତି ଜନଜୀବନ ଅସ୍ତବ୍ୟସ୍ତ   (24-Apr-2026)       ||      ୭୬୧ ଟି କଇଁଛ ସହ ଜଣେ କଇଁଛ ଚୋରା ଚାଲାଣ କାରୀ ଗିରଫ    (24-Apr-2026)       ||      ବଲାଙ୍ଗୀର ଜିଲ୍ଳା ଓକିଲ ସଂଘ ପାଳନ କରିବ ଲୟର୍ସ ଡେ    (24-Apr-2026)       ||      ଅଧ୍ୟାପକଙ୍କୁ ସମ୍ବର୍ଦ୍ଧନା   (24-Apr-2026)       ||      ନାରୀ ଶକ୍ତି ବନ୍ଦନ ଅଧିନିୟମକୁ ନେଇ ବଲାଙ୍ଗୀର ବିଜେପି ମହିଳା ମୋର୍ଚ୍ଚା ର ପ୍ରେସ ମିଟ୍   (23-Apr-2026)       ||      ଲୋଇସିଂହା ବ୍ଲକ ସମ୍ମୁଖରେ ବିଜୁ ଜନତା ଦଳ ପକ୍ଷରୁ ଭିକ୍ଷୋଭ ପ୍ରଦର୍ଶନ ଓ ପ୍ରତିବାଦ ସଭା   (23-Apr-2026)       ||      ନାରୀ ଶକ୍ତି ବନ୍ଦନ ଅଧିନିୟମ କୁ ନେଇ ଆନ୍ଦୋଳନକୁ ଓହ୍ଲାଇ ଲେ ମହିଳା    (23-Apr-2026)       ||     

HOME   ଜିଲ୍ଲା

ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

21-Jun-2022



 ବଲାଙ୍ଗିର, ସଇଁନ୍ତଲାସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ଡେଙ୍ଗ ଠାରେ ଜୁନିୟର ରେଡକ୍ରସ ତରଫରୁ ଅଷ୍ଟମ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି । ପ୍ରଧାନଶିକ୍ଷକ ଚାଣ୍ଡାଳ ମିଶ୍ରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନ କାର୍ଯ୍ୟକ୍ରମକୁ ଜୁନିୟର ରେଡକ୍ରସ କାଉନସିଲର ରାମ ନାରାୟଣ ଦାଶ ସଂଯୋଜନା କରିଥିଲେ । ସୁସ୍ଥ ଶରୀର ହେଉ କି ସୁନ୍ଦର ତ୍ୱଚା, ଚିନ୍ତା ସହ ଚେତନାର ମିଳନ ହେଉଛି ଅବସାଦ ମନକୁ ସଚେଜ କରିବାକୁ ଯୋଗ ପ୍ରଦାନ ମାଧ୍ୟମ ପାଲଟିଛି । ନିରୋଗ ରହିବା ପାଇଁ ପ୍ରତିଦିନ ଯୋଗ କରିବା ଆବଶ୍ୟକ ଅଟେ । ଚଳିତ ବର୍ଷର ଥିମ ରହିଛି ମାନବତା ପାଇଁ ଯୋଗ ବିଷୟରେ ଶିକ୍ଷକ ଶିକ୍ଷୟତ୍ରୀମାନେ ଛାତ୍ର ଛାତ୍ରୀମାନଙ୍କୁ ବୁଝାଇଥିଲେ । ଏହି ଅବସରରେ ଛାତ୍ର ଛାତ୍ରୀମାନଙ୍କୁ ସୂର୍ଯ୍ୟ ନମସ୍କାର, ସୁଖାସନ, ପଦ୍ମାସନ, ବଜ୍ରାସନ ଆଦି ଆସନ ବିଷୟରେ ଯୋଗ ଶିବିର ଚାଲିଥିଲା । କାର୍ଯ୍ୟକ୍ରମରେ ଶିକ୍ଷକ ଆଦିତ୍ୟ ରଣା, ଲିଙ୍ଗରାଜ ନନ୍ଦ, ହିମାଂଶୁ ଶେଖର ବିଶ୍ୱାଲ,

ଶିକ୍ଷୟତ୍ରୀ ରେଣୁକା ସାହୁ, ଗାୟତ୍ରୀ ବାରିକ, ଦ୍ରୋପଦି ଭୋଇ ଉପସ୍ଥିତ ଥିଲେ । କାର୍ଯ୍ୟକ୍ରମକୁ ବରିଷ୍ଠ ଶିକ୍ଷକ ବିଶ୍ୱନାଥ ମେହେର ପରିଚାଳନା କରିଥିବା ବେଳେ ଶିକ୍ଷକ ସୁଦର୍ଶନ ଦାଶ ଧନ୍ୟବାଦ ଅର୍ପଣ କରିଥିଲେ । ପ୍ରଧାନଶିକ୍ଷକ ଶ୍ରୀମିଶ୍ର ଏହି ଯୋଗ ଶିବିର ପାଞ୍ଚ ଦିନ ଧରି ଚାଲିବ ଓ ଏହି ଅବସରରେ ପିଲାମାନଙ୍କ ମଧ୍ୟରେ କୁଇଜ, ଚିତ୍ରାଙ୍କନ ଏବଂ ଦଳଗତ ଯୋଗ ପ୍ରଦର୍ଶନ ହେବ ବୋଲି ମତ ପ୍ରକାଶ କରିଛନ୍ତି ।

(ବଲାଙ୍ଗିର ଜିଲ୍ଲା ରୁ ଅନ୍ତର୍ଯ୍ୟାମୀ ସାହୁ ଙ୍କ ରିପୋର୍ଟ୍) 


News Comment




Photo in News

Advertisment
Lastest News
  ରାଜ୍ୟ  
ଅବ୍ୟବସ୍ଥାରେ ପୂର୍ତ୍ତ  ଓ ଗୃହନିର୍ମାଣ କାର୍ଯ୍ୟାଳୟ, ଜରାଜୀର୍ଣ୍ଣ ଛାତ୍ରାବାସ କୋଠା   25-Apr-2026
  ରାଜ୍ୟ  
ପରମହଂସନାଥ ମନ୍ଦିରର ସ୍ଥିତି ଅନୁଧ୍ୟାନ କଲେ ବିଧାୟକ ତୁରନ୍ତ ମରାମତି ପାଇଁ ନିର୍ଦ୍ଦେଶ   25-Apr-2026
  ଜିଲ୍ଲା  
ଯୋଜନା ଅଛି, କିନ୍ତୁ ଲାଭ ପହଞ୍ଚୁନି♦️ ସମ୍ପୂର୍ଣ ଭିନ୍ନକ୍ଷମ ଭତ୍ତାରୁ ବଞ୍ଚିତ ବିମ୍ବାଧର: ୧୦୦% ଦୃଷ୍ଟିହୀନ ଥାଇ ମଧ୍ୟ ମିଳୁନି ପୂର୍ଣ୍ଣ ଭତ୍ତା   25-Apr-2026
  ଜିଲ୍ଲା  
ଅସହ୍ୟ ତାତି, ଜନଜୀବନ ଅସ୍ତବ୍ୟସ୍ତ   25-Apr-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ଜାତୀୟ ପଂଚାୟତି ରାଜ ଦିବସ ସମାରୋହରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଲୋକଙ୍କ ସକ୍ରିୟ ଭାଗିଦାରୀ ଓ ଅଭିନବ ଚିନ୍ତାଧାରା ପଞ୍ଚାୟତିରାଜ ବ୍ୟବସ୍ଥାକୁ ଅଧିକ ଗତିଶୀଳ କରିବ- ମୁଖ୍ୟମନ୍ତ୍ରୀ    24-Apr-2026
  ଜିଲ୍ଲା  
ଡାବୁଗାଁ ବ୍ଲକ ପରିସରରେ ଜାତୀୟ ପଞ୍ଚାୟତିରାଜ ଦିବସ ପାଳନ   24-Apr-2026
  ଜିଲ୍ଲା  
ଘରୋଇ ଆଇ.ଟି.ଆଇ ସଂଘର ଜରୁରୀକାଳୀନ ବୈଠକ   24-Apr-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ଜାତୀୟ ପଞ୍ଚାୟତିରାଜ ଦିବସ-୨୦୨୬ ପାଳିତ   24-Apr-2026
  ଜିଲ୍ଲା  
ବଲାଙ୍ଗୀରବାସୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ନରସିଂହ, ଭୀମଭୋଇ ମେଡିକାଲ ଓ ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ପଦବୀ ପୁରଣ ପାଇଁ କଲେ ଆଲୋଚନା   24-Apr-2026
  ରାଜ୍ୟ  
ଗ୍ରୀଷ୍ମ ପ୍ରବାହ ପାଇଁ ଆଗୁଆ ଖରାଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଏପ୍ରିଲ ୨୭ରୁ ସମସ୍ତ ସ୍କୁଲ ବନ୍ଦ ରହିବ   24-Apr-2026
  ଜିଲ୍ଲା  
ଜାତୀୟ ପଞ୍ଚାୟତ ରାଜ ଦିବସ ରେ ସ୍ୱତଃ ମନେ ପଡନ୍ତି ସୁବର୍ଣ୍ଣପୁର ଜିଲ୍ଲା ର ଆଦର୍ଶ ସରପଞ୍ଚ ସ୍ଵର୍ଗତ ଘାସିରାମ ତ୍ରିପାଠି*-   24-Apr-2026
  ଜିଲ୍ଲା  
*ଉଲୁଣ୍ଡା ବ୍ଲକ ଅଞ୍ଚଳ ରେ ତମାଖୁ ଜାତୀୟ ଦ୍ରବ୍ୟ ର ବ୍ୟବହାର ଓ ବିକ୍ରୟ ନିଷିଦ୍ଧ ପାଇଁ ଏକ ଟିମ ର ଚଢ଼ାଉ ଓ ଜରିମାନା ଆଦାୟ*-   24-Apr-2026

You Might Also Like