-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||     

HOME   ଜିଲ୍ଲା

ସ୍ମାର୍ଟ ଲାଇବ୍ରେରୀ ପରିଦର୍ଶନ କଲେ ଚେତନା ମହିଳା ମହାସଂଘର ସଦସ୍ୟା

21-Jun-2022



ବିନିକା(ହିମାଂଶୁ ଶେଖର ପୁଟେଲ) ବିନିକା ସ୍ପୋର୍ଟସ କ୍ଲବରେ କିଛିଦିନ ତଳେ ଖୋଲିଥିବା ସ୍ମାର୍ଟ ଲାଇବ୍ରେରୀ ସମ୍ପୂର୍ଣ୍ଣ କାର୍ଯ୍ୟକ୍ଷମ ହୋଇ ନଥିଲେ ମଧ୍ୟ ଆଜି ଚେତନା ମହିଳା ମହାସଂଘ(ମିଶନ ଶକ୍ତି)ର ସଭାନେତ୍ରୀ ନିଲେନ୍ଦ୍ରି ନାୟକ,ସମ୍ପାଦିକା ସନ୍ତୋଷିନି ଥନାପତିଙ୍କ ନେତୃତ୍ୱରେ ସଂଯୁକ୍ତା ସେଠୀ,ଝରଣା ପ୍ରଧାନ,ନିଲେନ୍ଦ୍ରୀ ଶତପଥୀ,ସୌଦାମିନୀ ନାଏକ,ମିନାକ୍ଷୀ ଜଗଦଲା,ଗୀତାଞ୍ଜଳି ବାରିକ,ଅମୃତ ମହାନନ୍ଦ,ଅଞ୍ଜଳି ବାଗ ପ୍ରମୁଖ ସଦସ୍ୟା ମାନେ ଲାଇବ୍ରେରୀ ହଲ ପରିଦର୍ଶନରେ ଆସି କ୍ରୀଡା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ରଖିଥିବା ବିନିକା ସ୍ପୋର୍ଟସ କ୍ଲବ ବର୍ତ୍ତମାନ ଆଉ ଏକ ପାହାଚ ଆଗକୁ ଯାଇ ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ଗଠନ ପାଇଁ ଏବଂ ଅଞ୍ଚଳର ସଚେତନ ନାଗରିକଙ୍କ ଜ୍ଞାନ ଆହରଣ ସକାଶେ ମାନ୍ୟବର ବୀରମହାରାଜପୁର ବିଧାୟକ ପଦ୍ମନାଭ ବେହେରାଙ୍କ ପ୍ରୟାସ କ୍ରମେ ଜିଲ୍ଲା ପ୍ରଶାସନର ପଦକ୍ଷେପ ଓ ସ୍ପୋର୍ଟସ କ୍ଲବ ସଭାପତି ସୋମନାଥ ମିଶ୍ରଙ୍କ ଉଦ୍ୟମକୁ ଭୁୟସି ପ୍ରଶଂସା କରିଥିଲେ ।ଏହି ଅବସରରେ ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ ଶ୍ରୀକୁମାର ରଥଙ୍କ ସହ ଆଲୋଚନା କରି  ସଦସ୍ୟା ମାନେ ସ୍ବାବଲମ୍ବୀ ହେବା ପାଇଁ ମିଶନ ଶକ୍ତି ବଜାର ଯୋଗାଇଦେବାକୁ ଦାବି କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026

You Might Also Like