-+91-9937148622 |

prerana_bgr@rediffmail.com |

  Friday 10th July 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୋଗାଣ ସହାୟକ ଙ୍କୁ ସ୍ଥାୟୀ ନିଯୁକ୍ତି ଦାବି ନେଇ ବଙ୍ଗୋମୁଣ୍ଡା ବିଡ଼ିଓ ଙ୍କୁ ଦାବିପତ୍ର ପ୍ରଦାନ    (10-Jul-2026)       ||      ଚନ୍ଦନଭାଟିରେ ନରସିଂହଙ୍କ ସାଧାରଣ ସଭା   (10-Jul-2026)       ||      ସତଲମା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବନମହୋତ୍ସବ ପାଳିତ : ବୃକ୍ଷରୋପଣ ସହ ପରିବେଶ ସୁରକ୍ଷାର ବାର୍ତ୍ତା   (10-Jul-2026)       ||      ସତଲମା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବନମହୋତ୍ସବ ପାଳିତ : ବୃକ୍ଷରୋପଣ ସହ ପରିବେଶ ସୁରକ୍ଷାର ବାର୍ତ୍ତା   (10-Jul-2026)       ||      କେବଳ ମାଁଙ୍କ ନାମରେ ନୁହେଁ ଉଭୟ ବାପାମାଁଙ୍କ ନାମରେ ବୃକ୍ଷରୋପଣ କରାଯାଉ   (10-Jul-2026)       ||      ସାମୂହିକ ଛୁଟିରେ ଯୋଗାଣ ସହାୟକ; ପ୍ରଶାସନକୁ ବିକଳ୍ପ ବ୍ୟବସ୍ଥା ପାଇଁ ଅନୁରୋଧ   (10-Jul-2026)       ||      ଡାବୁଗାଁ ଅଞ୍ଚଳ ରେ ଚଢ଼ା ଦରରେ ସାର ବିକ୍ରି   (10-Jul-2026)       ||      ନାଇଜର’ର ୧୫ତମ ସମାବର୍ତ୍ତନ ଉତ୍ସବ (Graduation Ceremony)♦️ଯୋଗ:ଦେଲେ ଉପରାଷ୍ଟ୍ରପତି, ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ର ଶିକ୍ଷାମନ୍ତ୍ରୀ   (10-Jul-2026)       ||      ଭାରତ ବିକାଶ ପରିଷଦ, ସୋନପୁର ଶାଖାର ବୃକ୍ଷରୋପଣ କାର୍ଯ୍ୟକ୍ରମ   (10-Jul-2026)       ||      *ବିଲୁପ୍ତ ହେବାକୁ ବସିଲାଣି ଲାଲ ଟୁକୁ ଟୁକୁ ସାଧବ ବୋହୂ*   (10-Jul-2026)       ||      ଅବସରକାଳୀନ ସମ୍ବର୍ଦ୍ଧନା   (10-Jul-2026)       ||      କର୍ତ୍ତବ୍ୟର ପରିସମାପ୍ତି, ପରିବାରରେ ଶୂନ୍ୟତା, ଲରାସରା ଉଚ୍ଚ ବିଦ୍ୟାଳୟର କର୍ମଚାରୀ ସୁଶୀଲ ଭୁଏ ଙ୍କ ବିୟୋଗ   (10-Jul-2026)       ||      ତାଳଜୁରୀ ଗ୍ରାମରେ ବିଦ୍ୟୁତ ବିଭାଗ ର ଖାମଖିଆଲି କାମ, ଦୁର୍ଘଟଣା ର ଶିକାର ହେଉଛନ୍ତି ସାଧାରଣ ଜନତା    (10-Jul-2026)       ||      ବିଜେଡି ହାତରେ ବନ୍ଧା ପଡିଥିବା ଓଡ଼ିଶା କେନ୍ଦୁପତ୍ର କର୍ମଚାରୀ ସଂଘକୁ ମୁକୁଲାଇ ବାକୁ ପଡିବ: ସାଂସଦ ପ୍ରଦୀପ ପୁରୋହିତ   (09-Jul-2026)       ||      କର୍ତ୍ତବ୍ୟର ପରିସମାପ୍ତି, ପରିବାରରେ ଶୂନ୍ୟତା, ଲରାସରା ଉଚ୍ଚ ବିଦ୍ୟାଳୟର କର୍ମଚାରୀ ସୁଶୀଲ ବାଗଙ୍କ ବିୟୋଗ   (09-Jul-2026)       ||      ଆମେରିକାରେ ଚକ୍ରଧର ମଲ୍ଲିକ ଫାଉଣ୍ଡେସନ ତରଫରୁ ପିଠା ପ୍ରତିଯୋଗିତା   (09-Jul-2026)       ||      ୧୦ ଜୁଲାଇରୁ ସାମୁହିକ ଛୁଟିରେ ରହିବେ ଯୋଗାଣ ସହାୟକ .ନିଷ୍ଠା ଓ ପରିଶ୍ରମର ଫଳ ହେଲା ବିଫଳ .ଶୁଣିଲେନି ସରକାର . ଦାବି ଗୁଡ଼ିକର ହୋଇଛି ଅଣଦେଖା   (09-Jul-2026)       ||      ଜୁନାଗଡ଼ ପିଏମଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ ରେ ବନ ମହୋତ୍ସବ ଅନୁଷ୍ଠିତ   (09-Jul-2026)       ||      ଚୁଡାପାଲି ଠାରେ ବିଭିନ୍ନ ପଞ୍ଚାୟତର ସମସ୍ୟା ଶୁଣିଲେ ନରସିଂହ♦️ ଜିରାଟମାଲ ପିଇବାପାଣି ପ୍ରକଳ୍ପ ଉଦ୍‌ଘାଟନ ସତ୍ୱେ ପାଣି ପାଇ ନାହାନ୍ତି ଗାଁ ଲୋକେ   (09-Jul-2026)       ||      ବିଶିଷ୍ଟ ବ୍ୟବସାୟୀ ଚନ୍ଦ୍ରଶେଖର ଅଗ୍ର୍‌ୱାଲଙ୍କ ପରଲୋକ   (09-Jul-2026)       ||     

HOME   ଦେଶ ବିଦେଶ

ଅଟକାଇଲା ପୋଲିସ, ଚାଲି ଚାଲି ହାଥରସ ଯାଉଛନ୍ତି ରାହୁଲ ଓ ପ୍ରିୟଙ୍କା, କଂଗ୍ରେସ ନେତାଙ୍କ ଅଭିଯୋଗ ‘ପୋଲିସ୍ ମୋତେ ପିଟିଛି

01-Oct-2020



ନୂଆଦିଲ୍ଲୀ ୦୧/୧୦: ହାଥରସ ପୀଡ଼ିତାଙ୍କ ପରିବାରକୁ ଭେଟିବା ପାଇଁ ଆଜି ରାହୁଲ ଗାନ୍ଧି ଓ ପ୍ରିୟଙ୍କା ଗାନ୍ଧି ଯାଉଥିବା​ ବେଳେ ଯମୁନା ଏକ୍ସପ୍ରେସ ବାଟରେ ସେମାନଙ୍କ ଗାଡ଼ିକୁ ଅଟକାଇଛି ପୋଲିସ୍। କଂଗ୍ରେସ ଦଳ ମହାସଚିବ ପ୍ରିୟଙ୍କା ଗାନ୍ଧୀଙ୍କୁ ଗ୍ରେଟର ନୋଏଡା ପୋଲିସ୍ ଅଟକାଇ ଦେବାରୁ ପ୍ରିୟଙ୍କା ଓ ରାହୁଲ ଏ​ବେ ଚାଲି ଚାଲି ପୀଡ଼ିତାଙ୍କ ଘର ଅଭିମୁଖେ ଯାଉଛନ୍ତି।
ତେବେ ଯେଉଁଠାରୁ ସେମାନଙ୍କୁ ଅଟକାଇ ଦିଆଯାଇଛି ସେଠାରୁ ହାଥରସ ୧୪୨ କିମି କିଲୋମିଟର। ସେଠାରେ ଧାରା ୧୪୪ ଲାଗୁ କରାଯାଇଛି। ଏହାର ପ୍ରଭାବ ଅକ୍ଟୋବର ୩୧ ପର୍ଯ୍ୟନ୍ତ ରହିବ। ଏହା ସହ ଜିଲ୍ଲାର ସମସ୍ତ ସୀମାକୁ ମଧ୍ୟ ସିଲ୍ କରିଦିଆଯାଇଛି।
ରାସ୍ତାରେ ଚାଲି ଚାଲି ଯାଉଥିବା କଂଗ୍ରେସ ନେତା ଏହାରି ଭିତରେ ବଡ଼ ଆରୋପ ଲଗାଇଛନ୍ତି। ସେ କହିଛନ୍ତି ପୋଲିସ ତାଙ୍କ ଉପରେ ଲାଠି ଚାର୍ଜ କରିଛି। ଅର୍ଥାତ୍ ତାଙ୍କୁ ପିଟିଛି। ସେ ଏବେ ପଚାରିଛନ୍ତି- ‘‘ଦେଶରେ କ’ଣ ମୋଦି ଜୀ କେବଳ ଚାଲିକି ଯିବେ। ସାଧାରଣ ଜନତା କ’ଣ ପାଇଁ ନୁହେଁ। ଆମ ଗାଡିକୁ ଅଟକାଇ ଦିଆଗଲା। ଏଣୁ ଆ​‌ମେ ଚାଲି ଚାଲି ଯାଉଛୁ।
*ତେବେ ୟୁପି ସରକାରଙ୍କ ପ୍ରବକ୍ତା ଏବଂ କ୍ୟାବିନେଟ୍ ମନ୍ତ୍ରୀ କହିଛନ୍ତି-‘ଏ ଭାଇଭଉଣୀଙ୍କୁ ରାଜସ୍ଥାନ ଯିବାର ଥିଲା। କାରଣ ସେଠାରେ ଏଭଳି ଜଘନ୍ୟ ଅପରାଧ ହୋଇଥାଏ। ମାତ୍ର କଂଗ୍ରେସ ଏହାକୁ ନେଇ ଖରାପ ରାଜନୀତି ଚାଳଇଛି।
   ଉଲ୍ଲେଖନୀୟ ଯେ ହାଥରସ ଜିଲ୍ଲାରେ ସେପ୍ଟେମ୍ବର ୧୪ ତାରିଖରେ ୧୯ ବର୍ଷୀୟା ଦଳିତ ଝିଅକୁ ଗଣଦୁଷ୍କର୍ମ କରାଯାଇ ଥିଲା। ଝିଅର ମେରୁଦଣ୍ଡରେ ଆଘାତ ଲାଗିଥିଲା । ଏହା ସହ ଜିଭ କାଟିଦେଇ ଥିବାରୁ ତାଙ୍କୁ ଜବାହାରଲାଲ ନେହରୁ ମେଡିକାଲ କଲେଜରେ ଭର୍ତି କରାଯାଇ ଥିଲା। ମାତ୍ର ସେଠାରେ ଜୀବନ ସହ ଲଢ଼ି ମଙ୍ଗଳବାର ସେ ଶେଷ ନିଶ୍ବାସ ତ୍ୟାଗ କଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୋଗାଣ ସହାୟକ ଙ୍କୁ ସ୍ଥାୟୀ ନିଯୁକ୍ତି ଦାବି ନେଇ ବଙ୍ଗୋମୁଣ୍ଡା ବିଡ଼ିଓ ଙ୍କୁ ଦାବିପତ୍ର ପ୍ରଦାନ   10-Jul-2026
  ଜିଲ୍ଲା  
ଚନ୍ଦନଭାଟିରେ ନରସିଂହଙ୍କ ସାଧାରଣ ସଭା   10-Jul-2026
  ରାଜ୍ୟ  
ସତଲମା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବନମହୋତ୍ସବ ପାଳିତ : ବୃକ୍ଷରୋପଣ ସହ ପରିବେଶ ସୁରକ୍ଷାର ବାର୍ତ୍ତା   10-Jul-2026
  ଜିଲ୍ଲା  
ସତଲମା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବନମହୋତ୍ସବ ପାଳିତ : ବୃକ୍ଷରୋପଣ ସହ ପରିବେଶ ସୁରକ୍ଷାର ବାର୍ତ୍ତା   10-Jul-2026
  ଜିଲ୍ଲା  
କେବଳ ମାଁଙ୍କ ନାମରେ ନୁହେଁ ଉଭୟ ବାପାମାଁଙ୍କ ନାମରେ ବୃକ୍ଷରୋପଣ କରାଯାଉ   10-Jul-2026
  ରାଜ୍ୟ  
ସାମୂହିକ ଛୁଟିରେ ଯୋଗାଣ ସହାୟକ; ପ୍ରଶାସନକୁ ବିକଳ୍ପ ବ୍ୟବସ୍ଥା ପାଇଁ ଅନୁରୋଧ   10-Jul-2026
  ଜିଲ୍ଲା  
ଡାବୁଗାଁ ଅଞ୍ଚଳ ରେ ଚଢ଼ା ଦରରେ ସାର ବିକ୍ରି   10-Jul-2026
  ଜିଲ୍ଲା  
ନାଇଜର’ର ୧୫ତମ ସମାବର୍ତ୍ତନ ଉତ୍ସବ (Graduation Ceremony)♦️ଯୋଗ:ଦେଲେ ଉପରାଷ୍ଟ୍ରପତି, ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ର ଶିକ୍ଷାମନ୍ତ୍ରୀ   10-Jul-2026
  ଜିଲ୍ଲା  
ଭାରତ ବିକାଶ ପରିଷଦ, ସୋନପୁର ଶାଖାର ବୃକ୍ଷରୋପଣ କାର୍ଯ୍ୟକ୍ରମ   10-Jul-2026
  ଜିଲ୍ଲା  
*ବିଲୁପ୍ତ ହେବାକୁ ବସିଲାଣି ଲାଲ ଟୁକୁ ଟୁକୁ ସାଧବ ବୋହୂ*   10-Jul-2026
  ଜିଲ୍ଲା  
ଅବସରକାଳୀନ ସମ୍ବର୍ଦ୍ଧନା   10-Jul-2026
  ଜିଲ୍ଲା  
କର୍ତ୍ତବ୍ୟର ପରିସମାପ୍ତି, ପରିବାରରେ ଶୂନ୍ୟତା, ଲରାସରା ଉଚ୍ଚ ବିଦ୍ୟାଳୟର କର୍ମଚାରୀ ସୁଶୀଲ ଭୁଏ ଙ୍କ ବିୟୋଗ   10-Jul-2026

You Might Also Like