-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||     

HOME   ଜିଲ୍ଲା

ଆଜି ବିଶ୍ଵ ଯୋଗ ଦିବସ/ ବୌଦ୍ଧ ଜିଲ୍ଲା ଆଇନ ସେବା ପ୍ରାଧୀକରଣ ପକ୍ଷରୁ ଯୋଗ ଦିବସ ପାଳିତ, ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ଯୋଗାଭ୍ୟାସ ରେ ସାମିଲ ହେଲେ କର୍ମଚାରୀ

21-Jun-2022



ବୌଦ୍ଧ (ଅକୃର ସାହୁ) ଆଜି ଜିଲ୍ଲା ଆଇନସେବା ପ୍ରାଧିକରଣ, ବୌଦ୍ଧ ଦ୍ୱାରା ଜିଲ୍ଲା କୋର୍ଟ, ବୌଦ୍ଧ ପରିସରରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ ଉପଲକ୍ଷେ ଏକ ଯୋଗ ଶିକ୍ଷା ଏବଂ ଧ୍ୟାନ ଅଭ୍ୟାସ ଶିବିର ଅନୁଷ୍ଠିତ ହୋଇଯାଇଅଛି l ଏହାକୁ ଜିଲ୍ଲା ଓ ଦୌରା ଜଜ ବିକ୍ରମ କୁମାର ପ୍ରଧାନ ଅଧ୍ୟକ୍ଷତା କରିଥିଲେ l ଏହି ଯୋଗ ଶିବିରରେ ପରିବାର ଅଦାଲତ ବିଚାରପତି, ବୌଦ୍ଧ ଶ୍ରୀ ପ୍ରସନ୍ନ କୁମାର କର୍ଣ୍ଣ, ଅତିରିକ୍ତ ଜିଲ୍ଲା ଓ ଦୌରା ଜଜ, ବୌଦ୍ଧ ଶ୍ରୀ ଆନନ୍ଦ ନାରାୟଣ ମହାରଣା, ମୁଖ୍ୟ ଦଣ୍ଡାଧୀସ ଅଧିକାରୀ, ବୌଦ୍ଧ  ହୃଷିକେଶ ଆଚାର୍ଯ୍ୟ, ରେଜିଷ୍ଟ୍ରର ଦେୱାନୀ ଅଦାଲତ, ବୌଦ୍ଧ ଶ୍ରୀମତୀ ସୁଚିତ୍ରା ପରମଗୁରୁ, ସଚିବ, ଜିଲ୍ଲା ଆଇନସେବା ପ୍ରାଧିକରଣ, ବୌଦ୍ଧ  ଚରଣଜିତ ଓରାମ ଏବଂ ବରିଷ୍ଠ ବୁଦ୍ଧିଜୀବୀ ଶ୍ରୀ ତାରିଣୀ ମହାପାତ୍ର ଆଦି ଉପସ୍ଥିତ ଥିଲେ ଏବଂ ଭାଗ ନେଇଥିଲେ l ଏହି ଯୋଗ ଶିବିରରେ ଯୋଗ ଶିକ୍ଷକ ଶ୍ରୀ ହୃଷିକେଶ ପ୍ରଧାନ ମୁଖ୍ୟ ପ୍ରଶିକ୍ଷକ ଏବଂ ଶ୍ରୀ ଚନ୍ଦ୍ରକାନ୍ତ ନାୟକ ସହାୟକ ଭାବରେ ଯୋଗ ଦେଇଥିଲେ l ଶ୍ରୀ ହୃଷିକେଶ ପ୍ରଧାନ ସମସ୍ତଙ୍କୁ ଯୋଗ ଅଭ୍ୟାସ କରାଇବା ସହ ଆମ ଦୈନନ୍ଦିନ ଜୀବନରେ ଏହାର ମହତ୍ୱ ଉପରେ ବିସ୍ତାର ଭାବରେ ବୁଝାଇଥିଲେ l ଏହାଛଡା  ଶାରୀରିକ ଏବଂ ମାନସିକ ସ୍ତରରେ ଯୋଗ ଅଭ୍ୟାସ ଦ୍ୱାରା କିପରି ସୁସ୍ଥ ଏବଂ ସବଳ ରହିପରିବା ତାହା ଉପରେ ମଧ୍ୟ ଆଲୋକପାତ କରିଥିଲେ l ଏଥିରେ କୋର୍ଟର କର୍ମଚାରୀଗଣ ବହୁ ପରିମାଣରେ ଭାଗ ନେଇ ଏହାକୁ ସାଫଲ୍ୟମଣ୍ଡିତ କରିଥିଲେ l

 ହୃଷିକେଶ ପ୍ରଧାନ, ଯୋଗଗୁରୁ ଓ ସହଯୋଗୀ ଶ୍ରୀ ଚନ୍ଦ୍ରକାନ୍ତ ନାୟକ ଜ଼ିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ସମସ୍ତ  ଅଧିକାରୀ ଏବଂ କର୍ମଚାରୀଙ୍କୁ ଅଷ୍ଟମ ଅନ୍ତର୍ଜାତୀୟ ଯୋଗ ଦିବସ  ଅବସରରେ ଯୋଗ ପ୍ରଶିକ୍ଷଣ ଦେଇଥିଲେ l ଏହି ଅବସରରେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ ଜ଼ିଲ୍ଲାପାଳ ବବିତା ରାଣୀ ଦଳବେହେରା ଯୋଗ ଦେଇ  ସମସ୍ତଙ୍କୁ ପ୍ରତିଦିନ ଯୋଗ କରିବା ପାଇଁ ପରାମର୍ଶ ଦେଇଥିଲେ l ଆମ ଶରୀର ପାଇଁ ଯୋଗ କରିବା  ର ଆବଶ୍ୟକତା ଉପରେ ଗୁରୁତ୍ୱାରୋପ କରିଥିଲେ l ଜ଼ିଲ୍ଲା ସଂସ୍କୃତି ଅଧିକାରୀ ଶୁକୃ ସ୍ୱାଇଁ, ଜ଼ିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ରୀତାକାନ୍ତି ବଳିୟାର ସିଂହ, ଜ଼ିଲ୍ଲା

କ୍ରୀଡା ଅଧିକାରୀ  ପବିତ୍ର ମୋହନ  ରାଉତ, ସହକାରୀ ଜ଼ିଲ୍ଲାପାଳ ବିରଞ୍ଚି ଧରୁଆ, ଜ଼ିଲ୍ଲା ସମାଜ ମଙ୍ଗଳ ଅଧିକାରୀ  ସରସୀ ପଣ୍ଡା, ମିଶନ ଶକ୍ତି ଡ଼ି. ପି. ସି. ଦେବଦୁତ ମିଶ୍ର ଏବଂ ସମସ୍ତ ଅଧିକାରୀ, ସମସ୍ତ ସେକ୍ସନ ଅଫିସର, ସମସ୍ତ ବରିଷ୍ଠ ସହାୟକ, ସମସ୍ତ କନିଷ୍ଟ ସହାୟକ, କାର୍ଯ୍ୟାଳୟ ର ସମସ୍ତ ଚତୁର୍ଥ ଶ୍ରେଣୀ କର୍ମଚାରୀ ଯୋଗ ଦେଇ ଯୋଗ ଗୁରୁ ଙ୍କ ଠାରୁ  ଯୋଗ ଶିକ୍ଷା କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026

You Might Also Like