-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||     

HOME   ଜିଲ୍ଲା

ଆନ୍ତର୍ଜାତିକ ଯୋଗ ଦିବସ ଅନୁଷ୍ଠିତ

21-Jun-2022



ବରଗଡ(ନିରଞ୍ଜନ ତ୍ରିପାଠୀ) ବରଗଡ଼ ଜିଲ୍ଲା ପଦ୍ମପୁର ତାଲୁକ ଆଇନ ସେବା ପ୍ରାଧିକରଣ ଆନୁକୁଲ୍ୟରେ ପଦ୍ମପୁର ସିଭିଲ କୋର୍ଟ ପରିସରରେ ଆନ୍ତର୍ଜାତିକ ଯୋଗ ଦିବସ ପାଳିତ ହେବାସହ ଏକ ଆଇନ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି ।ଏହି ସଚେତନତା ଶିବିର ରେ ଅତିରିକ୍ତ ଜିଲ୍ଲା ବିଚାରପତି ତଥା ତାଲୁକ ଆଇନ ସେବା ପ୍ରାଧିକରଣ ର ଅଧ୍ୟକ୍ଷ ଶ୍ରୀମାନ ଅରବିନ୍ଦ ରଥ, ଆନ୍ତର୍ଜାତିକ ଯୋଗ ଦିବସ ପାଳନ ର ଆଭିମୁଖ୍ୟ ସମ୍ପର୍କରେ ଆଲୋକପାତ କରିଥିଲେ।ଯୋଗ ସାଧନା ଦ୍ବାରା ମନୁଷ୍ୟ ର ଦିର୍ଘଜୀବି ହୁଏ ।ଯୋଗ ଭାରତ ବର୍ଷ ର ପ୍ରାଚୀନ ପରମ୍ପରା ଏକ ଅମୁଲ୍ୟ ଉପହାର ।ଯୋଗ ଦ୍ୱାରା ମନ ଓ ଶରୀର, ବିଚାର ଓ କାମ ମଧ୍ୟରେ ଏକତାର ଭାବନା ସୃଷ୍ଟି କରେ । ପ୍ରକୃତି ସହ ସମନ୍ୱୟ ରକ୍ଷାକରି ଚାଲିବାରେ ସାହାଯ୍ୟ କରେ ।ଏହା ମଣିଷ ର ସାମଗ୍ରିକ ବିକାଶ ଲାଗି ଉଦ୍ଦିଷ୍ଟ। ଜୀବନ ଶୈଳୀ କୁ ପରିବର୍ତ୍ତନ କରି ଆତ୍ମା ଚେତନା ର ଜାଗ୍ରତ ଏହାର ଲକ୍ଷ୍ୟ ବୋଲି ଶ୍ରୀମାନ ରଥ ମତବ୍ୟକ୍ତ କରିଥିଲେ। ବରିଷ୍ଠ ଦେବାନୀ ବିଚାରପତି ଶ୍ରୀମତୀ ଆଭିନ୍ଦିତା ପଣ୍ଡା ଓ ଉପଖଣ୍ଡିୟ ବିଚାରପତି ଶ୍ରୀମତୀ ପ୍ରଜ୍ଞା ଲଲିତ ମିଶ୍ରା ଉପସ୍ଥିତ ରହି କାର୍ଯ୍ୟକ୍ରମ କୁ ପରିଚାଳନା କରିଥିଲେ। ପଦ୍ମପୁର ଓକିଲ ସଂଘ ର ବରିଷ୍ଠ ଓ ଯୁବ ଆଇନଜୀବୀ ବିଭିନ୍ନ ଆଇନ ବିଷୟରେ ପୁଙ୍ଖାନୁପୁଙ୍ଖ ଆଲୋଚନା କରି ଉପସ୍ଥିତ ଜନତାଙ୍କୁ ସଚେତନ କରିଥିଲେ ।ଏହି ସଚେତନତା ଶିବିର ରେ ପଦ୍ମପୁର ସହରର ଜଣାଶୁଣା ବ୍ୟକ୍ତି ଭାସ୍କର ଦାଶ ବିଭିନ୍ନ ଯୋଗାସନ ର ଶିକ୍ଷା ପ୍ରଦାନ କରିଥିଲେ।ପାରାଲିଗାଲ ସ୍ୱେଚ୍ଛାସେବୀ ଗଣ ଉପସ୍ଥିତ ରହି ସଭାକାର୍ଯ୍ୟ ରେ ସମ୍ପୁର୍ଣ୍ଣ ସହଯୋଗ କରିଥିଲେ ।ଏଭଳି ସଚେତନତା ଶିବିର ଫଳରେ ଲୋକମାନଙ୍କ ଆଇନ ପ୍ରତି ଶ୍ରଦ୍ଧା ଓ ବିଶ୍ବାସ ଦୃଢିଭୂତ ହେବବୋଲି ପଦ୍ମପୁର ସହରରେ ଆଲୋଚନା ହେବାରେ ଲାଗିଛି । ଆଇନଜୀବୀ ସର୍ବଶ୍ରୀ:-ଗୈାତିଆ କୁମାର ସାହୁ, ଶାନ୍ତନୁ କୁମାର ତ୍ରିପାଠୀ, ଅଜିତ କୁମାର ଶତପଥୀ, ସୁନିଲ ପାଣିଗ୍ରାହୀ, ଚିନ୍ମୟ କୁମାର ପଣ୍ଡା ପ୍ରମୁଖ ଏହି କାର୍ଯ୍ୟକ୍ରମ ରେ ସାମିଲ ଥିବାବେଳେ,ପଦ୍ମପୁର ସିଭିଲ କୋର୍ଟ ର କର୍ମଚାରୀ ସର୍ବଶ୍ରୀ:-ଫଗୁରାମ ମାଝୀ, ପବିତ୍ର ସାହୁ,ସୁଧିର କୁମାର ଲେଙ୍କା, ରାକେଶ ଥନାପତି,ବଳିଷ୍ଠ କୁମ୍ଭାର ଓ ଅନ୍ୟାନ୍ୟ କର୍ମଚାରୀ ଗଣ ଉପସ୍ଥିତ ଥିଲେ। ପରିଶେଷରେ ପଦ୍ମପୁର ଓକିଲ ସଂଘ ର ସଭାପତି ଉମେଶ ଚନ୍ଦ୍ର ସାହୁ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026

You Might Also Like