-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ଜିଲ୍ଲା

ରାଜାଜୀ ଟାଉନ ହଲ ଠାରେ ଆନ୍ତର୍ଜାତିକ ଯୋଗ ଦିବସ ଅନୁଷ୍ଠିତ

21-Jun-2022



ବରଗଡ(ନିରଞ୍ଜନ ତ୍ରିପାଠୀ) -ଜୁନ ୨୧ ତାରିଖ ମଙ୍ଗଳବାର ଦିନ ପଦ୍ମପୁର ସ୍ଥିତ ରାଜାଜୀ ଟାଉନ ହଲ ଠାରେ ଯୋଗ ମହୋତ୍ସବ ସମିତି, ପଦ୍ମପୁର ତରଫରୁ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ ହୋଇଯାଇଛି। ଏହି ଅବସରରେ ନୂଆପାଲି ସ୍ଥିତ ନବପ୍ରଭାତ ଗୁରୁକୁଳ ଆଶ୍ରମରୁ ଆଚାର୍ଯ୍ୟ ଶ୍ରୀ ବୃହସ୍ପତି ଶାସ୍ତ୍ରୀ ମୁଖ୍ୟ ଅତିଥି ଭାବରେ ଯୋଗଦାନ କରି ଯୋଗର ମହତ୍ତ୍ୱ ବିଷୟରେ ଏବଂ ବିଦ୍ୟାଭାରତୀ ଅଖିଳ ଭାରତୀୟ ଶିକ୍ଷା ସଂସ୍ଥାନର ପୂର୍ବ କ୍ଷେତ୍ରର ସଭାପତି ତଥା ଅବସରପ୍ରାପ୍ତ ଅଧ୍ୟାପକ ଶ୍ରୀ ବାଞ୍ଛାନିଧି ପଣ୍ଡା ମୁଖ୍ୟ ବକ୍ତା ଭାବେ ଉପସ୍ଥିତ ରହି ଭାରତୀୟ ସଂସ୍କୃତିରେ ଯୋଗର ବିଶେଷତ୍ୱ ବିଷୟରେ ମାର୍ଗଦର୍ଶନ କରିଥିଲେ। ପଦ୍ମପୁର ନଗରର ବହୁ ସଂଖ୍ୟକ ଜନସାଧାରଣ ଏହି ଉତ୍ସବରେ ଅଂଶଗ୍ରହଣ କରି ଏହାକୁ ସଫଳ କରିଥିଲେ। ଯୋଗ ମହୋତ୍ସବ ସମିତି, ଓଡ଼ିଶାର ବରଗଡ଼ ଜିଲ୍ଲା ସଂଯୋଜକ ଶ୍ରୀ ମାର୍ତ୍ତଣ୍ଡଦେବ ସାହୁ ଏହି କାର୍ଯ୍ୟକ୍ରମକୁ ସଂଯୋଜନା କରିଥିବା ବେଳେ ଶ୍ରୀ ରୀତେଶ ରଞ୍ଜନ ମେହେର କାର୍ଯ୍ୟକ୍ରମ ପ୍ରାରମ୍ଭ ଓ ଉପସ୍ଥାପନ ଏବଂ ଶ୍ରୀ ଭାସ୍କର ଦାସ ଧନ୍ୟବାଦ ଅର୍ପଣ କରିଥିଲେ। ଏଥିରେ ନବପ୍ରଭାତ ଗୁରୁକୁଳ ଆଶ୍ରମର ବିଦ୍ୟାର୍ଥୀମାନେ ଯୋଗାଭ୍ୟାସ କରାଇଥିଲେ। ଉକ୍ତ କାର୍ଯ୍ୟକ୍ରମରେ ଉପସ୍ଥିତ ସମସ୍ତ ଜନସାଧାରଣ ପ୍ରତିଦିନ ଯୋଗ କରି ନିଜକୁ ଓ ନିଜ ପରିବାରବାସୀଙ୍କୁ ନିରୋଗ ରଖିବା ପାଇଁ ଶପଥ ନେଇଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like