-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||     

HOME   ଜିଲ୍ଲା

ଡାକ୍ତରଖାନାରେ ବିଳମ୍ବ ଯୋଗୁଁ ଗୁରୁତର ରୋଗୀ ଜୀବନ ଗଲା - ମେଡିକାଲ ଅଧୀକ୍ଷକ ଦୃଷ୍ଟି ଦେବାକୁ ଦାବି

23-Nov-2020



ଟିଟିଲାଗଡ଼, (ପ୍ରେରଣା ଖବର) - ବଲାଙ୍ଗୀର ଜିଲ୍ଲାର ଟିଟିଲାଗଡ଼ ଉପଖଣ୍ଡ ମୁଖ୍ୟ ଚିକିତ୍ସାଳୟରେ ମହୋନ ତାଣ୍ଡି (୫୦) ନାମକ ଜଣେ ବ୍ୟକ୍ତି ଙ୍କ ଶୋଚନୀୟ ମୃତ୍ୟୁ ଘଟିଛି। ସୂଚନା ଅନୁଯାୟୀ,ବଙ୍ଗୋମୁଣ୍ଡା ବ୍ଲକ ଅନ୍ତର୍ଗତ  କୁମେପଡା ନିବାସୀ ମୃତ ମୋହନ ତାଣ୍ଡି ଙ୍କ ସ୍ୱାସ ରୋଗ ଥିଲା। ତେବେ ସୋମବାର ଦିନ ପ୍ରାୟ ୧୧ ଟା ରେ ସେ ହଠାତ ଗୁରୁତର ହୋଇ ପଡ଼ିଥିଲେ । ତାଙ୍କୁ ଆମ୍ବୁଲାନ୍ସ ଯୋଗେ ଟିଟିଲାଗଡ଼ ମୁଖ୍ୟ ଚିକିତ୍ସାଳୟ କୁ ଅଣାଯାଇଥିଲା । ଡାକ୍ତର ତାଙ୍କୁ ତୁରନ୍ତ ଆଇସୋଲେସନ କୁ ନେଇ ଯିବା ଓ ବିଭିନ୍ନ ଇଞ୍ଜେକ୍ସନ, ସାଲାଇନ,ଅକ୍ସୀଜେନ ଆଦି ଦେବାକୁ ପରାମର୍ଶ ଦେଇଥିଲେ। ହେଲେ ଡାକ୍ତରଖାନା ରେ ଉକ୍ତ ଆଇସୋଲେସନ କେଉଁଠି ଜାଣି ନ ପାରି ଉକ୍ତ ବିଭାଗ କୁ ନେବାରେ  ବିଳମ୍ବ ହୋଇଥିଲା । ଯଦ୍ୱାରା ସେ ଅକ୍ସୀଜେନ ବି ତାଙ୍କୁ ଦିଆଯାଇ ପାରିବା ସମ୍ଭବ ହୋଇପାରି ନ ଥିଲା ଓ ତାଙ୍କର ମୃତ୍ୟୁ ଘଟିଥିଲା ବୋଲି ପରିବାର ଲୋକେ ଅଭିଯୋଗ କରିବା ସହ ତୀବ୍ର ଉତେଜନା ପ୍ରକାଶ ପାଇଥିଲା। ସହାୟତା ଡେସ୍କ ରେ କେହି କାର୍ଯ୍ୟରତ କର୍ମଚାରୀ ନ ଥିବା ଯୋଗୁଁ ଅକାଳ ମୃତ୍ୟୁ ର ଶିକାର ହୋଇଥିବା ଅଭିଯୋଗ ହୋଇଛି । ସୂଚନାଯୋଗ୍ୟ ଯେ-କରୋନା କୁ ଦୃଷ୍ଟିରେ ରଖି ଚକ୍ଷୁ ଚିକିତ୍ସା ବିଭାଗ କୁ ଗୁରୁତର ରୋଗୀ ଙ୍କ ନିମନ୍ତେ ଆଇସୋଲେସନ ୱାର୍ଡ ଭାବେ ବ୍ୟବହାର କରାଯାଉଛି । ସେହିପରି ଭର୍ତ୍ତି ରୋଗୀ ଙ୍କୁ ବେଡ଼ ଅଭାବ ଯୋଗୁଁ ବାରଣ୍ଡା ରେ ରହି ଚିକିତ୍ସା ହେବାକୁ ପଡୁଛି ।  ପର୍ଯ୍ୟାପ୍ତ ଖଟିଆ ବା ବେଡ଼ ଉପର ଫ୍ଲୋର ରେ ଥାଇ ସୁଦ୍ଧା ବନ୍ଦ ପଡିରହି ଥିବା ଯୋଗୁଁ ସବୁ ନଷ୍ଟ ହୋଇ ଯାଇଛି । ପୂର୍ବତନ ଉପଖଣ୍ଡ ମୁଖ୍ୟ ଚିକିତ୍ସାଧିକାରୀ ଙ୍କ ଦାଇତ୍ଵ ହୀନତା ଓ ପରିଚାଳନା ଗତ ଦକ୍ଷତା ଯୋଗୁଁ ସେହିପରି ନଷ୍ଟ ହୋଇ ପଡିଛି । ସେହିପରି ପ୍ରସୂତି ଓ ମହିଳା ବିଭାଗ ଓ ଅସ୍ତ୍ରୋପଚାର ବିଭାଗ ଲାଗି ରହିଥିବା ରୁ ସର୍ବଦା ଭିଡ଼ ପରିଲକ୍ଷିତ ହେଉଛି । ଇତି ମଧ୍ୟରେ ମ୍ୟାଡିକାଲ ସୁପ୍ରିଟେଣ୍ଡେନ ଭାବେ ଯୋଗ ଦେଇଥିବା ଡ଼ଃ କୃଷ୍ଣ ଚନ୍ଦ୍ର ପାଲ ଏ ନେଇ ଦୃଷ୍ଟି ଦେବା ସହ ଉକ୍ତ ସହାୟତା କେନ୍ଦ୍ର କର୍ମଚାରୀ ବିରୋଧ ରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ  କରିବା ଓ ଏ ସବୁ କୁ ଦୃଷ୍ଟି ରେ ରଖି ସ୍ୱତନ୍ତ୍ର ଭାବେ ଅସ୍ତ୍ରୋପଚାର କକ୍ଷ ବ୍ୟବସ୍ଥା କରିବା ନିମନ୍ତେ ସ୍ବେଚ୍ଛାସେବୀ ମହଲ ତରଫରୁ ଅନୁରୋଧ କରାଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   27-Sep-2026
  ଜିଲ୍ଲା  
ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   27-Sep-2026
  ଜିଲ୍ଲା  
ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ   27-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   27-Sep-2026
  ଜିଲ୍ଲା  
*"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   27-Sep-2026
  ଜିଲ୍ଲା  
*ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   27-Sep-2026
  ଜିଲ୍ଲା  
ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   27-Sep-2026
  ଜିଲ୍ଲା  
କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   27-Sep-2026
  ରାଜ୍ୟ  
ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   27-Sep-2026
  ରାଜ୍ୟ  
ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ   27-Sep-2026
  ଜିଲ୍ଲା  
ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   27-Sep-2026

You Might Also Like