-+91-9937148622 |

prerana_bgr@rediffmail.com |

  Friday 24th April 2026 |

| | | |

R.N.I. Regd No. ODIODI/2010/46693

Breaking News

ଡାବୁଗାଁ ବ୍ଲକ ପରିସରରେ ଜାତୀୟ ପଞ୍ଚାୟତିରାଜ ଦିବସ ପାଳନ   (24-Apr-2026)       ||      ଘରୋଇ ଆଇ.ଟି.ଆଇ ସଂଘର ଜରୁରୀକାଳୀନ ବୈଠକ    (24-Apr-2026)       ||      ସୁବର୍ଣ୍ଣପୁରରେ ଜାତୀୟ ପଞ୍ଚାୟତିରାଜ ଦିବସ-୨୦୨୬ ପାଳିତ   (24-Apr-2026)       ||      ବଲାଙ୍ଗୀରବାସୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ନରସିଂହ, ଭୀମଭୋଇ ମେଡିକାଲ ଓ ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ପଦବୀ ପୁରଣ ପାଇଁ କଲେ ଆଲୋଚନା   (24-Apr-2026)       ||      ଗ୍ରୀଷ୍ମ ପ୍ରବାହ ପାଇଁ ଆଗୁଆ ଖରାଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଏପ୍ରିଲ ୨୭ରୁ ସମସ୍ତ ସ୍କୁଲ ବନ୍ଦ ରହିବ   (24-Apr-2026)       ||      ଜାତୀୟ ପଞ୍ଚାୟତ ରାଜ ଦିବସ ରେ ସ୍ୱତଃ ମନେ ପଡନ୍ତି ସୁବର୍ଣ୍ଣପୁର ଜିଲ୍ଲା ର ଆଦର୍ଶ ସରପଞ୍ଚ ସ୍ଵର୍ଗତ ଘାସିରାମ ତ୍ରିପାଠି*-   (24-Apr-2026)       ||      *ଉଲୁଣ୍ଡା ବ୍ଲକ ଅଞ୍ଚଳ ରେ ତମାଖୁ ଜାତୀୟ ଦ୍ରବ୍ୟ ର ବ୍ୟବହାର ଓ ବିକ୍ରୟ ନିଷିଦ୍ଧ ପାଇଁ ଏକ ଟିମ ର ଚଢ଼ାଉ ଓ ଜରିମାନା ଆଦାୟ*-   (24-Apr-2026)       ||      ବହୁରୂପୀ ହନିଟ୍ରାପ୍ ଠକର ହରଡଘଣାରେ ସର୍ବସ୍ବାନ୍ତ  ! ଅଧ୍ୟାପକରୁ ବାଣିଜ୍ଯକର କମିଶନର ଓ ବିଶ୍ବବିଦ୍ୟାଳୟର ରେଜିଷ୍ଟ୍ରାର୍ ♦️  ଭଷ୍ମାରେ ଚାକିରୀ କରାଇଦେବାକୁ ମହିଳାଙ୍କ ଠାରୁ ୧୫ ଲକ୍ଷ ଠକେଇ   (24-Apr-2026)       ||      ଅସହ୍ୟ ତାତି ଜନଜୀବନ ଅସ୍ତବ୍ୟସ୍ତ   (24-Apr-2026)       ||      ୭୬୧ ଟି କଇଁଛ ସହ ଜଣେ କଇଁଛ ଚୋରା ଚାଲାଣ କାରୀ ଗିରଫ    (24-Apr-2026)       ||      ବଲାଙ୍ଗୀର ଜିଲ୍ଳା ଓକିଲ ସଂଘ ପାଳନ କରିବ ଲୟର୍ସ ଡେ    (24-Apr-2026)       ||      ଅଧ୍ୟାପକଙ୍କୁ ସମ୍ବର୍ଦ୍ଧନା   (24-Apr-2026)       ||      ନାରୀ ଶକ୍ତି ବନ୍ଦନ ଅଧିନିୟମକୁ ନେଇ ବଲାଙ୍ଗୀର ବିଜେପି ମହିଳା ମୋର୍ଚ୍ଚା ର ପ୍ରେସ ମିଟ୍   (23-Apr-2026)       ||      ଲୋଇସିଂହା ବ୍ଲକ ସମ୍ମୁଖରେ ବିଜୁ ଜନତା ଦଳ ପକ୍ଷରୁ ଭିକ୍ଷୋଭ ପ୍ରଦର୍ଶନ ଓ ପ୍ରତିବାଦ ସଭା   (23-Apr-2026)       ||      ନାରୀ ଶକ୍ତି ବନ୍ଦନ ଅଧିନିୟମ କୁ ନେଇ ଆନ୍ଦୋଳନକୁ ଓହ୍ଲାଇ ଲେ ମହିଳା    (23-Apr-2026)       ||      ଓଡ଼ିଶା ରାଜ୍ୟ କୃଷକ ସଂଗଠନ ର ନୂତନ କର୍ମକର୍ତ୍ତା    (23-Apr-2026)       ||      ମହିଳା ସଂରକ୍ଷଣ ବିଲକୁ ବିରୋଧ ପ୍ରତିବାଦରେ ବିକ୍ଷୋଭ ପ୍ରଦର୍ଶନ ସହ ରାହୁଲ ଓ ନବୀନ ଙ୍କ କୁଶ ପୁତ୍ତଳିକା ଦାହ   (23-Apr-2026)       ||      ନୂଆପଡ଼ା ଜିଲ୍ଲା ର ପୋଲିସ ସୁରକ୍ଷା ବାହିନୀର ଅଂଶ ବିଶେଷ ଯାଦବ ଚନ୍ଦ୍ର ଜଗତଙ୍କ ଅବସର ଗ୍ରହଣ,   (23-Apr-2026)       ||      ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    (23-Apr-2026)       ||      ଭାରତ ମୁକ୍ତିମୋର୍ଚ୍ଚା, ରାଷ୍ଟ୍ରୀୟ ପଛୁଆ ବର୍ଗ ମୋର୍ଚ୍ଚା ଓ ଓଡ଼ିଶା ଓବିସି, ଏସ ଟି, ଏସ ସି ସମନ୍ୱୟ ସମିତି ର ଭାରତ ବନ୍ଦ କୁ ବଲାଙ୍ଗୀରରେ ପୂର୍ଣ୍ଣ ସମର୍ଥନ    (23-Apr-2026)       ||     

HOME   ମନୋରଞ୍ଜନ

ଜୀ ସାର୍ଥକର ଏକ ଅଭିନବ ପ୍ରୟାସ - ‘ନାଲି ବିନ୍ଦୁ’ ଅଭିଯାନ

22-Jun-2022



ଓଡିଶାରେ ମହିଳାଙ୍କ ଋତୁସ୍ରାବ ସମ୍ପର୍କିତ ସଚେତନତା ସୃଷ୍ଟି କରିବାକୁ ଅଭିନବ ଢ଼ଙ୍ଗରେ ଅଭିଯାନ ଆରମ୍ଭ କରିଛି ଜୀ ସାର୍ଥକ । ଏହି ଅଭିଯାନର ନାଁ ରହିଛି ‘ନାଲି ବିନ୍ଦୁ’ ଅଭିଯାନ । ଯାହା ଏବେ ଓଡିଶାର ଘରେ ଘରେ ପହଞ୍ଚି ଯାଇଛି । ମହିଳାଙ୍କ ମଧ୍ୟରେ ସର୍ବାଧିକ ସଚେତନତା ସୃଷ୍ଟି କରିବା ସହ ଏ ନେଇ ଶିକ୍ଷାଦାନ ଯୋଗାଇବା ଲକ୍ଷ୍ୟରେ ‘ନାଲି ବିନ୍ଦୁ’ ଭିଜୁଆଲ କ୍ୟାମ୍ପେନ ଆରମ୍ଭ କରାଯାଇଛି । ଓଡିଶାର ଗଣପର୍ବ ରଜପର୍ବ ମଧ୍ୟ ଏହାକୁ ପ୍ରତିନିଧିତ୍ୱ କରୁଥିବାରୁ ରଜପର୍ବ ଠାରୁ ଲୋକପ୍ରିୟ ଓଡିଆ ଚ୍ୟାନେଲ ଜୀ ସାର୍ଥକ ‘ନାଲିବିନ୍ଦୁ’ କ୍ୟାମ୍ପେନ ଲୋକଙ୍କ ପାଖରେ ପହଂଚିବା ଆରମ୍ଭ ହୋଇଛି । 

ମାସିକ ଋତୁସ୍ରାବ କାରଣରୁ ଅଧିକାଂଶ କିଶୋରୀ ପାଠପଢ଼ାରୁ ବଞ୍ଚିତ ହୁଅନ୍ତି । ମାସକୁ ଅନ୍ୟୁନ ୫ ଦିନ କିଶୋରୀମାନେ ସ୍କୁଲ ଯାଇପାରୁ ନଥିବାରୁ ଶିକ୍ଷାଦାନ ବାଧାପ୍ରାପ୍ତ ହୁଏ । ଫଳରେ ଲକ୍ଷ ଲକ୍ଷ ଛାତ୍ରୀ ମାନସିକ ଭାବେ ମଧ୍ୟ କ୍ଷତିଗ୍ରସ୍ତ ହୁଅନ୍ତି । ଗ୍ରାମାଞ୍ଚଳରେ ଏହି ହାର ଅଧିକ ରହିଥିବା ବେଳେ ସାନିଟାରୀ ନାପକିନ ବ୍ୟବହାର ଦିଗରେ ମଧ୍ୟ ସଚେତନ କରିବାର ଆବଶ୍ୟକତା ରହିଛି । ରଜପର୍ବରେ ଧରଣୀରାଣୀ ରଜସ୍ୱିଳା ହେଉଥିବା ବିଶ୍ୱାସ ରହିଥିବା ବେଳେ ଏହି ପର୍ବରେ ଏଭଳି ମହାନ ଅଭିଯାନ ଆରମ୍ଭ କରି ଜୀ ସାର୍ଥକ ସମସ୍ତଙ୍କ ଧ୍ୟାନ ଆକର୍ଷଣ କରିଛି । କେବଳ ସେତିକି ନୁହେଁ ‘ନାଲି ବନ୍ଧୁ’ ସ୍ଲୋଗାନ ସହ କିଶୋରୀମାନଙ୍କୁ ସମସ୍ତ ସହଯୋଗ ଯୋଗାଇ ଦେବାକୁ ଆହ୍ୱାନ ଦେଇଛି ଜୀ ସାର୍ଥକ ।

ଜୀ ସାର୍ଥକର ଏହି ଅଭିନବ ଅଭିଯାନ ସମ୍ପର୍କରେ ଚ୍ୟାନେଲ ଚିଫ୍ ଅଫିସର ଶ୍ରୀ ପ୍ରତୀକ ସିଲ କୁହନ୍ତି, “ ଓଡିଶାରେ ମହିଳାମାନଙ୍କୁ ଋତୁସ୍ରାବ ସମ୍ପର୍କରେ ସଚେତନ କରିବାକୁ ଏଭଳି ଏକ ଅଭିଯାନ ଆମେ ଆରମ୍ଭ କରିଛୁ । ଏହାଦ୍ୱାରା ସଚେତନତା ବଢ଼ିବା ସହ ଲୋକମାନଙ୍କ ସହ ଯୋଗାଯୋଗ ବୃଦ୍ଧି ହୋଇପାରିବ । ସେହିଭଳି ଆମେ ସମସ୍ତେ ଚାହିଁଲେ ପ୍ରତିମାସରେ ଛାତ୍ରୀମାନଙ୍କୁ ୫ ଦିନ ସ୍କୁଲ ବନ୍ଦ କରିବାରୁ ରୋକା ଯାଇପାରିବ । ଏ ଦିଗରେ ଆମ ସମସ୍ତଙ୍କୁ ଗୁରୁତ୍ୱ ଦେବାକୁ ପଡିବ । ଜୀ ସାର୍ଥକ ଏନେଇ ‘ନାଲି ବନ୍ଧୁ’ ଅଭିଯାନ ଆରମ୍ଭ କରିଛି , ଯେଉଁଥିରେ ସାଧାରଣ ଲୋକେ ସହଯୋଗ କରିବେ ବୋଲି ଆମେ ଆଶା କରୁଛୁ ।”

(ଅମୃତ ନନ୍ଦ ଙ୍କ ରିପୋର୍ଟ) 


News Comment




Photo in News

Advertisment
Lastest News
  ଜିଲ୍ଲା  
ଡାବୁଗାଁ ବ୍ଲକ ପରିସରରେ ଜାତୀୟ ପଞ୍ଚାୟତିରାଜ ଦିବସ ପାଳନ   24-Apr-2026
  ଜିଲ୍ଲା  
ଘରୋଇ ଆଇ.ଟି.ଆଇ ସଂଘର ଜରୁରୀକାଳୀନ ବୈଠକ   24-Apr-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ଜାତୀୟ ପଞ୍ଚାୟତିରାଜ ଦିବସ-୨୦୨୬ ପାଳିତ   24-Apr-2026
  ଜିଲ୍ଲା  
ବଲାଙ୍ଗୀରବାସୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ନରସିଂହ, ଭୀମଭୋଇ ମେଡିକାଲ ଓ ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ପଦବୀ ପୁରଣ ପାଇଁ କଲେ ଆଲୋଚନା   24-Apr-2026
  ରାଜ୍ୟ  
ଗ୍ରୀଷ୍ମ ପ୍ରବାହ ପାଇଁ ଆଗୁଆ ଖରାଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଏପ୍ରିଲ ୨୭ରୁ ସମସ୍ତ ସ୍କୁଲ ବନ୍ଦ ରହିବ   24-Apr-2026
  ଜିଲ୍ଲା  
ଜାତୀୟ ପଞ୍ଚାୟତ ରାଜ ଦିବସ ରେ ସ୍ୱତଃ ମନେ ପଡନ୍ତି ସୁବର୍ଣ୍ଣପୁର ଜିଲ୍ଲା ର ଆଦର୍ଶ ସରପଞ୍ଚ ସ୍ଵର୍ଗତ ଘାସିରାମ ତ୍ରିପାଠି*-   24-Apr-2026
  ଜିଲ୍ଲା  
*ଉଲୁଣ୍ଡା ବ୍ଲକ ଅଞ୍ଚଳ ରେ ତମାଖୁ ଜାତୀୟ ଦ୍ରବ୍ୟ ର ବ୍ୟବହାର ଓ ବିକ୍ରୟ ନିଷିଦ୍ଧ ପାଇଁ ଏକ ଟିମ ର ଚଢ଼ାଉ ଓ ଜରିମାନା ଆଦାୟ*-   24-Apr-2026
  ରାଜ୍ୟ  
ବହୁରୂପୀ ହନିଟ୍ରାପ୍ ଠକର ହରଡଘଣାରେ ସର୍ବସ୍ବାନ୍ତ  ! ଅଧ୍ୟାପକରୁ ବାଣିଜ୍ଯକର କମିଶନର ଓ ବିଶ୍ବବିଦ୍ୟାଳୟର ରେଜିଷ୍ଟ୍ରାର୍ ♦️  ଭଷ୍ମାରେ ଚାକିରୀ କରାଇଦେବାକୁ ମହିଳାଙ୍କ ଠାରୁ ୧୫ ଲକ୍ଷ ଠକେଇ   24-Apr-2026
  ଜିଲ୍ଲା  
ଅସହ୍ୟ ତାତି ଜନଜୀବନ ଅସ୍ତବ୍ୟସ୍ତ   24-Apr-2026
  ଜିଲ୍ଲା  
୭୬୧ ଟି କଇଁଛ ସହ ଜଣେ କଇଁଛ ଚୋରା ଚାଲାଣ କାରୀ ଗିରଫ   24-Apr-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଳା ଓକିଲ ସଂଘ ପାଳନ କରିବ ଲୟର୍ସ ଡେ   24-Apr-2026
  ଜିଲ୍ଲା  
ଅଧ୍ୟାପକଙ୍କୁ ସମ୍ବର୍ଦ୍ଧନା   24-Apr-2026

You Might Also Like

  ମନୋରଞ୍ଜନ  

Jj

               
  ମନୋରଞ୍ଜନ  

Nnm