-+91-9937148622 |

prerana_bgr@rediffmail.com |

  Friday 24th April 2026 |

| | | |

R.N.I. Regd No. ODIODI/2010/46693

Breaking News

ଡାବୁଗାଁ ବ୍ଲକ ପରିସରରେ ଜାତୀୟ ପଞ୍ଚାୟତିରାଜ ଦିବସ ପାଳନ   (24-Apr-2026)       ||      ଘରୋଇ ଆଇ.ଟି.ଆଇ ସଂଘର ଜରୁରୀକାଳୀନ ବୈଠକ    (24-Apr-2026)       ||      ସୁବର୍ଣ୍ଣପୁରରେ ଜାତୀୟ ପଞ୍ଚାୟତିରାଜ ଦିବସ-୨୦୨୬ ପାଳିତ   (24-Apr-2026)       ||      ବଲାଙ୍ଗୀରବାସୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ନରସିଂହ, ଭୀମଭୋଇ ମେଡିକାଲ ଓ ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ପଦବୀ ପୁରଣ ପାଇଁ କଲେ ଆଲୋଚନା   (24-Apr-2026)       ||      ଗ୍ରୀଷ୍ମ ପ୍ରବାହ ପାଇଁ ଆଗୁଆ ଖରାଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଏପ୍ରିଲ ୨୭ରୁ ସମସ୍ତ ସ୍କୁଲ ବନ୍ଦ ରହିବ   (24-Apr-2026)       ||      ଜାତୀୟ ପଞ୍ଚାୟତ ରାଜ ଦିବସ ରେ ସ୍ୱତଃ ମନେ ପଡନ୍ତି ସୁବର୍ଣ୍ଣପୁର ଜିଲ୍ଲା ର ଆଦର୍ଶ ସରପଞ୍ଚ ସ୍ଵର୍ଗତ ଘାସିରାମ ତ୍ରିପାଠି*-   (24-Apr-2026)       ||      *ଉଲୁଣ୍ଡା ବ୍ଲକ ଅଞ୍ଚଳ ରେ ତମାଖୁ ଜାତୀୟ ଦ୍ରବ୍ୟ ର ବ୍ୟବହାର ଓ ବିକ୍ରୟ ନିଷିଦ୍ଧ ପାଇଁ ଏକ ଟିମ ର ଚଢ଼ାଉ ଓ ଜରିମାନା ଆଦାୟ*-   (24-Apr-2026)       ||      ବହୁରୂପୀ ହନିଟ୍ରାପ୍ ଠକର ହରଡଘଣାରେ ସର୍ବସ୍ବାନ୍ତ  ! ଅଧ୍ୟାପକରୁ ବାଣିଜ୍ଯକର କମିଶନର ଓ ବିଶ୍ବବିଦ୍ୟାଳୟର ରେଜିଷ୍ଟ୍ରାର୍ ♦️  ଭଷ୍ମାରେ ଚାକିରୀ କରାଇଦେବାକୁ ମହିଳାଙ୍କ ଠାରୁ ୧୫ ଲକ୍ଷ ଠକେଇ   (24-Apr-2026)       ||      ଅସହ୍ୟ ତାତି ଜନଜୀବନ ଅସ୍ତବ୍ୟସ୍ତ   (24-Apr-2026)       ||      ୭୬୧ ଟି କଇଁଛ ସହ ଜଣେ କଇଁଛ ଚୋରା ଚାଲାଣ କାରୀ ଗିରଫ    (24-Apr-2026)       ||      ବଲାଙ୍ଗୀର ଜିଲ୍ଳା ଓକିଲ ସଂଘ ପାଳନ କରିବ ଲୟର୍ସ ଡେ    (24-Apr-2026)       ||      ଅଧ୍ୟାପକଙ୍କୁ ସମ୍ବର୍ଦ୍ଧନା   (24-Apr-2026)       ||      ନାରୀ ଶକ୍ତି ବନ୍ଦନ ଅଧିନିୟମକୁ ନେଇ ବଲାଙ୍ଗୀର ବିଜେପି ମହିଳା ମୋର୍ଚ୍ଚା ର ପ୍ରେସ ମିଟ୍   (23-Apr-2026)       ||      ଲୋଇସିଂହା ବ୍ଲକ ସମ୍ମୁଖରେ ବିଜୁ ଜନତା ଦଳ ପକ୍ଷରୁ ଭିକ୍ଷୋଭ ପ୍ରଦର୍ଶନ ଓ ପ୍ରତିବାଦ ସଭା   (23-Apr-2026)       ||      ନାରୀ ଶକ୍ତି ବନ୍ଦନ ଅଧିନିୟମ କୁ ନେଇ ଆନ୍ଦୋଳନକୁ ଓହ୍ଲାଇ ଲେ ମହିଳା    (23-Apr-2026)       ||      ଓଡ଼ିଶା ରାଜ୍ୟ କୃଷକ ସଂଗଠନ ର ନୂତନ କର୍ମକର୍ତ୍ତା    (23-Apr-2026)       ||      ମହିଳା ସଂରକ୍ଷଣ ବିଲକୁ ବିରୋଧ ପ୍ରତିବାଦରେ ବିକ୍ଷୋଭ ପ୍ରଦର୍ଶନ ସହ ରାହୁଲ ଓ ନବୀନ ଙ୍କ କୁଶ ପୁତ୍ତଳିକା ଦାହ   (23-Apr-2026)       ||      ନୂଆପଡ଼ା ଜିଲ୍ଲା ର ପୋଲିସ ସୁରକ୍ଷା ବାହିନୀର ଅଂଶ ବିଶେଷ ଯାଦବ ଚନ୍ଦ୍ର ଜଗତଙ୍କ ଅବସର ଗ୍ରହଣ,   (23-Apr-2026)       ||      ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    (23-Apr-2026)       ||      ଭାରତ ମୁକ୍ତିମୋର୍ଚ୍ଚା, ରାଷ୍ଟ୍ରୀୟ ପଛୁଆ ବର୍ଗ ମୋର୍ଚ୍ଚା ଓ ଓଡ଼ିଶା ଓବିସି, ଏସ ଟି, ଏସ ସି ସମନ୍ୱୟ ସମିତି ର ଭାରତ ବନ୍ଦ କୁ ବଲାଙ୍ଗୀରରେ ପୂର୍ଣ୍ଣ ସମର୍ଥନ    (23-Apr-2026)       ||     

HOME   ଜିଲ୍ଲା

ଜିଲ୍ଲାର ବିଭିନ୍ନ ସାମାଜିକ ସମସ୍ୟା ଓ ଏହାର ସମାଧାନ ପାଇଁ ଜିଲ୍ଲାପାଳଙ୍କ ଦୃଷ୍ଟି ଆକର୍ଷଣ କଲେ ୧୯୭୭ ପି. ଆର୍ ହାଇସ୍କୁଲ ମେଟ୍ରିକ୍ ବ୍ୟାଚ

22-Jun-2022



ବଲାଙ୍ଗିର : ଆଜି  ୧୯୭୭ ପୃଥ୍ୱୀରାଜ ହାଇସ୍କୁଲ  ମେଟ୍ରିକ୍ ବ୍ୟାଚ ର ପୁରାତନ ଛାତ୍ର ମାନେ ବଲାଙ୍ଗିର ଜିଲ୍ଲାପାଳ ଚଞ୍ଚଲ ରlଣlଙ୍କୁ ତାଙ୍କ କାର୍ଯ୍ୟାଳୟ ରେ ସାକ୍ଷାତ୍ କରି  ଜିଲ୍ଲାର ବିଭିନ୍ନ ସମସ୍ୟା ଉତଥାପନ କରି ଜନସାଧାରଣ ଙ୍କ ସ୍ଵାର୍ଥ ଦୃଷ୍ଟିରୁ ରୁ ଏହାକୁ ସମାଧାନ କରିବା ପାଇଁ ପଦକ୍ଷେପ ନେବାକୁ ଅନୁରୋଧ କରିଥିଲେ l ବଲାଙ୍ଗୀର ମନୋହରପୁର ପୋଲିସ ହସ୍ପିଟାଲ ର ପୁନରୁଦ୍ଧାର ପାଇଁ ଆବଶ୍ୟକ ଜରୁରୀ ପଦକ୍ଷେପ ଗ୍ରହଣ କରିବା ପାଇଁ ଜିଲ୍ଲାପାଳଙ୍କୁ ଅନୁରୋଧ କରାଯାଇଥିଲା l ପୁଣି ବଲାଙ୍ଗିର ସହରରେ ଦିନକୁଦିନ ଅପରାଧିକ କାର୍ଯ୍ୟକଳାପ ବୃଦ୍ଧି ପାଉଥିବା ଯୋଗୁଁ ସାଧାରଣ ଲୋକେ ନିଜକୁ ସୁରକ୍ଷିତ ମଣୁ ନାହାନ୍ତି l ଏଣୁ ଜିଲ୍ଲାରେ ଆଇନ ଶୃଙ୍ଖଳା ପରିସ୍ଥିତି କୁ ସ୍ୱାଭାବିକ କରିନା ଦିଗରେ ଜିଲ୍ଲାପାଳ ଆବଶ୍ୟକ ପଦକ୍ଷେପ

ଗ୍ରହଣ କରିବାକୁ ଅନୁରୋଧ କରାଯାଇଛି l ସହର ର ସମସ୍ତ ଟ୍ରାଫିକ୍ ପୋଷ୍ଟ ଗୁଡିକରେ ସି ସି ଟି ଭି ସଂଯୋଗ କରିବା ପାଇଁ ଜିଲ୍ଲାପାଳ ଶ୍ରୀ ରାଣlଙ୍କୁ  lଅନୁରୋଧ କରାଯାଇଥିବା ବେଳେ ଏହି ସବୁ ସମସ୍ୟାର ସମାଧାନ ପାଇଁ ଜିଲ୍ଲାପାଳ ସହର ର ବୁଦ୍ଧିଜୀବୀ, ସଚେତନ ନାଗରିକ ଓ ବିଭିନ୍ନ ସାମାଜିକ ଅନୁଷ୍ଠାନ ର କର୍ମକର୍ତ୍ତା ମାନଙ୍କୁ ଅନୁରୋଧ କରିଛନ୍ତି l ୧୯୭୭ ପି. ଆର୍ ହାଇସ୍କୁଲ ମେଟ୍ରିକ୍ ବ୍ୟାଚର ସଭାପତି ରତନ କୁମାର ମହାରଣା ଙ୍କ ନେତୃତ୍ୱରେ ବ୍ୟାଚ ର ବହୁ ପୁରାତନ ଛାତ୍ର ଜିଲ୍ଲାପାଳଙ୍କୁ ସାକ୍ଷାତ କରି ଜିଲ୍ଲାର ବିଭିନ୍ନ ପ୍ରସଙ୍ଗ ଉପରେ ଜିଲ୍ଲାପାଳଙ୍କ ହସ୍ତକ୍ଷେପ ଲୋଡିଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ଡାବୁଗାଁ ବ୍ଲକ ପରିସରରେ ଜାତୀୟ ପଞ୍ଚାୟତିରାଜ ଦିବସ ପାଳନ   24-Apr-2026
  ଜିଲ୍ଲା  
ଘରୋଇ ଆଇ.ଟି.ଆଇ ସଂଘର ଜରୁରୀକାଳୀନ ବୈଠକ   24-Apr-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ଜାତୀୟ ପଞ୍ଚାୟତିରାଜ ଦିବସ-୨୦୨୬ ପାଳିତ   24-Apr-2026
  ଜିଲ୍ଲା  
ବଲାଙ୍ଗୀରବାସୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ନରସିଂହ, ଭୀମଭୋଇ ମେଡିକାଲ ଓ ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ପଦବୀ ପୁରଣ ପାଇଁ କଲେ ଆଲୋଚନା   24-Apr-2026
  ରାଜ୍ୟ  
ଗ୍ରୀଷ୍ମ ପ୍ରବାହ ପାଇଁ ଆଗୁଆ ଖରାଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଏପ୍ରିଲ ୨୭ରୁ ସମସ୍ତ ସ୍କୁଲ ବନ୍ଦ ରହିବ   24-Apr-2026
  ଜିଲ୍ଲା  
ଜାତୀୟ ପଞ୍ଚାୟତ ରାଜ ଦିବସ ରେ ସ୍ୱତଃ ମନେ ପଡନ୍ତି ସୁବର୍ଣ୍ଣପୁର ଜିଲ୍ଲା ର ଆଦର୍ଶ ସରପଞ୍ଚ ସ୍ଵର୍ଗତ ଘାସିରାମ ତ୍ରିପାଠି*-   24-Apr-2026
  ଜିଲ୍ଲା  
*ଉଲୁଣ୍ଡା ବ୍ଲକ ଅଞ୍ଚଳ ରେ ତମାଖୁ ଜାତୀୟ ଦ୍ରବ୍ୟ ର ବ୍ୟବହାର ଓ ବିକ୍ରୟ ନିଷିଦ୍ଧ ପାଇଁ ଏକ ଟିମ ର ଚଢ଼ାଉ ଓ ଜରିମାନା ଆଦାୟ*-   24-Apr-2026
  ରାଜ୍ୟ  
ବହୁରୂପୀ ହନିଟ୍ରାପ୍ ଠକର ହରଡଘଣାରେ ସର୍ବସ୍ବାନ୍ତ  ! ଅଧ୍ୟାପକରୁ ବାଣିଜ୍ଯକର କମିଶନର ଓ ବିଶ୍ବବିଦ୍ୟାଳୟର ରେଜିଷ୍ଟ୍ରାର୍ ♦️  ଭଷ୍ମାରେ ଚାକିରୀ କରାଇଦେବାକୁ ମହିଳାଙ୍କ ଠାରୁ ୧୫ ଲକ୍ଷ ଠକେଇ   24-Apr-2026
  ଜିଲ୍ଲା  
ଅସହ୍ୟ ତାତି ଜନଜୀବନ ଅସ୍ତବ୍ୟସ୍ତ   24-Apr-2026
  ଜିଲ୍ଲା  
୭୬୧ ଟି କଇଁଛ ସହ ଜଣେ କଇଁଛ ଚୋରା ଚାଲାଣ କାରୀ ଗିରଫ   24-Apr-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଳା ଓକିଲ ସଂଘ ପାଳନ କରିବ ଲୟର୍ସ ଡେ   24-Apr-2026
  ଜିଲ୍ଲା  
ଅଧ୍ୟାପକଙ୍କୁ ସମ୍ବର୍ଦ୍ଧନା   24-Apr-2026

You Might Also Like