-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||     

HOME   ଜିଲ୍ଲା

ବସୁଧା ଯୋଜନାରେ ଅନିୟମିତତା,ବିନା ସୂଚନା ଫଳକରେ ଚାଲିଛି ଲକ୍ଷାଧିକ ଟଙ୍କାର ର କାମ

22-Jun-2022



ଖପ୍ରାଖୋଲ(ବେଦବର ଛତ୍ରୀଆ) ବଲାଙ୍ଗୀର ଜିଲ୍ଲାର ଖପ୍ରାଖୋଲ ବ୍ଲକରେ ବସୁଧା ଯୋଜନାରେ ଦେଖିବାକୁ ମିଳିଛି ଅନିୟମିତତା। ଖପ୍ରାଖୋଲ ଅଞ୍ଚଳରେ ବାରମ୍ବାର ଦୁର୍ନୀତି ସମ୍ପର୍କରେ ଗଣମାଧ୍ୟମରେ ଖବର ପ୍ରକାଶିତ ହେବା ପରେ ମଧ୍ୟ କଣ ପାଇଁ ବ୍ଲକ ପ୍ରଶାସନ ନିରବ ତାହା ପ୍ରଶ୍ନବାଚୀ ସୃଷ୍ଟି କରୁଛି।ଠିକାଦାର ଆଉ ପ୍ରଶାସନ ଭିତରେ ମଧୁଚନ୍ଦ୍ରିକା ଚାଲିଛି କି? ସୂଚନା ମୁତାବକ ଖପ୍ରାଖୋଲ ବ୍ଲକ ପଡ଼ିଆବାହାଲ ପଞ୍ଚାୟତର ସାନଉଡେନ ଗ୍ରାମ ଓ ସାହାଜପାଣି ଗ୍ରାମ ପଂଚାୟତ ସାହାଜପାଣି ଗ୍ରାମରେ ବସୁଧା ଯୋଜନାରେ କୂଅ ନିର୍ମାଣ ହେଉଛି ଯାହା ଅତି ନିମ୍ନ ଧରଣର ବୋଲି ଜଣା ଯାଇଛି।ଏ ନେଇ ଆମର ପ୍ରତିନିଧି ଖପ୍ରାଖୋଲ ଆର୍ ଡବ୍ଲ୍ୟୁ ଏସ୍ ଏସ୍  ର ଜେ.ଇ ଙ୍କ ସହିତ ସାକ୍ଷାତ କରିବାକୁ ଯାଇଥିଲେ କିନ୍ତୁ ସାକ୍ଷାତ ହୋଇ ପାରି ନଥିଲା।ଫୋନ ଯୋଗେ ଯୋଗାଯୋଗ କରିବାରୁ ସେ ସବୁ କାମ ଠିକ ରେ ଚାଲିଛି ବୋଲି ସୂଚନା ଦେଇଥିଲେ।କିନ୍ତୁ ଅପର ପକ୍ଷରେ ଦେଖିବାକୁ ମିଳିଛି ଯେ ପ୍ରଥମ କଥା ହେଲା ସୂଚନା ଫଳକ ନାହିଁ।ଏବଂ ଯୋଉ ଛଡ଼ ବ୍ୟବହାର ହେବା କଥା ହେଉ ନାହିଁ। ୧୬ ଏମ୍ ଏମ୍ ଛଡ଼ ଜାଗାରେ  ୧୨ ଏମ୍ ଏମ୍ ଦେଉଛନ୍ତି।ଯାହା ଜେ. ଇ ଆଗରୁ ୧୬ ଏମ୍ ଏମ୍  କହିଥିଲେ ଏବେ ୧୨ ଏମ୍ ଏମ୍  କାମ କରାଯାଉଛି।  ୪୦ କ୍ୱିଣ୍ଟାଲ ଛଡ଼ ଲାଗିବା ଜାଗାରେ କମ ଲାଗିଥିବା ସୂଚନା ମିଳିଛି।କେତେ ଟଙ୍କାର କାମ କେଉଁ ସ୍କିମ ତାହା ପ୍ରଥମେ ଲଗେଇଲା ପରେ କାମ ହେବା କଥା।କେଉଁ ଆଧାର ରେ ଏଇପରି କାର୍ଯ୍ୟ କରୁଛନ୍ତି ତାହା ସାଧାରଣ ରେ ପ୍ରଶ୍ନବାଚୀ ସୃଷ୍ଟି କରୁଛି।ଏଇଟା ଠିକାଦାର ଆଉ ଜେ. ଇ ଙ୍କ ମଧୁ ଚନ୍ଦ୍ରିକା ନୁହଁ ତୋ?ଏହାର ତଦନ୍ତ ହୋଇ ବିହିତ କାର୍ଯ୍ୟାନୁଷ୍ଠାନ ହେବାକୁ ସାଧାରଣରେ ଦାବୀ ହେଉଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026

You Might Also Like