-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||     

HOME   ଜିଲ୍ଲା

ସିଦ୍ଧାର୍ଥ କଲେଜ ଓ ଲୀଳାଶାହଜୀରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

22-Jun-2022



ବିନିକା(ହିମାଂଶୁ ଶେଖର ପୁଟେଲ)ବିନିକା ସିଦ୍ଧାର୍ଥ ଡିଗ୍ରୀ ଓ ଜୁନିଅର କଲେଜ ଜାତୀୟ ସେବା ଯୋଜନା ତରଫରୁ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି ।ଏଥିରେ ଡିଗ୍ରୀ କଲେଜ ଅଧ୍ୟକ୍ଷ ଡ଼ଃ ଧୀରେନ୍ଦ୍ର ନାୟକ ଓ ସିଦ୍ଧାର୍ଥ ଜୁନିଅର କଲେଜ ଅଧ୍ୟକ୍ଷା ରେଖା ପ୍ରଧାନ ଯୋଗଦେଇ ସ୍ୱାସ୍ଥ୍ୟର ହିତ ପାଇଁ ଯୋଗର ଉପକାରିତା ଉପରେ ଉପସ୍ଥିତ ଛାତ୍ରଛାତ୍ରୀଙ୍କୁ ସୂଚନା ଦେଇଥିଲେ । କାର୍ଯ୍ୟକ୍ରମର ପୋଗ୍ରାମ ଅଫିସର ଅଧ୍ୟାପକ ହରିଶ୍ଚନ୍ଦ୍ର ହୋତା,ରୋହିତ ଧରୁଆ,ପିଇଟି ନାରାୟଣ ଚୌଧୁରୀ,ଅଧ୍ୟାପିକା ମିତାଲି ପ୍ରଧାନ ପ୍ରମୁଖ ପରିଚାଳନା କରିଥିବା ବେଳେ ସଭା ସଂଯୋଜନା ଅଧ୍ୟାପକ ଧନେଶ୍ଵର ସାହୁ ଏବଂ ଅଧ୍ୟାପକ ଗୋପାଳ କୃଷ୍ଣ ଦାଶ,ରୁଦ୍ର ନାରାୟଣ ଦାଶ,ସପ୍ତସାଗର  ପ୍ରଧାନ,ମାନସ ରଞ୍ଜନ ମିଶ୍ର,ଅଧ୍ୟାପିକା ବିଘ୍ନେଶ୍ୱର ପୂଜାରୀ,ଜାନକୀ ସାମନି,ଗରିବ ସାଲମା,ବିକ୍ରମ ମେହେର ପ୍ରମୁଖ ପରିଚାଳନାରେ ସହଯୋଗ କରିଥିଲେ ।

ପରେ ସ୍ଥାନୀୟ ପଡିଆ ଠାରେ ବିଭିନ୍ନ ପ୍ରକାରର ଯୋଗ ଉପରେ ପିଇଟି ନାରାୟଣ ଚୌଧୁରୀ ସମସ୍ତ ଅଧ୍ୟୟନ ରତ ଛାତ୍ରଛାତ୍ରୀଙ୍କୁ ପ୍ରଶିକ୍ଷଣ ଦେଇଥିଲେ । ସେହିପରି ଅନ୍ୟପକ୍ଷରେ ବିନିକା ସ୍ଥିତ ସାଇଶ୍ରୀ ଲୀଳାଶାହଜୀ ବିଦ୍ୟା ମନ୍ଦିର ତରଫରୁ ବିଶ୍ଵ ଯୋଗ ଦିବସରେ ଜାତୀୟ ପୁରସ୍କାର ପ୍ରାପ୍ତ (ଯୋଗଗୁରୁ) ତଥା ଅବସରପ୍ରାପ୍ତ ଖେଳ ଶିକ୍ଷକ ସୁରେଶ ବେହେରା ମୁଖ୍ୟଅତିଥି ଭାବେ ଯୋଗଦେଇ କେତେକ ଗୁରୁତ୍ତ୍ୱପୂର୍ଣ ଯୋଗ ଉପରେ ଶିକ୍ଷା ପ୍ରଦାନ କରିବା ସହ ମଣିଷ ବିଭିନ୍ନ ରୋଗରୁ ମୁକ୍ତି ମିଳିଥାଏ ବୋଲି କହିଥିଲେ । ସ୍କୁଲ କମିଟି ସଭାପତି ଚାପଧାରି ହୋତା ଏଥିରେ ସଭାପତିତ୍ବ କରିଥିଲାବେଳେ ଅତିଥି ଭାବେ ନିଲାଞ୍ଚଲ ମେହେର,ରାଜେଶ କୁମାର ମିଶ୍ର,ପ୍ରଧାନ ଆଚାର୍ଯ୍ୟ ପୂର୍ଣ୍ଣଚନ୍ଦ୍ର ଦୁଆନ,ଅଶୋକ ମେହେର ପ୍ରମୁଖ ଉପସ୍ଥିତ ଥିଲେ । ଶିକ୍ଷକ ହିମାଂଶୁ ଭୁଷଣ ପଣ୍ଡା ସଭା ସଂଯୋଜନା ଓ ଶେଷରେ  ଧନ୍ୟବାଦ ଦେଇଥିଲେ ।ପରେ ଛାତ୍ରଛାତ୍ରୀଙ୍କ ଦ୍ଵାରା ଯୋଗ ଅଭ୍ୟାସ କରାଯାଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026

You Might Also Like