-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||     

HOME   ଜିଲ୍ଲା

ରେଢ଼ାଖୋଲ ଥାନା ପରିସରରେ ରକ୍ତଦାନ ଶିବିର , ୧୦୮ ୟୁନିଟ ରକ୍ତ ସଂଗ୍ରହ।

22-Jun-2022



ରେଢ଼ାଖୋଲ ( ଅନିଲ କୁମାର ପୃଷ୍ଟି ) ସମ୍ବଲପୁର ପୋଲିସ ଦ୍ବାରା ରକ୍ତଦାନ ଶିବିର l ରେଢାଖୋଲ  ରକ୍ତ ଭଣ୍ଡାର ଏବଂ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରକ୍ତ ଭଣ୍ଡାରରେ  ରକ୍ତର ଅଭାବ ଦେଖିବାକୁ ମିଳିଛି ତେଣୁ ରକ୍ତର ଅଭାବ ଦୂରୀକରଣ ପାଇଁ ବୁଧବାର  ରେଢାଖୋଲ ଥାନାରେ ମୋ ସରକାର 5T ସେଲ ସମ୍ବଲପୁର ଦ୍ଵାରା ଆରକ୍ଷୀ ଅଧିକ୍ଷକଙ୍କ  ନିର୍ଦ୍ଦେଶକ୍ରମେ ଏକ ରକ୍ତଦାନ ଶିବିର ଆୟୋଜନ କରାଯାଇଥିଲା lଏହି ଶିବିରକୁ ଆନୁଷ୍ଠାନିକ ଭାବରେ ଏସ ଡି ପି ଓ ରେଢ଼ାଖୋଲ ପ୍ରଶାନ୍ତ କୁମାର ମେହେର ଉଦଘାଟନ କରିଥିବାବେଲେ ଡାକ୍ତର ଜଳନ୍ଧର ମେହେର, ଏନ୍ ଏସ ଇ ଚେଏୟାରମେନ ଶିବରାମ ସାହୁ, ଆଇ ଆଇ ସି ସୁରୁବାବୁ ଛତ୍ରିଆ, ଏସ ଆଇ ସଞ୍ଜୟ କୁଳୁ, ବ୍ଲକ ଚେଆରମେନ୍ ପ୍ରଦୀପ ପ୍ରଧାନ ଉପସ୍ଥିତ ଥିଲେ l ଏହି ଶିବିରରେ ସର୍ବମୋଟ  108 ୟୁନିଟ ରକ୍ତ ସଂଗ୍ରହ କରା ଯାଇଛି l ଏହି ଶିବିରକୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରକ୍ତ ଭଣ୍ଡାର ର  ଡାକ୍ତର କଳ୍ପେଷ୍ କକ୍କଡ୍, କର୍ମଦେବ ପଟେଲ,ତାପସ ନାୟକ , ରଜତ ସାହୁ,ମନବୋଧ ନାୟକ ଏବଂ ରେଢାଖୋଲ ରକ୍ତଭଣ୍ଡାର ର ଇନ୍ଦ୍ରମଣି ବେହେରା, ମନୋରମା ଧଲ, ଯାମିନି ସାହୁ, ତ୍ରିପୁରାରି ଗଡତିଆ ପରିଚାଳନା କରିଥିଲେ । ହାବିଲଦାର ଏବଂ କନେଷ୍ଟବଳ ଶାଖା ସଂଘ ସଭାପତି ରାମଦାସ ପଣ୍ଡା ଙ୍କ ସଂଯୋଜନା ରେ ଏହି ଶିବିର ଆୟୋଜନ କରାଯାଇଥିଲା l ଏହି ରକ୍ତଦାନ ଶିବିର ରେ ମହିଳାମାନେ ଉତ୍ସାହ ସହକାରେ ରକ୍ତଦାନ କରିଛନ୍ତି l ରେଢାଖୋଲ ଥାନା ର  ର ସମସ୍ତ କର୍ମଚାରୀ ଶିବିର ପରିଚାଳନା ରେ ସହଯୋଗ କରିଥିଲେ । ଏହି ଶିବିରକୁ ସ୍ଥାନୀୟ ଲୋକ ସହଯୋଗ କରିଥିଲେ  l ସମସ୍ତ ରକ୍ତଦାତା ଏବଂ ସହଯୋଗୀ ମାନଙ୍କୁ ଆଇ ଆଇ ସି ସୁରୁବବୁ ଛତ୍ରିଆ ଧନ୍ୟବାଦ୍ ପ୍ରଦାନ ପ୍ରଦାନ କରିଛନ୍ତି l ଏସ ଡି ପି ଓ  ପ୍ରଶାନ୍ତ ମେହେର ରକ୍ତଦାତା ମାନଙ୍କୁ ମାନପତ୍ର ଦେଇ ଉତ୍ସାହିତ କରିଥିଲେ l ଅନ୍ୟ ମାନଙ୍କ ମଧ୍ୟରେ କୁଞ୍ଜ ନନ୍ଦ, ସୂର୍ଯ୍ୟକାନ୍ତ ପ୍ରଧାନ,ଅଶ୍ଵିନୀ ପ୍ରଧାନ,ଅମରେଶ ନାୟକ,ବୁଲୁ ସାହୁ,ମାନସ ପ୍ରଧାନ, ନନ୍ଦୁ ମିରି ,ପ୍ରକାଶ ମୁଖି,ଉଦୟ ନାୟକ,ନରେନ୍ଦ୍ର ଦେଓ,ସୁଦର୍ଶନ ସାହୁ , ବିଦ୍ୟାଧର ସାହୁ,    ଉଷାରାଣୀ ସାହୁ,ମୋନିକା ବେହେରା, ସୁଧମୟୀ ପୁରୋହିତ ଏବଂ ନୟନ ସିଂହ ସହଯୋଗ କରିଛନ୍ତି l ରକ୍ତ ଅଭାବ ରେ କାହାରି ଜୀବନ ନ ଯାଉ ଏହା ହିଁ ସମ୍ବଲପୁର ପୋଲିସ ର ଉଦେଶ୍ୟ ।ପୋଲିସ ର ଏହି ଶିବିରକୁ ଜନସାଧାରଣ ତଥା ବୁଦ୍ଧିଜୀବୀ ମହଲରେ ପ୍ରଶଂସା କରାଯାଇଛି ।


News Comment




Photo in News

Advertisment
Lastest News
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026

You Might Also Like