-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||     

HOME   ଜିଲ୍ଲା

ପ୍ରକଳ୍ପ ନିର୍ଦେଶକ ଡି ଆର ଡି ଏ ଙ୍କ ଦ୍ୱାରା ଡୁଙ୍ଗୁରିପାଲି ବ୍ଲକ କାର୍ଯ୍ୟର ସମୀକ୍ଷା ବୈଠକ - ଅଧିକ ରୁ ଅଧିକ ଶ୍ରମ ଦିବସ ସୃଷ୍ଟି କରିବା ଉପରେ ଗୁରୁତ୍ୱାରୋପ

22-Jun-2022



ସୁବର୍ଣ୍ଣପୁର, ସୁବର୍ଣ୍ଣପୁର ଡି.ଆର.ଡି.ଏ. ପ୍ରକଳ୍ପ ନିର୍ଦେଶକ ଶ୍ରୀ ନିହାର ରଞ୍ଜନ କଁହର ଡୁଙ୍ଗୁରିପାଲି ଗସ୍ତ ରେ ଆସି ବ୍ଲକ ଦ୍ୱାରା କାର୍ଯ୍ୟକାରି କରାଯାଉଥିବା ବିଭିନ୍ନ କାର୍ଯ୍ୟ ର ସମୀକ୍ଷା କରିଥିଲେ l ଏହି ସମୀକ୍ଷା ବୈଠକରେ ବିଶେଷ କରି ମହାତ୍ମାଗାନ୍ଧୀ ଜାତୀୟ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା, ଗ୍ରାମୀଣ ଆବାସ ଯୋଜନା, ଓଡିଶା ଜୀବନ ଜୀବିକା ମିଶନ, ସ୍ୱଚ୍ଛ ଭାରତ ମିଶନ,ରାଜ୍ୟ ଅର୍ଥ ଆୟୋଗ ଓ କେନ୍ଦ୍ର ଅର୍ଥ ଆୟୋଗ ଦ୍ୱାରା ଆବଣ୍ଟିତ ଅର୍ଥ ର ସୁବିନିଯୋଗ ତଥା କାର୍ଯ୍ୟପ୍ରକଳ୍ପ ଗୁଡ଼ିକର ସ୍ଥିତି ଓ ଅଗ୍ରଗତି ର ସମୀକ୍ଷା କରିଛନ୍ତି l କାର୍ଯ୍ୟକାରୀ ପ୍ରତ୍ୟେକ ଯୋଜନା ର ସୁଫଳ ଯେପରି ତୃଣମୂଳ ସ୍ତରରେ ଯୋଗ୍ୟ ହିତାଧିକାରୀ ପାଇପାରିବେ ସେଥି ପ୍ରତି ବିଶେଷ ଯତ୍ନବାନ ହୋଇ କାର୍ଯ୍ୟ କରିବାକୁ ବ୍ଲକ ସ୍ତରରେ କାର୍ଯ୍ୟ କରୁଥିବା ଅଧିକାରୀଙ୍କୁ ପରାମର୍ଶ ଦେଇଛନ୍ତି l ଓଡିଶା ଜୀବିକା ମିଶନ ଜରିଆରେ ଅଧିକ ରୁ ଅଧିକ ଯୋଗ୍ୟ ହିତାଧିକାରୀ ସାମିଲ କରି ଗ୍ରାମୀଣ ଅର୍ଥ ବ୍ୟବସ୍ଥାରେ ଉନ୍ନତି ଆଣିବା ସହ ଗ୍ରାମୀଣ ଜୀବନ ଯାପନ ଶୈଳୀ ରେ ଉନ୍ନତି ଆଣିବାକୁ ପରାମର୍ଶ ଦେଇଛନ୍ତି ପ୍ରକଳ୍ପ ନିର୍ଦେଶକ ଶ୍ରୀ କଁହର l ମହାତ୍ମାଗାନ୍ଧୀ ଜାତୀୟ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ରେ ସରକାରଙ୍କ ଦ୍ୱାରା ପ୍ରଦତ୍ତ ଶ୍ରମ ଦିବସ ଲକ୍ଷ୍ୟ ଧାର୍ଯ୍ୟ କୁ ସମୟ ଅବଧି ମଧ୍ୟରେ ପୂରଣ କରିବାକୁ ନିର୍ଦେଶ ଦେବା ସହ ଅଧିକ ରୁ ଅଧିକ ଶ୍ରମ ଦିବସ ସୃଷ୍ଟି କରିବାକୁ ଗୁରୁତ୍ୱାରୋପ କରିଛନ୍ତି l ସରକାରଙ୍କ  ଗ୍ରାମୀଣ ଆବାସ ଯୋଜନା ର ଧାର୍ଯ୍ୟ ଲକ୍ଷ୍ୟ କୁ ଶତ ପ୍ରତିଶତ ପୂରଣ କରିବା ସହିତ ଆବାସ କାର୍ଯ୍ୟ ରେ କୌଣସି ପ୍ରକାର ଅନୈତିକତା କୁ ବରଦାସ୍ତ କରାଯିବନାହିଁ ବୋଲି ନିର୍ଦେଶ ଦେଇଛନ୍ତି l ବ୍ଲକ ଦ୍ୱାରା କାର୍ଯ୍ୟକାରି ସମସ୍ତ ଯୋଜନା/ପ୍ରକଳ୍ପ ଗୁଡିକୁ ସମୟ ଅବଧି ମଧ୍ୟରେ ସରକାରଙ୍କ ଦ୍ୱାରା ପ୍ରଦତ୍ତ ଲକ୍ଷ୍ୟ ଧାର୍ଯ୍ୟକୁ ପୂରଣ କରିବା ସହ ଅର୍ଥ ବିନିଯୋଗ ପ୍ରମାଣ ପତ୍ର କୁ ସୁନିଶ୍ଚିତ କରିବାକୁ ପରାମର୍ଶ ଦେବା ସହିତ ପଞ୍ଚାୟତ ଗୁଡିକରେ କାର୍ଯ୍ୟରତ ପି ଇ ଓ ମାନଙ୍କୁ ଗ୍ରାମ ପଞ୍ଚାୟତ ଗୁଡିକରେ ରେ ବାକିଆ ଥିବା ବିଦ୍ୟୁତ ବିଲ କୁ ସମ୍ପୂର୍ଣ ପୈଠ  କରିବାକୁ ନିର୍ଦେଶ ଦେଇଛନ୍ତି l ବୈଠକରେ ବି ଡି ଓ ତ୍ରିପୁର ମହାନନ୍ଦିଆ,ଜି ପି ଇ ଓ  ତଥା ଡି ଆର ଡି ଏ କାର୍ଯ୍ୟାଳୟ ର ବିଭିନ୍ନ ବିଭାଗୀୟ ବରିଷ୍ଠ କର୍ମଚାରୀ ଙ୍କ ସହ ବ୍ଲକ ସ୍ତରୀୟ ଅଧିକାରୀ,କର୍ମଚାରୀ ପ୍ରମୁଖ ସମୀକ୍ଷା ବୈଠକରେ ଯୋଗଦାନ  କରିଥିଲେ l


News Comment




Photo in News

Advertisment
Lastest News
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026

You Might Also Like