-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||     

HOME   ଜିଲ୍ଲା

ତୁରେକେଲା ବ୍ଳକ ରେ ନୂତନ ଶିକ୍ଷା ଅଧିକାରୀ ଯୋଗ ଦେଲେ

23-Nov-2020




କଣ୍ଟାବାଞ୍ଜି, (ପ୍ରେରଣା ଖବର) - ବହୁ ପ୍ରତୀକ୍ଷା ପରେ ତୁରେକେଲା ବ୍ଳକ ରେ ଦୀର୍ଘଦିନ ଧରି ଖାଲି ପଡିଥିବା ବ୍ଳକ ଶିକ୍ଷା ଅଧିକାରୀ ପଦବୀ ରେ ନୂତନ ଅଧିକାରୀ ସ୍ଥାୟୀ ଭାବରେ ଯୋଗଦେଇଛନ୍ତି।ଓଡିଶା ସରକାର ୬୨ଜଣ ଏବିଇଓ ମାନଙ୍କ ପଦୋନ୍ନତି କରିଛନ୍ତି ଯାହାଫଳରେ ତୁରେକେଲା ବ୍ଳକରେ ଶିକ୍ଷା ଅଧିକାରୀ ଭାବରେ ଶ୍ରୀ ସୁରେନ୍ଦ୍ର କୁମାର ପୁରୋହିତ ଯୋଗ ଦେଇଛନ୍ତି।ପଦମପୁର ନିବାସୀ ଶ୍ରୀ ପୁରୋହିତ ଏହା ପୂର୍ବରୁ  ପାଇକମାଲ ବ୍ଳକରେ ଏବିଇଓ ଭାବରେ ଚାକିରୀ କରୁଥିଲେ। ପ୍ରାଥମିକ ଶିକ୍ଷକ ସଂଘ(ନୂତନ ପେନସନ)ର ସଭାପତି ଶ୍ରୀ ବିରଞ୍ଚି ନାରାୟଣ ଦାଶ, ଶ୍ରୀ ଫକୀର ଚରଣ ବିଶି,ଏବିଇଓ,ଶ୍ରୀ ରଘୁନାଥ ମହରା,ଏବିଇଓ, ପ୍ରେମରାଜ ପାଣିଗ୍ରାହୀ, ସତ୍ୟ ପ୍ରକାଶ ସାହୁ, ପିତାମ୍ବର ଲୁହା, ନିହିରୁ ତାଣ୍ଡି, ବିଜୟ ତାଣ୍ଡି, ବିମଳ ହାତୀ, ସପ୍ତମ ବେହେରା, ଚୁଡାମଣି ବେହେରା, ବବରୁ ନାୟକ,ଥମିର ଛତ୍ରିଆ, ମାୟାଧର ସଗ୍ରିଆ ଆଦି ଶିକ୍ଷକ ଗଣ ଶ୍ରୀ ସୁରେନ୍ଦ୍ର କିଶୋର ପୁରୋହିତଙ୍କୁ ଫୁଲତୋଡା,ଉପଢୌକନ ଓ ପୁସ୍ତକ ପ୍ରଦାନ କରି ସ୍ୱ।ଗତ ଜଣେଇ ଥିଲେ। ଶ୍ରୀ ପୁରୋହିତ ଶିକ୍ଷକ ମାନଙ୍କର ସାହାଯ୍ୟ ଓ ସହଯୋଗ କାମନା କରିଥିଲେ ଏବଂ ଶିକ୍ଷକ ବୃନ୍ଦ ମଧ୍ୟ ମିଳିମିଶି ବ୍ଳକରେ ଶିକ୍ଷା କାର୍ଯ୍ୟକ୍ରମ ଗୁଡିକୁ ସଫଳ କରିବେ ବୋଲି ପ୍ରତିଶ୍ରୁତି ଦେଇଥିଲେ।ନୂତନ ବିଇଓ ଯୋଗଦେଇ ଥିବାରୁ ଶିକ୍ଷକ ମହଲରେ ଆନନ୍ଦର ଲହରୀ ଖେଳିଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   27-Sep-2026
  ଜିଲ୍ଲା  
ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   27-Sep-2026
  ଜିଲ୍ଲା  
ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ   27-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   27-Sep-2026
  ଜିଲ୍ଲା  
*"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   27-Sep-2026
  ଜିଲ୍ଲା  
*ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   27-Sep-2026
  ଜିଲ୍ଲା  
ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   27-Sep-2026
  ଜିଲ୍ଲା  
କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   27-Sep-2026
  ରାଜ୍ୟ  
ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   27-Sep-2026
  ରାଜ୍ୟ  
ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ   27-Sep-2026
  ଜିଲ୍ଲା  
ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   27-Sep-2026

You Might Also Like