-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର ରେ ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ରଜ ମହୋତ୍ସବ ପାଳିତ - ଯେ କୌଣସି ପର୍ବ ପର୍ବାଣୀ ଜନ ଜୀବନକୁ ଉତଫୁଲ୍ଲିତ କରିବା ସହ ସାମାଜିକ, ଆଧ୍ୟାତ୍ମିକ, ବୌଦ୍ଧିକ ଓ ଅର୍ଥନୈତିକ ବିକାଶ କରିଥାଏ

22-Jun-2022



ସୁବର୍ଣ୍ଣପୁର// ଆଜି  ସୁବର୍ଣପୁର ସ୍ଥିତ ଜିଲ୍ଲା ସଂସ୍କୃତି ଭବନ ପ୍ରେକ୍ଷାଳୟରେ  ଜିଲ୍ଲା ପ୍ରଶାସନ ଓ ଓଡ଼ିଆ  ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ତରଫରୁ ଜିଲ୍ଲାସ୍ତରୀୟ ରଜ ମହୋତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି l ଏଥିରେ ମୁଖ୍ୟ ଅତିଥିଭାବେ ଅତିରିକ୍ତ ଜିଲ୍ଲାପାଳ ସୂର୍ୟ ନାରାୟଣ  ଦାଶ ଯୋଗଦେଇ କହିଲେ  ଯେ କୌଣସି ବି ପର୍ବ ପର୍ବାଣୀ ଜନ ଜୀବନକୁ ଉତଫୁଲ୍ଲିତ କରିବା ସହ ସାମାଜିକ, ଆଧ୍ୟାତ୍ମିକ, ବୌଦ୍ଧିକ ଓ ଅର୍ଥନୈତିକ ବିକାଶ କରିଥାଏ, ରଜପର୍ବ କେବଳ ଝିଅ ବୋହୂଙ୍କ ଏକ ପର୍ବ  ନୁହଁ ,ଏଥିରେ  ରାଜ୍ୟର ସାଂସ୍କୃତିକ,  ଆଧ୍ୟାତ୍ମିକ ଏବଂ ଅର୍ଥନୈତିକ ମହତ୍ତ୍ୱ ମଧ୍ୟ ନିହିତ ଅଛି l ସାରା ରାଜ୍ୟରେ ରଜ ମହୋତ୍ସବ ପାଳନ ହେଉଥିବାରୁ  ଏହା ନିଶ୍ଚିତ ଭାବରେ ପୂର୍ବ ଓ ପଶ୍ଚିମ ଓଡ଼ିଶାର ସାଂସ୍କୃତିକ ସମ୍ପର୍କ ରେ ଏକ ନୂତନ ସୂତ୍ର ଯୋଡି ଦେବ l ଏହି ଉତ୍ସବରେ ସମ୍ମାନିତ ଅତିଥି ଭାବରେ ଅତିରିକ୍ତ  ଜିଲ୍ଲାପାଳ ନିଶି ପୁନମ୍ ମିଞ୍ଜ,  ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ ଗୌରମଣି ହାଁସଦା,  ଜିଲ୍ଲା  ସାମାଜିକ  ସୁରକ୍ଷା  ଅଧିକାରୀ ରବିନ୍ଦ୍ର ପାଲକା , ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଅଶ୍ବିନୀ କୁମାର  ଭୋଇ, ଡ଼େପୁଟି କଲେକ୍ଟର ପ୍ରୟାସି ପଧାନ  ପ୍ରମୁଖ ଯୋଗ ଦେଇଥିଲେ I ଜିଲ୍ଲା ସଂସ୍କୃତି ଅଧିକାରୀ ଯମୁନା ପଧାନଙ୍କ ତତ୍ତ୍ଵାବଧାନରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମା ସନ୍ତୋଷୀ, ସୁବର୍ଣ୍ଣା, ତାରିଣୀ ଓ ସାରଳା ମହିଳା ସ୍ଵୟଂ ସହାୟକ ଗୋଷ୍ଠୀର କର୍ମକର୍ତ୍ତା ମାନେ ବିଭିନ୍ନ ପ୍ରକାରର ସୁସ୍ୱାଦୁ ପିଠାପଣା ଓ  ରଜ ପାନ ତିଆରି କରିଥିଲେ I ଯୁବ ନୃତ୍ୟଶିଳ୍ପୀ ଅଙ୍କିତା ରାୟଗୁରୁ ଏବଂ ସ୍ଵର୍ଣ୍ଣ  ଶିଖା ର କଳାକାରମାନେ ସସ୍ମିତା ପରମଗୁରୁ  ଓ ବେଦବର ପାତ୍ରଙ୍କ ନିର୍ଦ୍ଦେଶନାରେ ସୁନ୍ଦର ନୃତ୍ୟ ପରିବେଷଣ କରିଥିଲେ l

ବିଦ୍ୟାପତି ପଣ୍ଡା ମଞ୍ଚ ପରିଚାଳନା କରିଥିଲେ l  କଳାକାର ଏବଂ  ମହିଳା  ସ୍ଵୟଂ ସହାୟକ ଗୋଷ୍ଠୀ ମାନଙ୍କୁ ମାନପତ୍ର ଓ ଟେରାକୋଟା ଟ୍ରଫି ଦେଇ  ସମ୍ମାନିତ କରାଯାଇଥିଲା l କାର୍ଯ୍ୟକ୍ରମକୁ  ଓଡିଶା ସଙ୍ଗୀତ ନାଟକ ଏକାଡ଼େମୀର ସଦସ୍ୟ ସାଶ୍ୱତ ତ୍ରିପାଠୀଙ୍କ ସମେତ ବିଭିନ୍ନ ବିଭାଗର ପଦାଧିକାରୀ,  କର୍ମଚାରୀ,  ମହିଳା ସ୍ଵୟଂ ସହାୟକ ଦଳ ର ସଦସ୍ୟl, ଛାତ୍ର ଛାତ୍ରୀ,  ଜିଲ୍ଲା ଗ୍ରନ୍ଥାଳୟର ପାଠକ ପାଠିକା  ଏବଂ  ଗଣମାଧ୍ୟମର ପ୍ରତିନିଧି ପ୍ରମୁଖ ଉପଭୋଗ  କରିଥିଲେ  I


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026

You Might Also Like