-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||     

HOME   ଜିଲ୍ଲା

କନ୍ୟାକିରଣ ଫାଉଣ୍ଡେସନ ମାଧ୍ୟମରେ ହ୍ବିଲ ଚେୟାର ପାଇଲେ ଭବାନୀ

22-Jun-2022



ବଲାଙ୍ଗୀର /ବେଲପଡା (ପୁର୍ଣ୍ଣ ଶଶୀ ଶେଖର ରାଓ) ବଲାଙ୍ଗିର ଜିଲ୍ଲା ବେଲପଡା ବ୍ଲକ୍  କପାଣି ପଞ୍ଚାୟତ ଅନ୍ତର୍ଗତ ଡୁଙ୍ଗୁରିଗୁଡା ଗ୍ରାମର  ଜୟକୃଷ୍ଣ ସୁନା ଏବଂ ଲକ୍ଷ୍ମୀ ସୁନାଙ୍କ ଝିଅ ଭବାନି ସୁନା । ସେ ଥିଲେ ଜଣେ  ମେଧାବୀ ଛାତ୍ରୀ l  ତାଙ୍କ ସ୍ବପ୍ନ ଥିଲା ଯେ ପାଠ ପଢି ସରକାରୀ ଚାକିରି କରିବେ । ହେଲେ ଭାଗ୍ୟର ବିଡମ୍ବନା ଯେ ତାଙ୍କ ସ୍ବପ୍ନ ; ସ୍ବପ୍ନ ରେ ରହିଗଲା ।ଯେତେବେଲେ ସେ ଦଶମ ଶ୍ରେଣୀରେ ପଢୁଥିଲେ ସେତେବେଲେ ସେ ପକ୍ଷାଘାତ ରୋଗରେ ପୀଡିତ ହେଲେ ଏବଂ ତାଙ୍କ ଯିବା ଆସିବାରେ ବହୁ କଷ୍ଟ ଭୋଗୁଥିଲେ । ବର୍ତ୍ତମାନ ସେ ଚାଲିବୁଲି ପାରୁନାହାନ୍ତି l ସବୁବେଳେ ଘରେ ରହୁଛନ୍ତି।ଏ ବିଷୟରେ ଖବର ପାଇ ପାଟଣାଗଡର 'କନ୍ଯାକିରଣ ଫାଉଣ୍ଡେସନ୍' ର ସଦସ୍ୟମାନେ ଭବାନୀ ସୁନା ଙ୍କ ପାଖକୁ ଯାଇ ତାଙ୍କର ସବୁ ଦୁଃଖ ବୁଝିଥିଲେ ।ଆଉ ଭବାନି ଙ୍କର ଯିବାଆସିବା ସୁବିଧା ପାଇଁ ବେଲପଡା ବି.ଡି.ଓ ଭିକ୍ଟୋରିଆ ସୋରେନ୍ ଓ  ବି.ଏସ୍.ଏସ୍.ଓ ସରୋଜ ପଟେଲଙ୍କ  ସହ ଏ ବିଷୟରେ ଆଲୋଚନା କରି ଭବାନୀଙ୍କ ପାଇଁ ଗୋଟିଏ ହ୍ବିଲ୍ ଚେୟାର୍ ର ବ୍ଯବସ୍ଥା କରିଥିଲେ ।ଗୋଟିଏ ଅସହାୟ ଝିଅଙ୍କୁ

ସାହାଯ୍ଯ କରି କନ୍ଯାକିରଣ୍ ଫାଉଣ୍ଡେସନ୍ ର ସଦସ୍ଯା ଚନ୍ଦ୍ରକାନ୍ତି ସେଟ୍,ସନ୍ତୋଷିନୀ ବିଶି, ନିରୂପମା ଧରୁଆ,ରେଣୁ ବନଗୁଲା, ରାସେଶ୍ବରୀ ଧରୁଆ, ଆଲତୀ ନାଏକ୍, ମମତା ନାଏକ୍,ମଞ୍ଜୁଲତା ବିଶ୍ବାଲ୍, ଗୀତାଞ୍ଜଳୀ ବୁଡେକ୍, ଶାନ୍ତି ସାହୁ,ଲକ୍ଷ୍ମୀବନ୍ତି ସାହୁ ଏବଂ ଅନିମା ଦାସ୍ ନିଜକୁ ବହୁତ୍ ଖୁସି ଅନୁଭବ କରୁଛନ୍ତି ।କନ୍ଯାକିରଣ୍ ଫାଉଣ୍ଡେସନ୍ ସବୁ ସମୟ ରେ ସବୁ ଅସହାୟ ଲୋକଙ୍କ ପାଇଁ ସହଯୋଗର ହାତ ବଢ଼ାଇବା ବୋଲି କନ୍ୟାକିରଣ  ଫାଉଣ୍ଡେସନର ସଭାପତି ସେବିକା ରାଜହଂସ ମନ୍ତବ୍ୟ ଦେଇଛନ୍ତି । ଏଭଳି କାର୍ଯ୍ୟ ପ୍ରତି ପାଟଣାଗଡ଼ ବେଲପଡା ଖପ୍ରାଖୋଲ ବ୍ଳକ ଲୋକେ ପ୍ରଶଂସା କରୁଥିବା ଶୁଣିବାକୁ ମିଳୁଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026

You Might Also Like