-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||     

HOME   ଜିଲ୍ଲା

ଶରୀରର ରୋଗ ପ୍ରତିରୋଧକ ଶକ୍ତି ବଢାଇଥାଏ ଅଁଳା

23-Nov-2020



(ସଞ୍ଜୀବ ଦାସ)     ଶୀତ ଦିନେ ମନୁଷ୍ୟ ଶରୀର ପାଇଁ ବେଶ ଉପକାରୀ ସାବ୍ୟସ୍ତ ହୋଇଥାଏ ଅଁଳା । ଏହା ଶରୀରର ରୋଗ ପ୍ରତିରୋଧକ ଶକ୍ତି ବଢାଇବା ସହ ବିଭିନ୍ନ ପ୍ରକାରର ରୋଗରୁ ମୁକ୍ତି ମଧ୍ୟ ଦେଇଥାଏ ।
ଏଥିରେ ଥିବା ଉପକାରୀ ତତ୍ବ ଫୁସଫୁସକୁ ବାୟୁ ପ୍ରଦୂଷଣରୁ ସୁରକ୍ଷା ଦେବାରେ ସହାୟକ ହୋଇଥାଏ । ଅଁଳାକୁ କେହିକେହି କଞ୍ଚା ଖାଉଥିବା ବେଳେ ଆଉ କେହିକେହି ଆଚାର କିମ୍ବା ଜୁସ୍ ଆକାରରେ ସେବନ ମଧ୍ୟ କରିଥାନ୍ତି ।
ଆସନ୍ତୁ ଜାଣିବା ଅଁଳାକୁ କେମିତି ଓ କେତେବେଳେ ସେବନ କରିବା ଉଚିତ୍ଶୀ

 ଶୀତତୁରେ ଅଁଳା ଖାଇବାର ଫାଇଦା-

ଶୀତ ଋତୁରେ ଲୋକମାନେ ହୃଦଘାତ, ରକ୍ତଚାପ ଏବଂ ଶ୍ୱାସକ୍ରିୟା ଭଳି ଅନ୍ୟାନ୍ୟ ରୋଗରେ ପିଡିତ ହେବାର ଆଶଙ୍କା ରହିଥାଏ। ହେଲେ ଶୀତଦିନେ ବାୟୁ ପ୍ରଦୂଷଣର ସ୍ତର ଯଦି ବଢେ ତାହେଲେ ଏହି ସମସ୍ୟା ବଢିବାର ଆଶଙ୍କା ରହିଛି। ଶୀତଦିନିଆ ଫଳରେ ଥିବା ଆଣ୍ଟି-ଇନ୍‌ଫ୍ଲାମେଟୋରୀ ଏବଂ ଆଣ୍ଟିଅକ୍ସିଡାଣ୍ଟ ଉପାଦାନ ସ୍ୱାସ୍ଥ୍ୟ ପାଇଁ ବେଶ ଲାଭଦାୟକ । ସେହିପରି ଅଁଳାରେ ଥିବା ଭିଟାମିନ୍ ସିର ପରିମାଣ ଶରୀରରେ ରୋଗ ପ୍ରତିରୋଧକ ଶକ୍ତି ବଢାଇବାରେ ସହାୟକ ହୋଇଥାଏ 

କେତେବେଳେ ଓ କିପରି ଖାଇବେ ଅଁଳା-

ପ୍ରତିଦିନ ସକାଳେ ଖାଲି ପେଟରେ ଅଁଳା ଖାଇବା ସ୍ବାସ୍ଥ୍ୟ ପାଇଁ ଭଲ ହୋଇଥାଏ । ଆପଣ ପ୍ରତିଦିନ ସକାଳେ ଗୋଟିଏରୁ ଦୁଇଟି ଲେଖାଏଁ ଅଁଳା ଖାଇପାରିବେ । ତେବେ ଗୋଟିଏ ଦିନରେ ଦୁଇଟିରୁ ଅଧିକ ଅଁଳା ଖାଇବା ଉଚିତ୍ ନୁହେଁ । ଏହାର ସେବନ ଦ୍ବାରା ଶରୀରରେ ଜଳସ୍ତର କମିନଥାଏ ।

ତ୍ବଚାକୁ କୋମଳ କରିଥାଏ-
ଏଥିରେ ପ୍ରଚୁର ପରିମାଣର ଭିଟାମିନ୍ ଏ ଅଛି, ଯାହା ଆମ ଚର୍ମକୁ କୋମଳ ଏବଂ ଉଜ୍ବଳ କରିଥାଏ । ଖାଲି ପେଟରେ ଅଁଳା ଖାଇବା ଦ୍ୱାରା କୋଲେଜନ୍ କମିଥାଏ । ଯାହାକୁ ଆମ ତ୍ବଚାକୁ ସୁନ୍ଦର କରିଥାଏ । ତେବେ ଗର୍ଭବତୀ ଏବଂ ସ୍ତନ୍ୟପାନ କରାଉଥିବା ମହିଳାମାନେ ଅଁଳା ଖାଇବା ଦ୍ବାରା ଡାକ୍ତରଙ୍କ ସହ ପରାମର୍ଶ କରିବା ଜରୁରୀ । 

ଡାଇବେଟିସ୍ ଦୂର କରେ-

ମଧୁମେହ ଦୂର କରିବାରେ ଅଁଳା ସହାୟକ ହୋଇଥାଏ । ଏହା ଉଚ୍ଚ ରକ୍ତଚାପକୁ ମଧ୍ୟ ନିୟନ୍ତ୍ରଣ କରିଥାଏ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   27-Sep-2026
  ଜିଲ୍ଲା  
ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   27-Sep-2026
  ଜିଲ୍ଲା  
ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ   27-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   27-Sep-2026
  ଜିଲ୍ଲା  
*"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   27-Sep-2026
  ଜିଲ୍ଲା  
*ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   27-Sep-2026
  ଜିଲ୍ଲା  
ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   27-Sep-2026
  ଜିଲ୍ଲା  
କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   27-Sep-2026
  ରାଜ୍ୟ  
ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   27-Sep-2026
  ରାଜ୍ୟ  
ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ   27-Sep-2026
  ଜିଲ୍ଲା  
ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   27-Sep-2026

You Might Also Like