-+91-9937148622 |

prerana_bgr@rediffmail.com |

  Thursday 23rd April 2026 |

| | | |

R.N.I. Regd No. ODIODI/2010/46693

Breaking News

*ସାମ୍ବାଦିକ ଏବଂ ଆଇନଜୀବୀ ଙ୍କ ସମାଜ ସେବା*   (23-Apr-2026)       ||      ଅନାସ୍ଥାରେ ପଦ ହରାଇଲେ ଅରଙ୍ଗାବାଦ ସରପଞ୍ଚ   (23-Apr-2026)       ||      ମହାନଦୀ ଧାରାର ଜଳବାୟୁ ପରିବର୍ତ୍ତନ କନକ୍ଳେଭ୍ ୨୦୨୬, ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ: ଆଲୋଚକ   (23-Apr-2026)       ||      *ମହାନଦୀ ଧାରା ର ଜଳବାୟୁ ପରିବର୍ତ୍ତନ Conclave ୨୦୨୬*- *ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ*- *ଆଲୋଚକ*-   (23-Apr-2026)       ||      ଡୁଙ୍ଗୁରିପାଲି ପଂଚାୟତ ସମିତିର ସାଧାରଣ ବୈଠକ ଅନୁଷ୍ଠିତ, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ର ସମୀକ୍ଷା   (23-Apr-2026)       ||      RTO ଚାଲାଣ ନାଁରେ ଠକେଇ: ୪ ଗିରଫ♦️ ସାଇବର ପୋଲିସ କବଜାରେ ଆରଟିଓ ଚାଲାଣ ନାଁରେ ଠକୁଥିବା ଗ୍ୟାଙ୍ଗ   (22-Apr-2026)       ||      ଚାକିରି ଦେବ କହି ମହିଳାଙ୍କ ଠାରୁ ଠକି ନେଲା ୧୫ଲକ୍ଷ ଟଙ୍କା    (22-Apr-2026)       ||      ଜନଗଣନାରେ ନିୟୋଜିତ ସରକାରୀ କର୍ମଚାରୀଙ୍କ ସୁରକ୍ଷା ପାଇଁ ଆସିବ ଏସ୍‌ଓପି ♦️ ଏନେଇ ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ ରାଜସ୍ବ ଓ ଜନଗଣନା ଅଧିକାରୀଙ୍କ ସହ ଏକ ବୈଠକ    (22-Apr-2026)       ||      .ସି କଲେଜରେ ଜାତୀୟ ସେବା ସଂସ୍ଥା ପକ୍ଷରୁ ଗ୍ରୀଷ୍ମ କାଳୀନ ଶିବିର   (22-Apr-2026)       ||      ଚଳିତ ଶିକ୍ଷାବର୍ଷ ୨୦୨୬-୨୭ର ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ   (22-Apr-2026)       ||      *ଆଜି ଠାରୁ ବଣ୍ଟନ ହେବ ହାଇଟେକ୍ ପଟ୍ଟା* -   (22-Apr-2026)       ||      ବିଶ୍ବ ପ୍ରତିମୂର୍ତ୍ତି ସଫେଇ ଓ ସଂରକ୍ଷଣ ଦିବସ   (22-Apr-2026)       ||      ଜିଲ୍ଲାସ୍ତରୀୟ ଅକ୍ଷି ମୁଠି କାର୍ଯ୍ୟକ୍ରମରେ ଯୋଗ ଦେଲେ ସାଂସଦ ମନମୋହନ ସାମଲ   (22-Apr-2026)       ||      ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ♦️ ରଥଖଳା ଚଳଚଞ୍ଚଳ    (22-Apr-2026)       ||      ଆହୁରି ୫ ଦିନ ଜଳିବ ପଶ୍ଚିମ ଓଡ଼ିଶା, କିଛି ସ୍ଥାନରେ ତାତି ୪୫ ଡିଗ୍ରୀ ଛୁଇଁପାରେ    (22-Apr-2026)       ||      ବଲାଙ୍ଗିର ପୌର ପରିଷଦ ପକ୍ଷରୁ ଆଳୋକିକରଣ କାର୍ଯ୍ୟକ୍ରମ ଉଦ୍ଘାଟନ    (21-Apr-2026)       ||      ସୁବର୍ଣ୍ଣପୁର ଠାରେ ସି ଏମ୍ ଟ୍ରଫି ର ଉଦ୍ଘାଟନ*- *ଭାଗ ନେଲେ ୪୩ ଗୋଟି ଦଳ*-   (21-Apr-2026)       ||      ମୁଖ୍ୟମନ୍ତ୍ରୀଙ୍କ ବଲାଙ୍ଗିର ଗସ୍ତ ବେଳେ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିରର ବିଭିନ୍ନ ସମସ୍ୟା ସମ୍ବଳିତ ଦାବିପତ୍ର ପ୍ରଦାନ କରିବ ବିଜେଡି    (21-Apr-2026)       ||      ସ୍କାଉଟ ମାଷ୍ଟର ଓ ଗାଇଡ଼ କ୍ୟାପ୍ଟନ ମାନଙ୍କ ବେସିକ ତାଲିମ ଶିବିର ଉଦଯାପିତ, "ଯୁବ ପିଢ଼ି କୁ ସଠିକ ମୂଲ୍ୟବୋଧ ଦେବାରେ ସ୍କାଉଟ ଓ ଗାଇଡ଼ ର ଭୂମିକା ଅପରିହାର୍ଯ୍ୟ"   (21-Apr-2026)       ||      *ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ରେ ଜିଲ୍ଲାସ୍ତରୀୟ ସାମୁହିକ ବିବାହ*- *୧୭ ଯୋଡ଼ା ବରବଧୂଙ୍କ ବିବାହ ସମ୍ପନ୍ନ*-   (21-Apr-2026)       ||     

HOME   ଜିଲ୍ଲା

ବୀରମହାରାଜପୁରରେ ଭତ୍ତା ବଣ୍ଟନ କାର୍ଯ୍ୟକ୍ରମ

23-Jun-2022



ବୀରମହାରାଜପୁର, (ବିନୋଦ ପାଣ୍ଡେ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ସଭାଗୃହ ଠାରେ ବ୍ଳକସ୍ତରୀୟ ମେଗା ଭତ୍ତା ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ ବିଧାୟକ ପଦ୍ମନାଭ ବେହେରା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହି କାର୍ଯ୍ୟକ୍ରମ କୁ ଶୁଭାରମ୍ଭ କରିଥିଲେ।  ବ୍ଳକ ଅଧ୍ୟକ୍ଷା ଶାନ୍ତି ଲୁହା, ଉପାଧ୍ୟକ୍ଷ ନାରାୟଣ ଲୁହା, ଗୋଷ୍ଠୀ ଉନ୍ନୟନ ଅଧିକାରୀ ମୋତିଲାଲା ସୁଲିଆ, ଚମ୍ପାମାଲ ସରପଞ୍ଚ

 ‌ମହେନ୍ଦ୍ର ଜଗଦଲା, ସମିତି ସଭ୍ୟ ଲକ୍ଷ୍ମୀ ନାରାୟଣ ପୁରୋହିତ ଙ୍କ ସହ ଅନ୍ୟାନ୍ୟ ଜନପ୍ରତିନିଧି ମାନେ ଉପସ୍ଥିତ ଥିଲେ। ନୂତନ ଭାବେ ସାମିଲ ହୋଇଥିବା ୧୭୪ ଟି ବିଧବା, ବାର୍ଦ୍ଧକ୍ୟ ଓ ବିକଳାଙ୍ଗ  ହିତାଧିକାରୀଙ୍କ ମଧ୍ୟରୁ ଶ୍ରୀ ବେହେରା ୬୦ ଜଣଙ୍କୁ  ଭତ୍ତା କାର୍ଡ ପ୍ରଦାନ କରିଥିଲେ । ବ୍ଳକ ସାମାଜିକ ସୁରକ୍ଷା ଅଧିକାରୀ ଅଞ୍ଜୁଲତା ମିଶ୍ର କାର୍ଯ୍ୟକ୍ରମ ପରିଚାଳନା କରିଥିବା ବେଳେ ବ୍ଳକ କର୍ମଚାରୀ ମାନେ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସାମ୍ବାଦିକ ଏବଂ ଆଇନଜୀବୀ ଙ୍କ ସମାଜ ସେବା*   23-Apr-2026
  ଜିଲ୍ଲା  
ଅନାସ୍ଥାରେ ପଦ ହରାଇଲେ ଅରଙ୍ଗାବାଦ ସରପଞ୍ଚ   23-Apr-2026
  ଜିଲ୍ଲା  
ମହାନଦୀ ଧାରାର ଜଳବାୟୁ ପରିବର୍ତ୍ତନ କନକ୍ଳେଭ୍ ୨୦୨୬, ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ: ଆଲୋଚକ   23-Apr-2026
  ଜିଲ୍ଲା  
*ମହାନଦୀ ଧାରା ର ଜଳବାୟୁ ପରିବର୍ତ୍ତନ Conclave ୨୦୨୬*- *ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ*- *ଆଲୋଚକ*-   23-Apr-2026
  ଜିଲ୍ଲା  
ଡୁଙ୍ଗୁରିପାଲି ପଂଚାୟତ ସମିତିର ସାଧାରଣ ବୈଠକ ଅନୁଷ୍ଠିତ, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ର ସମୀକ୍ଷା   23-Apr-2026
  ଜିଲ୍ଲା  
RTO ଚାଲାଣ ନାଁରେ ଠକେଇ: ୪ ଗିରଫ♦️ ସାଇବର ପୋଲିସ କବଜାରେ ଆରଟିଓ ଚାଲାଣ ନାଁରେ ଠକୁଥିବା ଗ୍ୟାଙ୍ଗ   22-Apr-2026
  ଜିଲ୍ଲା  
ଚାକିରି ଦେବ କହି ମହିଳାଙ୍କ ଠାରୁ ଠକି ନେଲା ୧୫ଲକ୍ଷ ଟଙ୍କା   22-Apr-2026
  ଜିଲ୍ଲା  
ଜନଗଣନାରେ ନିୟୋଜିତ ସରକାରୀ କର୍ମଚାରୀଙ୍କ ସୁରକ୍ଷା ପାଇଁ ଆସିବ ଏସ୍‌ଓପି ♦️ ଏନେଇ ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ ରାଜସ୍ବ ଓ ଜନଗଣନା ଅଧିକାରୀଙ୍କ ସହ ଏକ ବୈଠକ   22-Apr-2026
  ଜିଲ୍ଲା  
.ସି କଲେଜରେ ଜାତୀୟ ସେବା ସଂସ୍ଥା ପକ୍ଷରୁ ଗ୍ରୀଷ୍ମ କାଳୀନ ଶିବିର   22-Apr-2026
  ଜିଲ୍ଲା  
ଚଳିତ ଶିକ୍ଷାବର୍ଷ ୨୦୨୬-୨୭ର ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ   22-Apr-2026
  ଜିଲ୍ଲା  
*ଆଜି ଠାରୁ ବଣ୍ଟନ ହେବ ହାଇଟେକ୍ ପଟ୍ଟା* -   22-Apr-2026
  ଜିଲ୍ଲା  
ବିଶ୍ବ ପ୍ରତିମୂର୍ତ୍ତି ସଫେଇ ଓ ସଂରକ୍ଷଣ ଦିବସ   22-Apr-2026

You Might Also Like