-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

ବିଶ୍ୱ ଯୋଗ ଦିବସ ରେ ସୁବର୍ଣ୍ଣପୁର ଜିଲ୍ଲାର ଯୁବ ଯୋଗ ପ୍ରଶିକ୍ଷକ ମନୋଜ ପଣ୍ଡାଙ୍କ ମାରାଥନ ଯୋଗ ପ୍ରଶିକ୍ଷଣ

23-Jun-2022



ସୁବର୍ଣ୍ଣପୁର//  ବିଶ୍ୱ ଯୋଗ ଦିବସ ରେ ସୁବର୍ଣ୍ଣପୁର ଜ଼ିଲ୍ଲା ର ବିଭିନ୍ନ ଜାଗାରେ ଯୋଗ ପ୍ରଶିକ୍ଷଣ ଶିବିର, ଯୋଗ ମୋହତ୍ସଵ ସମିତି ସୁବର୍ଣ୍ଣପୁର  ତରଫରୁ ଏକ ଦିବସୀୟ   ଯୋଗ ଶିବିର ଅନୁଷ୍ଠିତ ହୋଇ ଯାଇଛି । ଉକ୍ତ ପ୍ରଶିକ୍ଷଣ ଶିବିରରେ ଯୁବ ଯୋଗାଚାର୍ଯ୍ୟ  ମନୋଜ କୁମାର ପଣ୍ଡା ଯୋଗ ପ୍ରଶିକ୍ଷଣ ଦେଇଥିଲେ ଓ ରଶ୍ମିରଂଜନ ଦାସ ସହଯୋଗ କରିଥିଲେ l ତରଭା ଠାରେ  ମାଙ୍ଗେଲାଲ ଅଗ୍ରୱାଲ, ରାଜେନ୍ଦ୍ର ଶର୍ମା, ରାମ ନାରାୟଣ ସାହୁ ସମେତ  ବହୁ ଯୁବକ ଉପସ୍ଥିତ ରହି ଯୋଗ ପ୍ରଶିକ୍ଷଣ ନେଇ ଥିବା ବେଳେ ଏବର୍ଷର ବିଶ୍ୱ ଯୋଗ ଦିବସ କୁ ସଫଳ କରିବା ସକାଶେ ଦୀର୍ଘ ଗୋଟିଏ ମାସ ଆଗରୁ ପ୍ରତି ବ୍ଲକରୁ ଦଶ ଜଣ ଲେଖାଏଁ ଯୋଗ ପ୍ରଶିକ୍ଷକଙ୍କୁ  ନିଯୁକ୍ତି ଦିଆ ଯାଇଥିଲା  l ଯୋଗ ପ୍ରଶିକ୍ଷଣ ଦ୍ୱାରା ୟୋଗ ଦିବସକୁ କିପରି ସଫଳ କରାଯାଇ ପାରିବ ତରଭା ନଗର ତଥା ତହସିଲ ର ବିଭିନ୍ନ ଅଞ୍ଚଳ ରେ ପାଳନ କରାଯିବ ସେ ନେଇ ଓଡ଼ିଶା ଯୋଗ ସଂସ୍ଥାନ ତରଫରୁ  ବ୍ୟାପକ ପ୍ରସ୍ତୁତି କରାଯାଇଥିଲା l ଯୋଗ ଗୁରୁ ଶ୍ରୀ ପଣ୍ଡା ବିଶ୍ୱ ଯୋଗ ଦିବସ ରେ ସକାଳ 5 .15ରୁ  SBI ଗ୍ରାମୀଣ ଆତ୍ମ ନିଯୁକ୍ତି ପ୍ରଶିକ୍ଷଣ କେନ୍ଦ୍ର ର କର୍ମଚାରୀଙ୍କୁ, ତାପରେ 7 ଘଣ୍ଟାରେ ଜିଲ୍ଲା ଫୌଜଦାରୀ ଓ ଦେୱାନୀ ଅଦାଲତ ସମ୍ମୁଖ ରେ ସମସ୍ତ ଆଇନଜୀବୀ, ବିଚାରପତିଙ୍କୁ,ତାପରେ 7.45ରେ କେନ୍ଦୀୟ ବିଦ୍ୟାଳୟ ର ଛାତ୍ର ଛାତ୍ରୀ ଙ୍କୁ, ପରେ  ଲଗାତାର ଭାବେ ପଦ୍ମିନୀ ଦେବୀ କଲେଜ  ଛାତ୍ର ଛାତ୍ରୀଙ୍କୁ, ଜିଲ୍ଲା ଉପ -କାରାଗାର , କୃଷି ବିଜ୍ଞାନ କେନ୍ଦ୍ର  କର୍ମଚାରୀଙ୍କୁ, ପରେ  କିଡ୍ସ ଇଂଲିଶ ମିଡ଼ିଅମ ସ୍କୁଲ ଓ ଶେଷ ରେ କୋଶଳ ଆବାସିକ ବିଦ୍ୟାଳୟ ଛାତ୍ର ଛାତ୍ରୀ ଙ୍କୁ  ବିଶ୍ୱ  ଯୋଗ ଦିବସ

ପାଳନ ଅବସରରେ ଭୋର 5 ଟା ରୁ ଦିବା 12 ଘଣ୍ଟା ଯାଏ ସହର ତଥା ଜ଼ିଲ୍ଲାର ବିଭିନ୍ନ ଅଞ୍ଚଳକୁ ମାରାଥନ ଗସ୍ତ କରି  ଖୁବ ସୁନ୍ଦର ଭାବେ ବିଭିନ୍ନ ଭାଷାରେ ଯୋଗ  ପ୍ରଶିକ୍ଷଣ  ପ୍ରଦାନ କରି ଶ୍ରୀ ପଣ୍ଡା ନିଜର ପୋଲିସ ଡିଉଟି ସାଙ୍ଗେ ସାଙ୍ଗେ  ଏତେ ସମୟ  ଧରି ସମାଜ ସୁଧାର କାମରେ  ଜ଼ିଲ୍ଲା ପୋଲିସ ବିଭାଗ ର ଊଚ୍ଚ କର୍ତ୍ତୃପକ୍ଷଙ୍କ  ପ୍ରେରଣା ଉତ୍ସାହ ଯୋଗୁଁ ସବୁଠି ନିଜେ ପ୍ରଶଂସିତ ହେବା ସହିତ ପୋଲିସ ବି ବିଭାଗର ମଧ୍ୟ ଗୌରବ ବଢ଼ାଇ ପାରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like