-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||     

HOME   ଜିଲ୍ଲା

କୋଭିଡ ପରୀକ୍ଷା କେନ୍ଦ୍ରରେ ତାଲା, ରୋଗୀ ଦୁର୍ଦ୍ଦଶା ର ଶିକାର ହେବା ନେଇ କାର୍ଯ୍ୟାନୁଷ୍ଠାନ ଦାବି

24-Jun-2022



ଟିଟିଲାଗଡ(ସନ୍ତୋଷ କୁମାର ନାଏକ) :ବର୍ତ୍ତମାନ ସୁଦ୍ଧା କୋଭିଡ-୧୯  ନିୟମ ସରକାରୀ ଭାବେ ପାଳନ କରିବା ସରକାରୀ ନିର୍ଦ୍ଦେଶ ରହିଥିବା ବେଳେ ତାର ଖୋଲା, ଖୋଲି ଉଲଂଘନ କରାଯିବା ଅଭିଜୋଗ ହୋଇଛି । ସୂଚନା ଅନୁଯାୟୀ ଟିଟିଲାଗଡ଼ ସବ୍ଡିଭିଜନାଲ ସରକାରୀ ଡାକ୍ତରଖାନାରେ କୋଭିଡ ଟୀକା ସହ ପରିକ୍ଷଣ ପାଇଁ ସ୍ୱତନ୍ତ୍ର କେନ୍ଦ୍ର ସ୍ଥାପନ କରାଯାଇ ଥିବା ବେଳେ ଉକ୍ତ କେନ୍ଦ୍ର ମାନମୁଖୀ ଭାବେ ଖୋଲିବା ଓ ବାନ୍ଦ କରାଯାଉ ଥିବା ଯୋଗୁଁ ସାଧାରଣ  ଓ ଗୁରୁତର ରୋଗୀ ଏହି ପରୀକ୍ଷା କରି ନ ପାରି ଦୁର୍ଦ୍ଦଶାର ଶିକାର ହେଉଛନ୍ତି । ପ୍ରକାଶ ଯେ,ଟିଟିଲାଗଡ ଡାକ୍ତରଖାନାକୁ ସଞ୍ଜୟ ବାଗ ନାମକ ଜଣେ ଯୁବକ ଜ୍ୱର ହେବା ଯୋଗୁଁ ଯାଇଥିବା ବେଳେ ଉପସ୍ଥିତ ଡାକ୍ତରଖାନାର ମ୍ୟାଡିକାଲ ଅଫିସର ଡ଼ଃ କୃଷ୍ଣଚନ୍ଦ୍ର ପାଲ ଏହି ପରୀକ୍ଷା ପାଇଁ ପଠେଇ ଥିବା ବେଳେ କେହି କର୍ମଚାରୀ ନ ଥିବା ଯୋଗୁଁ ଫେରିଥିଲେ । ହେଲେ ବିନା ପରୀକ୍ଷଣରେ ଭର୍ତ୍ତି ଅବା ଔଷଧ ପ୍ରଦାନ କରିବା ଉଚିତ ନ ଥିବାରୁ ଆଜି ସକାଳୁ ସେ ଜଗିଥିଲେ ସୁଦ୍ଧା କର୍ମଚାରୀଙ୍କ ଦେଖା ନାହିଁ । ଏ ନେଇ ତୁରନ୍ତ ବିଭାଗୀୟ ମୁଖ୍ୟ ଦୃଷ୍ଟି ଦେବାକୁ ଦାବି ହେଉଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026

You Might Also Like