-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||     

HOME   ରାଜ୍ୟ

ଜିଲ୍ଲା ସ୍ତରୀୟ ବିଶ୍ଵ ଯୋଗ ଦିବସ ପାଳିତ

24-Jun-2022



ସୁବର୍ଣ୍ଣପୁର, ଭାରତ ସ୍ୱାଭିମାନ ଓ ପତଞ୍ଜଳି ଯୋଗ ସମିତି ଆନୁକୂଲ୍ୟରେ ସୁବର୍ଣ୍ଣପୁର ଠାରେ ସୁବର୍ଣ୍ଣା ପରିସରରେ ଜିଲ୍ଲା ସ୍ତରୀୟ ବିଶ୍ୱ ଯୋଗ ଦିବସ ମହାସମାରୋହ ରେ ପାଳିତ ହୋଇଯାଇଛି l ଏଥିରେ ସୁବର୍ଣ୍ଣପୁର ଜିଲ୍ଲା ଭାରତ ସ୍ୱାଭିମାନ ପ୍ରଭାରୀ ଗୋରେଖନାଥ ସାହୁ ମାର୍ଗ ଦର୍ଶନ କରିଥିଲେ l ଏହି ଉପଲକ୍ଷେ ଅନୁଷ୍ଠିତ ସାଧାରଣ ସଭାରେ ପ୍ରଫେସର ଶମ୍ଭୁଭୂଷଣ ପଣ୍ଡା ଅଧ୍ୟକ୍ଷତା କରିଥିଲେ l ପ୍ରଫେସର ନାରାୟଣ ପ୍ରସାଦ ରାୟଗୁରୁ ମୁଖ୍ୟ ଅତିଥି ଭାବରେ ଏବଂ ପଙ୍କଜ କୁମାର ମେହେର ସମ୍ମାନୀତ ଅତିଥି ଭାବରେ ଯୋଗ ଦେଇଥିଲେ l ମହିଳା ପ୍ରଭାରୀ ପ୍ରଫେସର ମୀନା ମହାରଣା ଓ କିଷାନ ପ୍ରଭାରୀ ପ୍ରତାପ କେଶରୀ ରାୟଗୁରୁ ମଧ୍ୟ ମଂଚାସୀନ ହୋଇ ଥିଲେ l ଯୋଗ ଶିକ୍ଷିକା ଭଗବତୀ ରାୟଗୁରୁ, ଯୋଗ ଶିକ୍ଷକ ଦିଲ୍ଲୀପ କୁମାର ରଥ, ଯୋଗ ଶିକ୍ଷକ ସତ୍ୟନାରାୟଣ ବସ୍ତିଆ ଓ ବରିଷ୍ଠ ସଭ୍ୟା କଳ୍ପନା ମେହେର ନିଜର ଯୋଗାନୁଭୂତି ସମ୍ପର୍କରେ ବକ୍ତବ୍ୟ ପ୍ରଦାନ କରିଥିଲେ l ବକ୍ତା ମାନେ ଯୋଗର ଉପକାରୀତା ସମ୍ପର୍କରେ ଆଲୋଚନା କାରି କହିଥିଲେ ଯେ ଯୋଗ ହେଉଛି ସବୁ ସମସ୍ୟାର ସମାଧାନ l ବିଶ୍ୱ ଯୋଗ ଦିବସ ର ତତ୍ପର୍ଯ୍ୟ ବର୍ଣ୍ଣନା କରି ଅତିଥି ମାନେ ଏ ଦିଗରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ସ୍ୱାମୀ ରାମଦେବ ବାବା ଙ୍କ ଉଦ୍ୟମର ଭୂୟସୀ ପ୍ରଶଂସା କରିଥିଲେ l ଭାରତ ସ୍ୱାଭିମାନ ତରଫରୁ ଉପସ୍ଥିତ ସମସ୍ତଙ୍କୁ ଉତ୍ତରୀୟ, ବେଜ ଓ ପତାକା ପ୍ରଦାନ କରାଯାଇଥିଲା l ଶେଷରେ କମ୍ଭୁଭୁଷଣ ପଣ୍ଡା ଧନ୍ୟବାଦ ଅର୍ପଣ କରିଥିଲେ l ନାରାୟଣ ସାହୁ, ଭୁବନେଶ୍ୱର ମେହେର, ପ୍ରଦୀପ ବଣ୍ଡକି ପ୍ରମୁଖ ସମସ୍ତ ଆୟୋଜନ ରେ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026

You Might Also Like