-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||     

HOME   ଜିଲ୍ଲା

ନବରଙ୍ଗପୁର : ମରଣଯନ୍ତା ପାଲଟିଛି ଆର୍ ଡି ରାସ୍ତା

24-Jun-2022



ନବରଙ୍ଗପୁର / ସରକାର ଛୋଟ ବଡ଼ ଯେ କୈାଣସି ସମସ୍ୟା ର ସମାଧାନ ପାଇଁ ନାନାବିଧ ଯୋଜନା ମାଧ୍ୟମରେ ଲକ୍ଷ ଲକ୍ଷ ଟଙ୍କା ଖର୍ଚ୍ଚ କରୁଥିବା ସମସ୍ତେ ଜାଣିଛନ୍ତି କିନ୍ତୁ ତାହା ଠିକ ସମୟରେ ଠିକ ଜାଗାରେ ଲାଗି ପାରୁନାହିଁ। ଏହା ହୁଏତ ବିଭାଗୀୟ କର୍ମଚାରୀଙ୍କ ମନମୁଖି ହେଉ କି ହମ ବଡା ଯୋଗୁଁ ହେଉ । ଆପଣ ମାନେ ଦେଖୁଥିବା ଏ ରାସ୍ତା ହେଉଛି ନବରଙ୍ଗପୁର ଜିଲ୍ଲା ଚନ୍ଦା ହାଣ୍ଡି ବ୍ଲକ୍ ଫଟକୀ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଲଧୁଆପଡା ର ଦୃଶ୍ୟ। ଏ ରାସ୍ତା ଆଜି ନାହିଁ କି କାଲି ନାହିଁ ଦୀର୍ଘ ଦିନରୁ ଏହିପରି ଅବସ୍ଥା ରେ ଅଛି। ଏ ରାସ୍ତା ଲଧୁଆପଡା ମୁଖ୍ୟ ରାସ୍ତା ହେଇଥିବା ସ୍ଥଳେ ଦେଓବନ୍ଧ କୁ ସଂଯୋଗ କରୁଛି। ଗମନାଗମନ ସୁବିଧା ଏବଂ କମ୍ ସମୟ ରେ ପହଞ୍ଚିବାର ମାଧ୍ୟମ ହୋଇ ଥିବା ସ୍ଥଳେ ରାସ୍ତା କଥା କହିଲେ ନ ସରେ । ଶହ ଶହ ଲୋକ ସାଇକେଲ, ମଟରସାଇକେଲ,,ଭାରିଯାନ ଯାତାୟାତ ଯୋଗୁଁ ବହୁସ୍ଥାନ ଖାଲ ହୋଇଥିବା  ଯୋଗୁଁ ବର୍ଷା ପାଣି ଜମି ବହୁ ସମୟରେ ଗମନାଗମନର ଅସୁବିଧା ହେଉଥିବା ସ୍ଥାନୀୟ ଲୋକମାନେ ଅଭିଯୋଗ କରିଛନ୍ତି।

ଏ ବିଷୟରେ ସଂପୃକ୍ତ ଫଟକୀ ପଞ୍ଚାୟତର ବର୍ତ୍ତମାନ ସରପଞ୍ଚ ମଞ୍ଜୁନାଥ ମାଝୀଙ୍କୁ  ଫୋନ୍ ମାଧ୍ୟମରେ ପଚାରିବୁଝିବାରୁ ଆର୍ ଡି ବିଭାଗୀୟ କର୍ମଚାରୀ ମାନେ ଏହାକୁ ୯/୧୦ ମାସ ପୂର୍ବରୁ ରାସ୍ତା ମରାମତି ପାଇଁ ମପାମପି କରି ଛନ୍ତି କିନ୍ତୁ ବର୍ତ୍ତମାନ ସୁଦ୍ଧା ତାହା କାର୍ଯ୍ୟ କାରି ହେଇ ପାରୁ ନାହିଁ ବୋଲି ସରପଞ୍ଚ କହିଥିଲେ। ଏହା ଶୁଣିବା ପରେ ସ୍ଥାନୀୟ ଲୋକମାନେ ଉପରୋକ୍ତ  ବିଭାଗୀୟ କର୍ମଚାରୀ ମାନଙ୍କୁ ତୀବ୍ର  ନିନ୍ଦା କରିଛନ୍ତି । ଆର୍ ଡି  କନିଷ୍ଠ ଯନ୍ତ୍ରୀଙ୍କୁ ଯୋଗାଯୋଗ କରାଯାଇଥିଲା କିନ୍ତୁ କୈାଣସି କାରଣ ବଶତଃ ସଂଯୋଗ ହୋଇପାରି ନଥିଲା । ବର୍ତ୍ତମାନ ଦେଖିବା ବାକି ରହିଲା ଏ ରାସ୍ତା କେବେ ଆଉ କିଏ ମରାମତି କରିବ ନା  ଶୋଚନୀୟ ଅବସ୍ଥାରେ ଏହି ପରି ପଡିରହବ ।

(ନବରଙ୍ଗପୁର ଚନ୍ଦାହାଣ୍ଡି ରୁ କାର୍ତ୍ତିକ ବଞ୍ଜରା ଙ୍କ ରିପୋର୍ଟ) 


News Comment




Photo in News

Advertisment
Lastest News
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026

You Might Also Like