-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||     

HOME   ଜିଲ୍ଲା

ଆପଣଙ୍କ ପାଖରେ ପହଞ୍ଚିବ ଜୀ ସାର୍ଥକର ଏଲଇଡି ଭ୍ୟାନ - ଭିନ୍ନ ଢ଼ଙ୍ଗର ପ୍ରଚାର ଅଭିଯାନ 

24-Jun-2022



ଭୁବନେଶ୍ୱର : ନୂଆ ଥିମର ପ୍ରସାର ପାଇଁ ଜୀ ସାର୍ଥକର ଏଲଇଡି ଭ୍ୟାନ ସମସ୍ତ ଜ଼ିଲ୍ଲାରେ ନିଜର ପ୍ରଚାର ଅଭିଯାନ ଆରମ୍ଭ କରିବାକୁ ଯାଉଛି । ଆଜି ଠାରୁ ଏହାର ଶୁଭାରମ୍ଭ କରାଯାଇଛି । ଏହି ଭ୍ୟାନ ଓଡିଶାର ୩୦ଟି ଯାକ ଜିଲ୍ଲାର ବିଭିନ୍ନ ଗାଁ ଗହଳିକୁ ଯାଇ ଲୋକଙ୍କ ସହ ସମ୍ପର୍କକୁ ଆହୁରି ମଜଭୁତ କରିବ । ଜୀ ସାର୍ଥକର ସିରିୟଲ ଅଭିନେତ୍ରୀମାନଙ୍କ ଫଟୋସହ ବ୍ରାଣ୍ଡ ଫିଲ୍ମ ଭିଡ଼ିଓ  ଏହି ଭ୍ୟାନରେ ସ୍ଥାନ ପାଇଛି । ଓଡିଆ ଦର୍ଶକଙ୍କ ସହ ଯୋଡି ହେବାକୁ ଏହା ଏକ ଭିନ୍ନ ପ୍ରୟାସ । ତେବେ ନିକଟରେ ଚ୍ୟାନେଲ ତରଫରୁ ନୂଆ ବ୍ରାଣ୍ଡ ପରିଚୟ ପ୍ରସ୍ତୁତ କରାଯାଇଛି । ଯାହାର ନାଁ ରହିଛି, ‘ନୂଆ କାହାଣୀ ନୂଆ ରଙ୍ଗରେ, ଅତୁଟ ସମ୍ପର୍କ ଆମ ସାଙ୍ଗରେ’.. ଏହି ଥିମ୍ ଓ ବ୍ରାଣ୍ଡ ଫିଲ୍ମ ପ୍ରମୋସନ ପାଇଁ ଏଲଇଡି ଭ୍ୟାନ ଓଡିଶାର ସମସ୍ତ ଜ଼ିଲ୍ଲାରେ  ପ୍ରଚାର କରିବ । ଏହି ଟାବଲୋରେ ଲାଗିଥିବା ଏଲଇଡିରେ ଲୋକେ ଜୀ ସାର୍ଥକରେ ପ୍ରସାରିତ ସିରିୟଲ ଓ ଫିଲ୍ମର ପ୍ରମୋ ଦେଖିପାରିବେ । 

ନୂଆ ନୂଆ କାହାଣୀ ସହ ସିରିୟଲ ଏବଂ ସିନେମା ଓଡିଆ ଦର୍ଶକଙ୍କୁ ଭେଟି ଦେଉଛି ଜୀ ସାର୍ଥକ । ଝିଲି, ସର୍ବଜୀତା ଅନୁ,ବିଜୟିନୀ, ସୁନା ଝିଅ ଓ ଦିଦି ନମ୍ବର ୧  ଭଳି ସିରିୟଲ ଦର୍ଶକଙ୍କ ଦ୍ୱାରା ଆଦୃତି ପାଇଛି । ତେଣୁ ଏହି ସମ୍ପର୍କକୁ ଆହୁରି ମଜଭୁତ କରିବାକୁ ଓଡିଶାର ପୁର ପଲ୍ଲୀରେ ୨ଟି ଭ୍ୟାନ ପରିଭ୍ରମଣ କରିବ । ବିଭିନ୍ନ ଗେମ ସୋ ମାଧ୍ୟମରେ ଲୋକଙ୍କୁ ଆକୃଷ୍ଟ କରିବା ସହ ଜୀ ସାର୍ଥକର ବ୍ରାଣ୍ଡ ପ୍ରମୋସନ ଭିନ୍ନ ଢ଼ଙ୍ଗରେ କରାଯିବାକୁ ଲକ୍ଷ୍ୟ ରଖାଯାଇଛି । ତେବେ ଜୀ ସାର୍ଥକ ପ୍ରତି ଦର୍ଶକଙ୍କ ଭଲପାଇବା ବଢ଼ି ଚାଲିଥିବା ବେଳେ ଏହି ବ୍ରାଣ୍ଡ ଭ୍ୟାନ ଆକ୍ଟିଭିଟି ପୁଣି ନୂଆ ଇତିହାସ ଲେଖିଛି ବୋଲି ମୁଖ୍ୟ ଚ୍ୟାନେଲ ଅଧିକାରୀ ପ୍ରତୀକ ସିଲ କହିଛନ୍ତି ।

(ଅମୃତ ନନ୍ଦଙ୍କ ରିପୋର୍ଟ) 


News Comment




Photo in News

Advertisment
Lastest News
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026

You Might Also Like