-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||     

HOME   ଜିଲ୍ଲା

ଜିଲ୍ଲା ଘରୋଇ ବସ ମାଲିକ ସଂଘ କାର୍ଯ୍ୟାଳୟକୁ ଶୁଭ ପ୍ରବେଶ

24-Jun-2022



ବଲାଙ୍ଗୀର// ଜିଲ୍ଲା ଘରୋଇ ବସ୍ ମାଲିକ ସଂଘର ନିଷ୍ପତ୍ତିକ୍ରମେ ଆଗାମୀ ଜୁଲାଇ ୧ ରଥଯାତ୍ରା ଦିନଠାରୁ ସମସ୍ତ ଘରୋଇ ବସ ନୂତନ ବସଟର୍ମିନାଲରୁ ଚଳାଚଳ କରିବ । ଏହାକୁ ନେଇ ବସ ମାଲିକ ସଂଘ ବ୍ୟାପକ ପ୍ରସ୍ତୁତି ଆରମ୍ଭ କରିଛି । ନୂତନ ବସ୍ ଟର୍ମିନାଲ ସ୍ଥିତ ସଂଘ କାର୍ଯ୍ୟାଳୟର ଗୃହ ପ୍ରବେଶ ପୂଜା ସମାପନ କରାଯାଇଛି । ପୁରୁଣା ବସଷ୍ଟାଣ୍ଡରେ ସମସ୍ତ ଘରୋଇ ବସର ଯେଉଁ ସମୟ ନିର୍ଘଣ୍ଟ ରହିଛି ତାହା ନୂତନ ବସଷ୍ଟାଣ୍ଡରୁ ମଧ୍ୟ ବଳବତ୍ତର ରହିବ ବୋଲି ସଂଘ କହିଛି ଏବଂ ବସଷ୍ଟାଣ୍ଡ ସ୍ଥାନାନ୍ତରକୁ ନେଇ ଜିଲ୍ଲାବ୍ୟାପୀ ବସ  ସମୟ ସାରଣୀରେ ବିଶେଷ ପରିବର୍ତ୍ତନ ହେବ ନାହିଁ । ବଲାଙ୍ଗୀର ସହରର ସମସ୍ତ ବସଷ୍ଟପରୁ ନୂତନ ବସ ଟର୍ମିନାଲକୁ ସମସ୍ତ ଘରୋଇ ବସରେ ସହଜ ଓ ଶସ୍ତା ଦରରେ ଯାତ୍ରୀମାନେ  ଯିବାଆସିବା କରି ପାରିବେ ବୋଲି ପୂର୍ବରୁ ସଂଘ ପକ୍ଷରୁ ଘୋଷଣା କରାଯାଇଥିଲା । ସଂଘ କାର୍ଯ୍ୟାଳୟ ପ୍ରତିଷ୍ଠା ପୂଜା କାର୍ଯ୍ୟକ୍ରମ ଓ ନୂତନ ବସ ଟର୍ମିନାଲର ବିଭିନ୍ନ

ସମସ୍ୟା ସମ୍ପର୍କରେ ଜିଲ୍ଲା ପାଳ ଚଞ୍ଚଳ ରାଣା, ଆରକ୍ଷୀ ଅଧିକ୍ଷକ ନିତିନ କୁଶଳକର, ଅତିରିକ୍ତ ଜିଲ୍ଲାପାଳ ଅନନ୍ତ ସିଂ ଲାଗୁରୀ ଓ ବଲାଙ୍ଗୀର ଉପ ଜିଲ୍ଲାପାଳ, ପୌର ପରିଷଦ ଅଧ୍ୟକ୍ଷା ଲିକା ସାହୁ,  ଉପାଧ୍ଯକ୍ଷା ବିଭିନ୍ନ ସମୟରେ  ଉପସ୍ଥିତ ରହି ବସମାଲିକ ଓ  ଜନସାଧାରଣଙ୍କ ସହ ଆଲୋଚନା କରିଥିଲେ । ନୂତନ ବସଷ୍ଟାଣ୍ଡକୁ ସ୍ଵଚ୍ଛତାରେ  ରାଜ୍ୟର ଏକ ଆଦର୍ଶ ବସଷ୍ଟାଣ୍ଡରେ ପରିଣତ କରିବା ପାଇଁ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ପରାମର୍ଶ ଦେଇଥିଲେ । ଏହି ସବୁ  କାର୍ଯ୍ୟକ୍ରମରେ ବସ ମାଲିକ ସଂଘ ସଭାପତି ହେମନ୍ତ ପଣ୍ଡା, ଉପସଭାପତି ସୌମେନ୍ଦ୍ର ପରିଛା, ସମ୍ପାଦକ ପ୍ରଦ୍ୟୁତ ମିଶ୍ର, କୋଷାଧ୍ୟକ୍ଷ ଶିବ ଶଙ୍କର ପଟେଲ, ସହ ସମ୍ପାଦକ ଲିକୁନ ଆଚାର୍ଯ୍ୟ ବରିଷ୍ଠ ସଭ୍ୟ ଦୁର୍ଗାଚରଣ ବେହେରା, ଓମ ପ୍ରକାଶ ଚାନ୍ଦ, ଆଶୁତୋଷ ମିଶ୍ର, ସୁନୀଲ ମିଶ୍ର, ମାନସ ରଞ୍ଜନ ନାୟକ, ଶରତ ପଟ୍ଟନାୟକ, ଡମ୍ବରୁ ଆଚାର୍ଯ୍ୟ, ସତ୍ୟପ୍ରକାଶ ପତି, ମନୋଜ ଗୁରୁ, ସଞ୍ଜିବ ପଣ୍ଡା, ହିମାଂଶୁ ନାୟକ, ପ୍ରାଣନାଥ ପ୍ରଧାନ, ଭବାନୀ ପଟେଲ, ଚନ୍ଦ୍ରମଣି ତ୍ରିପାଠୀ, ପ୍ରଶାନ୍ତ ପଣ୍ଡା, ସଞ୍ଜିବ ସାହୁ, ମୁନା ଶତପଥି, ସରୋଜ ଗୁରୁ, ଜୟନ୍ତ ସିଂଦେଓ, ପିଣ୍ଟୁ ପଟ୍ଟନାୟକ, ପାରିଶ ପଟେଲ,  ଅରୁଣ ବରାଇ, ରିଙ୍କୁ ଭୋଇ, ସୁମନ୍ତ ପଟେଲ, ଲକି ସାହୁ, ସୁରେଶ ହରିପାଳ, ଟିକୁ ନନ୍ଦ, ଜ୍ୟୋତି କୁମ୍ଭାର ପ୍ରମୁଖ ଉପସ୍ଥିତ ଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026

You Might Also Like