-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||     

HOME   ଜିଲ୍ଲା

କବିର କବିତାରେ କୋରାପୁଟ ଶୀର୍ଷକ ପାଠଚକ୍ର ଅନୁଷ୍ଠିତ

25-Jun-2022



କୋରାପୁଟ(ପ୍ରେରଣା ଖବର): ସ୍ୱାମୀ ବିବେକାନନ୍ଦ ଲୋକସଂସଦ କୋରାପୁଟ ଜିଲ୍ଲା ବିଚାରଧାର‍ ଶାଖା ଦ୍ୱାରା ଅଷ୍ଟାଦଶ ଇ-ପାଠଚକ୍ର ଅନୁଷ୍ଠିତ ହେଇଯାଇଅଛି। ସୋମବାର ସଂଧ୍ୟା ୭.୦୦-୮.୦୦ ମଧ୍ୟରେ ଗୁଗଲ୍ ମିଟ୍ ଆପ୍ ମାଧ୍ୟମରେ ଏହି ସଭାଟି ଅନୁଷ୍ଠିତ ହେଇଥିଲା । ଏଥିରେ ଆଲୋଚକ ଭାବେ ଯୋଗଦେଇଥିଲେ ବିଶିଷ୍ଟ କବି ତଥା ଗବେଷକ ଡ. କମଳାକୃଷ୍ଣ ତ୍ରିପାଠୀ । ସେ ନିଜ ଅଭିଭାଷଣରେ ଅବିଭକ୍ତ କୋରାପୁଟ ଜିଲ୍ଲାର ସାହିତ୍ୟିକ ବିଭବ ତଥା ଆଦ୍ୟ ସମୟରୁ ସାଂପ୍ରତିକ ସମୟ ପର୍ଯ୍ୟନ୍ତ କବିଙ୍କ କବିତାରେ କୋରାପୁଟର ବର୍ଣ୍ଣନା ସମୂହ ଆଲୋଚନା କରିଥିଲେ ।

ସଭାଧ୍ୟକ୍ଷା ଋପେ ଯୋଗଦେଇଥିଲେ ସେମିଳିଗୁଡା ମହାବିଦ୍ୟାଳର ରାଜନୀତି ବିଭାଗର ମୁଖ୍ୟା ତଥ‍ା ସ୍ୱାମୀ ବିବେକାନନ୍ଦ ଲୋକସଂସଦ କୋରାପୁଟର ସମ୍ପାଦିକା ଡ. ଝାନସୀ ସିଂହ  ।ଓଡିଶା ତଥା ରାଜ୍ୟବାହାରୁ  ଜ୍ଞାନପିପାସୁ ଗଣ ଏହି ଅନ୍ ଲାଇନ୍ ପାଠଚକ୍ରରେ ଯୋଗଦେଇ ଜ୍ଞାନଯଜ୍ଞଟିକୁ ସଫଳ କରେଇଥିଲେ।ପ୍ରାରମ୍ଭରେ ସ୍ୱାଗତ ସଙ୍ଗୀତ ପରିବେଷଣ କରିଥିଲେ ସୁଶ୍ରୀ ସ୍ୱାଗତିକା ଖୋସ୍ଲା ଏବଂ ବିବେକବାଣୀ ପାଠ କରିଥିଲେ ସୁଶ୍ରୀ ରୋଜାଲିନ୍ ମହାପାତ୍ର ।ସଭାରେ ଆଜୀବନ ସଦସ୍ୟ ତଥା ଅଧ୍ୟାପିକା ମାନସୀ ଆଚାର୍ଯ୍ୟ ସଂଯୋଜନା କରିଥିବା ସ୍ଥଳେ ଧନ୍ୟବାଦ ଅର୍ପଣ କରିଥିଲେ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଅରୁଣ କୁମାର ତ୍ରିପାଠୀ  ।ପ୍ରତିମାସ ୨୦ ତାରିଖରେ କୋରାପୁଟର ବିକାଶକୁ ନେଇ ଏଭଳି ଆଲୋଚନାଚକ୍ର ଜାରି ରହିବ ବୋଲି ଅନୁଷ୍ଠାନ ତରଫରୁ ସୂଚନା ମିଳିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026

You Might Also Like