-+91-9937148622 |

prerana_bgr@rediffmail.com |

  Tuesday 21st April 2026 |

| | | |

R.N.I. Regd No. ODIODI/2010/46693

Breaking News

*ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ରେ ଜିଲ୍ଲାସ୍ତରୀୟ ସାମୁହିକ ବିବାହ*- *୧୭ ଯୋଡ଼ା ବରବଧୂଙ୍କ ବିବାହ ସମ୍ପନ୍ନ*-   (21-Apr-2026)       ||      *ରାଜାତୋଟା ବିଶ୍ଵଶାନ୍ତି ମହାଯଜ୍ଞ ଉଦଯାପିତ*   (21-Apr-2026)       ||      ଭିନ୍ନକ୍ଷମ ମହିଳା ଙ୍କୁ ନିର୍ମମ ଭାବେ ହତ୍ୟା କଲା ମଦ୍ୟପ ସ୍ଵାମୀ ।   (21-Apr-2026)       ||      ଅକ୍ଷିମୁଠି ଅନୁକୂଳ କଲେ ବିଧାୟକ   (21-Apr-2026)       ||      ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    (21-Apr-2026)       ||      ବଦଳୁଥିବା କପଡ଼ା, ବଦଳିଥିବା ଅନ୍ଦାଜ୍ କୁ ନେଇ ଏବେ ଜୋରଦାର ଚର୍ଚ୍ଚା।ରାଜନୀତିକୁ ଫେରିବେ କି ପ୍ରଭାତ    (21-Apr-2026)       ||      ନିଖିଳ ଓଡିଶା ଆଶା କର୍ମୀ ସଂଘ, ଟିଟିଲାଗଡ଼ ସହରାଞ୍ଚଳ କମିଟି ଓ ବ୍ଲକ କମିଟିର ମିଳିତ ବୈଠକ ଅନୁଷ୍ଠିତ    (20-Apr-2026)       ||      ଉତ୍କଳ  କଲେଜ ଅଫ ନର୍ସିଂ ଆଣ୍ଡ ମେଡିକାଲ ସାଇନ୍‌ସ ର  ବାର୍ଷିକୋତ୍ସବ ଓ ଶପଥଗ୍ରହଣ   (20-Apr-2026)       ||      ବଲାଙ୍ଗୀରର ଦିବ୍ୟମ କେଜ୍ରିୱାଲ ଇତିହାସ ସୃଷ୍ଟି କଲେ♦️ ୟୁ ୧୯ରେ ତିନୋଟି ସ୍ବର୍ଣ୍ଣ ସହ ଚମ୍ପିୟାନ    (20-Apr-2026)       ||      ଟିଟିଲାଗଡ଼ରେ ସାମ୍ବାଦିକଙ୍କୁ ଧମକ, ପୁଲିସ ନିକଟରେ ଅଭିଯୋଗ   (20-Apr-2026)       ||      "ସୁବର୍ଣ୍ଣପୁର ଠାରେ ରଥ ଯାତ୍ରା ପାଇଁ ରଥ କାଠ ଅନୁକୂଳ"- "ତିନି ଠାକୁର ଙ୍କ ନୂଆଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ" "ଦୀର୍ଘ ବର୍ଷ ପରେ ଭକ୍ତ ଦର୍ଶନ କରିବେ ନୂଆଁ ରଥ" -   (20-Apr-2026)       ||      *ବାଲ୍ୟ ବିବାହ ନିରାକରଣ ପାଇଁ ବ୍ଲକ ସ୍ତରୀୟ ସ୍ୱତନ୍ତ୍ର ବୈଠକ*-   (20-Apr-2026)       ||      *କେରଣ୍ଡି ଗ୍ରାମରେ ପ୍ରତିଷ୍ଠା ହେଲା ମାଁ ଠାକୁରାଣୀଙ୍କ ଭବ୍ୟ ମନ୍ଦିର*   (20-Apr-2026)       ||      ଦଶମ ସିବିଏସଇ ବୋର୍ଡ ପରୀକ୍ଷାରେ ଓଏଭି ଓ ଭିବିଷ୍ୟ ଛାତ୍ରଛାତ୍ରୀଙ୍କ ବାଜିମାତ।   (20-Apr-2026)       ||      ଠିକାଦାର ଓ ପୂର୍ତ୍ତ ବିଭାଗ ବଳପୂର୍ବକ କାମଆରମ୍ଭ କରିବା ପ୍ରତିବାଦରେ କ୍ଷତିଗ୍ରସ୍ତ ଜମିମାଲିକମାନେ ବରୀ ତହସିଲକାର୍ଯ୍ୟାଳୟ ସମ୍ମୁଖରେ ଧାରଣା   (20-Apr-2026)       ||      ସୁଦିପ୍ତା ମହାନ୍ତିଙ୍କ ବିୟୋଗରେ ପ୍ରବାସୀ ଓଡ଼ିଆ ମହଲରେ ଶୋକର ଛାୟା   (20-Apr-2026)       ||      ଜିଲ୍ଲାସ୍ତରୀୟ କବି ଶ୍ରୀଜୟଦେବ ଜୟନ୍ତୀ ଉତ୍ସବ ପାଳିତ    (20-Apr-2026)       ||      ବଲାଙ୍ଗିରରେ ଅକ୍ଷୟ ତୃତୀୟା, କୃଷକ ଦିବସ ଓ ଅକ୍ଷିମୁଠି ଅନୁକୂଳ ପାଳନ   (20-Apr-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଥାଳଉଠା ସମ୍ପନ୍ନ   (20-Apr-2026)       ||      ଅଜଣା ଗାଡ଼ି ଧକ୍କା ରେ ବାଇକ ଚାଳକ ମୃତ -   (20-Apr-2026)       ||     

HOME   ଜିଲ୍ଲା

ପ୍ରତୀକ୍ଷାର ଅନ୍ତ ଘଟିଲା : କାର୍ଯ୍ୟକ୍ଷମ ହେଲା ବଲାଙ୍ଗିର ବସ ଟର୍ମିନାଲ

25-Jun-2022



ବଲାଙ୍ଗିର ଜିଲ୍ଲା ପାଇଁ ଖୁସି ଖବର । ଗତକାଲି ଠାରୁ ବଲାଙ୍ଗିର ସହର ଆର.ଟି.ଓ ଛକ ନିକଟରେ ନବନିର୍ମିତ ନୂତନ ବସ ଟର୍ମିନାଲରୁ ଆରମ୍ଭ ହୋଇଛି ବସ ସେବା । ଓ.ଏସ.ଆର.ଟି.ସି ଦ୍ୱାରା ଏହି ବସ ଟର୍ମିନାଲର ନିର୍ମାଣ କରାଯାଇଥିବା ବେଲେ ଗତ ସେପଟେମ୍ୱର ମାସରେ ଏହାର ଉଦଘାଟନ କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବସ ଟର୍ମିନାଲର ଆଉ କିଛି

କାମ ବାକି ରହିଯାଇଥିଲା । ତାହା ସମାପ୍ତ ହେବା ପରେ ଆଜି ଭୋର ୪ ଟା ୩୦ ରୁ ଆରମ୍ଭ ହୋଇଛି ବସ ସେବା । ବଲାଙ୍ଗିର ଜିଲ୍ଲାପାଳ ଚଂଚଳ ରାଣା ସବୁଜ ପତାକା ଦେଖାଇ ବସ ସେବାର ଶୁଭାରମ୍ଭ କରିଥିଲେ । ବସ ଟର୍ମିନାଲର ପ୍ରଥମ ବସ ଭାବରେ ବଲାଙ୍ଗିରରୁ ଫୁଲବାଣିକୁ ବସ ଗଡିଥିଲା । ଏହି ଶୁଭାରମ୍ଭ କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଅନନ୍ତ ସିଂ ଲାଗୁରୀଙ୍କ ସହିତ ଜିଲ୍ଲା ପ୍ରଶାସନ ଓ ଓ.ଏସ.ଆର.ଟି.ସିର

କର୍ମକର୍ତ୍ତା ମାନେ ଯୋଗଦେଇଥିଲେ । ଆସନ୍ତା ଜୁଲାଇ ୧ ତାରିଖରୁ ଏହି ବସ ଟର୍ମିନାଲରୁ ଘରୋଇ ବସ ସେବା ମଧ୍ୟ ଆରମ୍ଭ ହେବ । ବସ ଟର୍ମିନାଲରୁ ବସ ସେବାର ଶୁଭାରମ୍ଭ ଅବସରରେ, ଏହି ଟର୍ମିନାଲକୁ ସଫାସୁତୁରା ରଖିବା ସହିତ ଏହାର ସଦବିନିଯୋଗ କରିବା ପାଇଁ ବଲାଙ୍ଗିର ବାସୀଙ୍କୁ ଅନୂରୋଧ କରିଛନ୍ତି ଜିଲ୍ଲାପାଳ ।

(ବଲାଙ୍ଗିର ଜିଲ୍ଲାରୁ ଅନ୍ତର୍ଯ୍ୟାମୀ ସାହୁ ଙ୍କ ରିପୋର୍ଟ୍) 


News Comment




Photo in News

Advertisment
Lastest News
  ଜିଲ୍ଲା  
*ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ରେ ଜିଲ୍ଲାସ୍ତରୀୟ ସାମୁହିକ ବିବାହ*- *୧୭ ଯୋଡ଼ା ବରବଧୂଙ୍କ ବିବାହ ସମ୍ପନ୍ନ*-   21-Apr-2026
  ଜିଲ୍ଲା  
*ରାଜାତୋଟା ବିଶ୍ଵଶାନ୍ତି ମହାଯଜ୍ଞ ଉଦଯାପିତ*   21-Apr-2026
  ଜିଲ୍ଲା  
ଭିନ୍ନକ୍ଷମ ମହିଳା ଙ୍କୁ ନିର୍ମମ ଭାବେ ହତ୍ୟା କଲା ମଦ୍ୟପ ସ୍ଵାମୀ ।   21-Apr-2026
  ଜିଲ୍ଲା  
ଅକ୍ଷିମୁଠି ଅନୁକୂଳ କଲେ ବିଧାୟକ   21-Apr-2026
  ଜିଲ୍ଲା  
ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ   21-Apr-2026
  ଜିଲ୍ଲା  
ବଦଳୁଥିବା କପଡ଼ା, ବଦଳିଥିବା ଅନ୍ଦାଜ୍ କୁ ନେଇ ଏବେ ଜୋରଦାର ଚର୍ଚ୍ଚା।ରାଜନୀତିକୁ ଫେରିବେ କି ପ୍ରଭାତ   21-Apr-2026
  ଜିଲ୍ଲା  
ନିଖିଳ ଓଡିଶା ଆଶା କର୍ମୀ ସଂଘ, ଟିଟିଲାଗଡ଼ ସହରାଞ୍ଚଳ କମିଟି ଓ ବ୍ଲକ କମିଟିର ମିଳିତ ବୈଠକ ଅନୁଷ୍ଠିତ   20-Apr-2026
  ଜିଲ୍ଲା  
ଉତ୍କଳ  କଲେଜ ଅଫ ନର୍ସିଂ ଆଣ୍ଡ ମେଡିକାଲ ସାଇନ୍‌ସ ର  ବାର୍ଷିକୋତ୍ସବ ଓ ଶପଥଗ୍ରହଣ   20-Apr-2026
  ରାଜ୍ୟ  
ବଲାଙ୍ଗୀରର ଦିବ୍ୟମ କେଜ୍ରିୱାଲ ଇତିହାସ ସୃଷ୍ଟି କଲେ♦️ ୟୁ ୧୯ରେ ତିନୋଟି ସ୍ବର୍ଣ୍ଣ ସହ ଚମ୍ପିୟାନ   20-Apr-2026
  ଜିଲ୍ଲା  
ଟିଟିଲାଗଡ଼ରେ ସାମ୍ବାଦିକଙ୍କୁ ଧମକ, ପୁଲିସ ନିକଟରେ ଅଭିଯୋଗ   20-Apr-2026
  ଜିଲ୍ଲା  
"ସୁବର୍ଣ୍ଣପୁର ଠାରେ ରଥ ଯାତ୍ରା ପାଇଁ ରଥ କାଠ ଅନୁକୂଳ"- "ତିନି ଠାକୁର ଙ୍କ ନୂଆଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ" "ଦୀର୍ଘ ବର୍ଷ ପରେ ଭକ୍ତ ଦର୍ଶନ କରିବେ ନୂଆଁ ରଥ" -   20-Apr-2026
  ଜିଲ୍ଲା  
*ବାଲ୍ୟ ବିବାହ ନିରାକରଣ ପାଇଁ ବ୍ଲକ ସ୍ତରୀୟ ସ୍ୱତନ୍ତ୍ର ବୈଠକ*-   20-Apr-2026

You Might Also Like