-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ଜିଲ୍ଲା

ଶିଆଳ କରିବେ ରାଧା ଙ୍କ ଠାବ !!!

25-Jun-2022



ନୟାଗଡ଼ (ପ୍ରେରଣା ଖବର)
ନୟାଗଡ଼ ଶ୍ରୀ ରଘୁନାଥ ମନ୍ଦିର ରୁ ବିଗ୍ରହ ଚୋରୀ । ନୟାଗଡ଼ ଗୁଣ୍ଡିଚା ମନ୍ଦିର ପରିସରରେ ଥିବା ଶ୍ରୀ ରଘୁନାଥ ଙ୍କ ମନ୍ଦିର ଭିତରୁ ବହୁ ପୁରାତନ ପିତ୍ତଳ ନିର୍ମିତ ରାଧା ମୁର୍ତ୍ତି ଚୋରି ଯାଇଥିବା ମନ୍ଦିର ସୁପରଭାଇଜର ସନ୍ତୋଷ କୁମାର ପ୍ରସାଦ ଟାଉନଥାନା ରେ ଅଭିଯୋଗ କରିଛନ୍ତି । ଲିଖିତ ଅଭିଯୋଗ ଅନୁଯାୟୀ ମନ୍ଦିର ସୁପରଭାଇଜର ଗତ ୨୩ ତାରିଖରେ ୧୦ ଘଣ୍ଟା ସମୟରେ ମନ୍ଦିର ରୁ ରାଧା ମୂର୍ତ୍ତି ଚୋରି ହୋଇଥିବା ସମ୍ପର୍କରେ ୨୪ ତାରିଖ ରେ ସାଧାରଣ ଲୋକଙ୍କ ଠାରୁ ଶୁଣିବାକୁ ପାଇଥିଲେ । ଏହି ଚୋରି ଘଟଣାରେ ମନ୍ଦିର ସୂଆର ଏବଂ ଟହଲିଆ ଙ୍କ ହାତ ଥିବା ସନ୍ଦେହ କରି ଏହି ଦୁଇଜଣ ଙ୍କ ନାମରେ ଥାନାରେ ଅଭିଯୋଗ କରିଛନ୍ତି ସୁପରଭାଇଜର ବୋଲି ପୋଲିସ ସୂଚନା ପ୍ରଦାନ କରିଛି । ଅନ୍ୟପକ୍ଷରେ ଚୋରୀ ସମ୍ପର୍କରେ ସୂଆର ଏବଂ ଟହଲିଆ ମନ୍ଦିର ନିକଟସ୍ଥ ଜଣେ ବ୍ୟକ୍ତି ମନ୍ଦିର କୁ ଦର୍ଶନ କରିବାକୁ ଆସି ମୂର୍ତ୍ତି କୁ ନେଇ ଦୈାଡି ପଳାଇଥିବା ସର୍ବସାଧାରଣ ଙ୍କ ଆଗରେ ପ୍ରକାଶ କରୁଛନ୍ତି । ଥାନା ରେ ଅଭିଯୋଗ ପରେ ମୂର୍ତ୍ତି ଚୋରି ଘଟଣାକୁ ଗୁରୁତର ସହ ନେଇ ଟାଉନ ଥାନା ଆଇଆଇସି ପ୍ରଜ୍ଞା ପାରମିତା ଜେନା ଙ୍କ ନିର୍ଦ୍ଦେଶ କ୍ରମେ ଏସ ଆଇ ଧର୍ମେନ୍ଦ୍ର ଶିଆଳ ତଦନ୍ତ ଜାରି ରଖିଛନ୍ତି । ତେବେ ସାଧାରଣରେ ଚର୍ଚ୍ଚା ହେଉଛି ଯେ ରାଧା ଙ୍କ ଠାବ କରିପାରିବେ କି ଶିଆଳ !!


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like