-+91-9937148622 |

prerana_bgr@rediffmail.com |

  Saturday 20th June 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା    (19-Jun-2026)       ||      ଲୋଇସିଂହା ବ୍ଲକ ରେ ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ, ବିଭିନ୍ନ ସରକାରୀ ଯୋଜନା ର ହିତାଧିକାରୀ ଙ୍କୁ ସୁବିଧା ପ୍ରଦାନ ଓ କାର୍ଯ୍ୟାଦେଶ ବଣ୍ଟନ    (19-Jun-2026)       ||      ତୃତୀୟ ଦିବସରେ ଶୀତଳ ଷଷ୍ଠୀ, ଆଳି ଶିବଙ୍କ ବରଯାତ୍ରୀ    (19-Jun-2026)       ||      ବାହାର ଜିଲ୍ଲାରୁ ଆସୁଛି ଧାନ !   (19-Jun-2026)       ||      *ଡାବୁଗାଁ ବ୍ଲକରେ ସମ୍ପୂର୍ଣ୍ଣତା ଅଭିଯାନ ଓ ଆକାଂକ୍ଷୀ ବ୍ଲକ କାର୍ଯ୍ୟକ୍ରମର ସମୀକ୍ଷା କଲେ ନୀତି ଆୟୋଗର କେନ୍ଦ୍ରୀୟ ପ୍ରଭାରୀ*   (19-Jun-2026)       ||      ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା    (19-Jun-2026)       ||      ବାହାରିଲେ ଆଉ ଜଣେ କୋଟିପତି ଯନ୍ତ୍ରୀ   (19-Jun-2026)       ||      ବରପାଲି ଶୀତଳ ଷଷ୍ଠୀ ଯାତ୍ରା ପଞ୍ଚମ ଦିବସରେ ଶିବ ପାର୍ବତୀଙ୍କ ବୈଦିକ ରୀତିରେ ବିବାହ ସମ୍ପୂର୍ଣ ।   (19-Jun-2026)       ||      *ଡାବୁଗାଁ ବ୍ଲକରେ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ପାଳିତ ହେଲା ବିକାଶର ଧାରା, ଓଡିଶା ସାରା କାର୍ଯ୍ୟକ୍ରମ....*   (19-Jun-2026)       ||      ପୁରସ୍କାର ଓ ସମ୍ମାନ ପଛରେ ନାହିଁ ସାହିତ୍ୟ ପଛରେ ପଡିଛନ୍ତି ସଙ୍ଗୀତା    (19-Jun-2026)       ||      ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   (19-Jun-2026)       ||      ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ    (19-Jun-2026)       ||      ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆଗଲପୁର ବ୍ଲକ୍ ରେ ବ୍ଲକ୍ ସ୍ତରୀୟ କୃଷକ ସମାବେଶ    (18-Jun-2026)       ||      ଅଧିକାର ମେଳାରେ ୭୧ ଜଣ ବରିଷ୍ଠ ନାଗରିକଙ୍କୁ ସହାୟକ ଉପକରଣ ବଣ୍ଟନ   (18-Jun-2026)       ||      ପୁରୁଣାପାଣି ଶିତଳ ଷଷ୍ଠୀ ମହୋତ୍ସବ ରେ ନରସିଂହ, ଶିକ୍ଷା, ପିଇବା ପାଣି ଓ ଗମନାଗମନ ପ୍ରତି ଦୃଷ୍ଟି ଦେଉ ସରକାର - ନରସିଂହ   (18-Jun-2026)       ||      *ଡାବୁଗାଁ ଡ଼ଙ୍ଗରୀଗୁଡା ଠାରେ ପ୍ରତିଷ୍ଠା ହେଲା ମାଁ ସମଲେଇଙ୍କ ମନ୍ଦିର*   (18-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ଚତୁର୍ଥ ଦିବସରେ ବୈଦିକ ରୀତିରେ ହେଲା ଗଣ୍ଠିଆଳ ଫିଟା , ରାତ୍ରରେ ବରାନୁଗମନ ସମାପନ   (18-Jun-2026)       ||      ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନ ପକ୍ଷରୁ ଭ୍ରାମ୍ୟମାଣ ସେବା   (18-Jun-2026)       ||      ଡୁଙ୍ଗୁରିପାଲିରେ ଶୀତଳ ଷଷ୍ଠୀ ଯାତ୍ରା ଆରମ୍ଭ |ମା ପାର୍ବତୀଙ୍କୁ କନ୍ୟା ରୂପେ ପାଇ ମିଶ୍ର ଦମ୍ପତି ଆନନ୍ଦିତ   (18-Jun-2026)       ||      ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ପଶ୍ଚିମବଙ୍ଗ ଗସ୍ତ : ନବ ନିର୍ବାଚିତ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନୃସିଂହନାଥ ଧାମ ପରିଦର୍ଶନ ପାଇଁ ନିମନ୍ତ୍ରଣ    (18-Jun-2026)       ||     

HOME   ଜିଲ୍ଲା

କେନ୍ଦୁପତ୍ର ବିଭାଗର ମହାଦୁର୍ନୀତି ଅଭିଯୋଗ ! ଗୋଟିଏ ରେଞ୍ଜ୍ ରେ ରଚେଇରେ ୬ ଲକ୍ଷରୁ ଅଧିକା ଦୁର୍ନୀତି ! ସର୍କଲଯାକରେ କେତେ ?

25-Jun-2022



ବଲାଙ୍ଗୀର(ମଳୟ ମିଶ୍ରଙ୍କ ରିପୋର୍ଟ):  ଆଜି ଏକ ନିର୍ଭରଯୋଗ୍ୟ ଗଣମାଧ୍ୟମରେ ପ୍ରକାଶିତ ତଥ୍ୟ ଅନୁସାରେ , ଟିଟିଲାଗଡ ଡିଭିଜନର ତୁଷୁରା ରେଞ୍ଜ୍ ର ମୋଟ ୬୧ ଟି ଫଡିରେ କେବଳ ରଚେଇ ବାବଦକୁ ୬ ଲକ୍ଷରୁ ଅଧିକ ଦୁର୍ନୀତି ହୋଇଥିବା ପ୍ରକାଶ ପାଇଛି । ପତ୍ରକୁ ଶୁଖାଇବାବେଳେ  ଓଲଟପାଲଟ ପରେ ଫଡିକୂ ନେବାର ରଚେଇରେ ଶହେ ଚଟାକୂ ୯୭୦ ଟଙ୍କାର ଶ୍ରମିକ ମଜୁରୀରୁ ଟଙ୍କା କାଟି ୪ଶହରୁ ସାଢେ ୪ ଶହ ଟଙ୍କା ଦିଆଯାଉଛି । ସମ୍ପୃକ୍ତ ତୁଷରା ରେଞ୍ଜ୍ ର ଅର୍ଜୁନପୁର ଫରେଷ୍ଟର ମଧ୍ୟ ଏହାକୁ ସାଢେ ୪ ଶହରୁ ୫ ଶହ ଟଙ୍କା ଦିଆଯାଇ ମୋଟ ଟଙ୍କାର ୪୦ ଭାଗ ସାମଗ୍ରୀ କିଣାରେ ଖର୍ଚ୍ଚ ହେଉଥିବା ସ୍ବୀକାର କରିଥିବା ପ୍ରକାଶ । ଏହି ହିସାବରେ ଉକ୍ତ ରେଞ୍ଜ୍ ର ୬୧ ଟି ଫଡିରେ ଏହି ଦୁର୍ନୀତି ୬ ଲକ୍ଷରୁ ଅଧିକ ହେବାର ଆଶଙ୍କା ପ୍ରକାଶ ପାଇଛି । ତେବେ ଏହା ହୌଇଥାଏ , ତେବେ ବଲାଙ୍ଗୀର ସର୍କଲର ବଲାଙ୍ଗୀର , ପାଟଣାଗଡ , ଟିଟିଲାଗଡ , ପଦ୍ମପୁର , ଜୟପୁର , ନବରଙ୍ଗପୁର , ଭବାନୀପାଟଣା ଓ ଖଡିଆଳ ଆଦି ୮ ଟି ଡିଭିଜନରେ ଏହି ପରିମାଣ କେତେ ହେବ , ଅନୁମେୟ !

ଏହି ରଚେଇ ମଜୁରୀ ଆକାଉଣ୍ଟ୍ ରେ ଦିଆ ନଯାଇ ନଗଦ ବଣ୍ଟନ କରାଯାଉଛି ବୋଲି କୁହାଯାଉଛି । ଏଯାବତ୍ ଏହି ପ୍ରକାଶିତ ଅଭିଯୋଗ ସମ୍ବଳିତ ତଥ୍ୟର ବିଭାଗୀୟ ସ୍ପଷ୍ଟୀକରଣ ଦିଆଯାଇନାହିଁ  । ଏଣୁ ଏହାର ସତ୍ୟାସତ୍ୟ ସରକାରଙ୍କ ପକ୍ଷରୁ ତଦନ୍ତ କରାଯିବା ଜରୁରୀ ବୋଲି ଜନମତ ପ୍ରକାଶ ପାଉଛି ।

ଏତଦ୍ ବ୍ୟତୀତ ଏହି କେନ୍ଦୁପତ୍ର ଅମଳର ଗୋଛାକଟେଇଠାରୁ ଫଡି ତିଆରି , ମରାମତି , ସାମଗ୍ରୀକିଣା , ଖର୍ଚ୍ଚବାର୍ଚ୍ଚ , ପରିବହନ , ଅଧିକାରୀଙ୍କ ଗସ୍ତ , ବେତନାଦି ବ୍ୟୟରୁ କେତେ ଓ କିପରି ଅନିୟମିତତା ହେଉଛି , ପୂର୍ବଥରଗୁଡିକ ପରି ଚଳିତବର୍ଷର ଏକ ପୁଙ୍ଖାନୁପୁଙ୍ଖ ତଦନ୍ତର ଆବଶ୍ୟକତା ରହିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା   19-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ରେ ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ, ବିଭିନ୍ନ ସରକାରୀ ଯୋଜନା ର ହିତାଧିକାରୀ ଙ୍କୁ ସୁବିଧା ପ୍ରଦାନ ଓ କାର୍ଯ୍ୟାଦେଶ ବଣ୍ଟନ   19-Jun-2026
  ଜିଲ୍ଲା  
ତୃତୀୟ ଦିବସରେ ଶୀତଳ ଷଷ୍ଠୀ, ଆଳି ଶିବଙ୍କ ବରଯାତ୍ରୀ   19-Jun-2026
  ଜିଲ୍ଲା  
ବାହାର ଜିଲ୍ଲାରୁ ଆସୁଛି ଧାନ !   19-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସମ୍ପୂର୍ଣ୍ଣତା ଅଭିଯାନ ଓ ଆକାଂକ୍ଷୀ ବ୍ଲକ କାର୍ଯ୍ୟକ୍ରମର ସମୀକ୍ଷା କଲେ ନୀତି ଆୟୋଗର କେନ୍ଦ୍ରୀୟ ପ୍ରଭାରୀ*   19-Jun-2026
  ଜିଲ୍ଲା  
ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା   19-Jun-2026
  ଜିଲ୍ଲା  
ବାହାରିଲେ ଆଉ ଜଣେ କୋଟିପତି ଯନ୍ତ୍ରୀ   19-Jun-2026
  ଜିଲ୍ଲା  
ବରପାଲି ଶୀତଳ ଷଷ୍ଠୀ ଯାତ୍ରା ପଞ୍ଚମ ଦିବସରେ ଶିବ ପାର୍ବତୀଙ୍କ ବୈଦିକ ରୀତିରେ ବିବାହ ସମ୍ପୂର୍ଣ ।   19-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ପାଳିତ ହେଲା ବିକାଶର ଧାରା, ଓଡିଶା ସାରା କାର୍ଯ୍ୟକ୍ରମ....*   19-Jun-2026
  ଜିଲ୍ଲା  
ପୁରସ୍କାର ଓ ସମ୍ମାନ ପଛରେ ନାହିଁ ସାହିତ୍ୟ ପଛରେ ପଡିଛନ୍ତି ସଙ୍ଗୀତା   19-Jun-2026
  ଅପରାଧ  
ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   19-Jun-2026
  ଜିଲ୍ଲା  
ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ   19-Jun-2026

You Might Also Like