-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||     

HOME   ଜିଲ୍ଲା

ପ୍ରସୂତି ମହିଳା ଙ୍କ ପରିବାର ଲୋକଙ୍କୁ ଭୟଭୀତ କରି ଆଶା କର୍ମୀ ଙ୍କ ଟଙ୍କା କାରବାର।

23-Nov-2020



ଟିଟିଲାଗଡ଼, (ପ୍ରେରଣା ଖବର) : ସରକାର  ଗର୍ଭବତୀ ମହିଳା ଓ ଶିଶୁ ଙ୍କ ନିମନ୍ତେ  ବିଭିନ୍ନ ପ୍ରକାର ଯୋଜନା କାର୍ଯ୍ୟକାରୀ କରି ଚାଲିଥିବା ଓ ମାତୃ ଓ ଶିଶୁ ର ମୃତ୍ୟୁ ନ ହେବା ପାଇଁ ସ୍ୱତନ୍ତ୍ର ଭାବେ ଆଶା କର୍ମଚାରୀ ଭାବେ ନିଯୁକ୍ତି ପ୍ରଦାନ କରିଛନ୍ତି। ହେଲେ କଳାହାଣ୍ଡି ଜିଲ୍ଲାର ଜଣେ ପ୍ରସୂତି ମହିଳା ଗର୍ଭବତୀ ଅବସ୍ଥାରେ ତାଙ୍କ ବାପା ଘର କେଗାଁ କୁ ଯାଇ ଗତ ପ୍ରସବ ସମୟରେ  ଟିଟିଲାଗଡ଼ ର ୧୪ ନମ୍ବର ୱାର୍ଡ ରେ ବିବାହ କରିଥିବା ତାଙ୍କ ସ୍ୱାମୀ ଙ୍କ ନିକଟକୁ ଚାଲି ଆସିଥିଲେ । ତାଙ୍କର ପ୍ରସବ ବେଦନା ଯୋଗୁଁ ସେ ଉକ୍ତ ୱାର୍ଡ ର ଆଶା କର୍ମୀ ଙ୍କ ସହାୟତା ରେ ଟିଟିଲାଗଡ଼ ଡାକ୍ତରଖାନାରେ ଭର୍ତ୍ତି କରାଇଥିବା ବେଳେ ତାଙ୍କ ଅବସ୍ଥା ଗୁରୁତର ଥିବା ଓ ତାଙ୍କୁ ବଲାଙ୍ଗୀର ଜିଲ୍ଲା ମ୍ୟାଡିକାଲ କଲେଜ ଡାକ୍ତରଖାନା କୁ ନେଇ ଯିବାକୁ ପଡ଼ିବ ବୋଲି ତାଙ୍କ ସ୍ୱାମୀ ଓ ପରିବାର ଲୋକ ଙ୍କୁ କହି ଭୟଭୀତ କରିଥିଲେ । ଏପରି କି ପାଞ୍ଚ ହଜାର ଟଙ୍କା ଦେଲେ ଡାକ୍ତର ଅପରେସନ କରିବେ ନଚେତ ବଲାଙ୍ଗୀର ଯାଅ ବୋଲି କହି ସେ ପରିବାର ଲୋକଙ୍କ ନିକଟରୁ ୪୫୦୦ ଟଙ୍କା ନେଇଥିଲେ । ଉକ୍ତ ମହିଳା ଙ୍କ ର ଅସ୍ତ୍ରୋପଚାର କରାଯାଇଥିବା ଓ ପରିବାର ଲୋକ ଙ୍କୁ ଡାକ୍ତର ଙ୍କ ସହ ଯୋଗାଯୋଗ କରାଇ ଦିଆଯାଇ ନ ଥିବା ଅଭିଯୋଗ ହୋଇଛି । ସ୍ତ୍ରୀ ଓ ପ୍ରସୂତି ରୋଗ ବିଶେଷଜ୍ଞ ସଫଳତା ର ସହ ଅସ୍ତ୍ରୋପଚାର କରିଥିବା ବେଳେ  ବର୍ତ୍ତମାନ ଉଭୟ ଶିଶୁ ଓ  ପ୍ରସୂତି ମହିଳା ସୁସ୍ଥ ଥିବା ଜଣାପଡିଛି । ସେମାନେ ପ୍ରସୂତି କକ୍ଷ ରେ ବେଡ଼  ନଂ-୮୦ ରେ ଥିବା ବେଳେ ଚଞ୍ଚକତା କରି ଏହି ଆଶା କର୍ମୀମାନେ ଟଙ୍କା କାରବାର ଚଳାଇ ଥିବା ପରି ଘଟଣା ବାରମ୍ବାର ଦେଖାଯାଉଛି । ଏ ଦିଗରେ ଉଚ୍ଚ ବିଭାଗୀୟ ଅଧିକାରୀ ଦୃଷ୍ଟି ଦେବାକୁ ଦୃଢ଼ ଦାବି ହେଉଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   27-Sep-2026
  ଜିଲ୍ଲା  
ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   27-Sep-2026
  ଜିଲ୍ଲା  
ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ   27-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   27-Sep-2026
  ଜିଲ୍ଲା  
*"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   27-Sep-2026
  ଜିଲ୍ଲା  
*ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   27-Sep-2026
  ଜିଲ୍ଲା  
ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   27-Sep-2026
  ଜିଲ୍ଲା  
କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   27-Sep-2026
  ରାଜ୍ୟ  
ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   27-Sep-2026
  ରାଜ୍ୟ  
ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ   27-Sep-2026
  ଜିଲ୍ଲା  
ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   27-Sep-2026

You Might Also Like