-+91-9937148622 |

prerana_bgr@rediffmail.com |

  Tuesday 3rd November 2026 |

| | | |

R.N.I. Regd No. ODIODI/2010/46693

Breaking News

*ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      ଡାବୁଗାଁ ବ୍ଲକ୍ ପାଇଁ ସାଂସଦ ପ୍ରତିନିଧି ନିଯୁକ୍ତ ହେଲେ ରାଜେନ୍ଦ୍ର ବିଷୟୀ   (03-Nov-2026)       ||      ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   (03-Nov-2026)       ||      ଗାଏବ ହୋଇଗଲା ଜିସି କଲେଜ ପରିଚାଳନା କମିଟି ପୁସ୍ତକ,,,,, ଉଚ୍ଚସ୍ତରୀୟ ତଦନ୍ତ ଦାବିରେ କର୍ମଚାରୀଙ୍କ ଅହୋରାତ୍ର ଧାରଣା   (03-Nov-2026)       ||      କଣ୍ଟାମାଳରେ ମାଗଣା ଚକ୍ଷୁ ଚିକିତ୍ସା କେନ୍ଦ୍ର ଉଦଘାଟିତ   (03-Nov-2026)       ||      ‘ବିକଶିତ ଭାରତ-୨୦୪୭’ ଓ ଶିକ୍ଷା ବ୍ୟବସ୍ଥା ଉପରେ ଆଲୋଚନା ଚକ୍ର♦️ଶିକ୍ଷାର ବିକାଶ ପାଇଁ ସରକାରଙ୍କ ବିଭିନ୍ନ ପଦକ୍ଷେପ ଉପରେ ଆଲୋକପାତ   (03-Nov-2026)       ||      ସିଲଭର ଗାନ୍ଧୀଙ୍କ ଦ୍ୱାରା ଗୁଜରାଟ ରେ ସ୍ୱଚ୍ଛ ଭାରତ ପଦଯାତ୍ରାର ଭବ୍ୟ ଆୟୋଜନ   (02-Nov-2026)       ||      ଥାନାରେ ଦାଦନ ଓ ସର୍ଦାରଙ୍କ ହାଜିରୀ ଚୁଲିକି ଗଲାଣି ଟାସ୍କଫୋର୍ସ  !   (02-Nov-2026)       ||      ଟିଟିଲାଗଡ଼ ବ୍ଲକର ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ - ସୁଶାନ୍ତ କୁମାର ରଥ ସଭାପତି ଭାବେ ମନୋନୀତ    (02-Nov-2026)       ||      ଦ୍ୱାଦଶ ଭୀମପାହାଡମହୋତ୍ସବର ଲୋଗୋ ଉନ୍ମୋଚିତ   (02-Nov-2026)       ||      ବଲାଙ୍ଗିର ଦିନ୍‌ କାର୍ଯ୍ୟକ୍ରମରେ ବଲାଙ୍ଗିର ଜିଲ୍ଲା ସାମ୍ବାଦିକ ସଂଘ ଅପମାନିତ   (02-Nov-2026)       ||      ଧୀରପାଟଣା ଗ୍ରାମରେ ପହଞ୍ଚିଲା ସୁପ୍ରିମକୋର୍ଟ ଓ ହାଇକୋର୍ଟଙ୍କ ଇ-ସେବା ମୋବାଇଲ୍ ଭ୍ୟାନ୍, ଭିଡିଓ କନ୍‌ଫରେନ୍ସିଂରେ ୫ ବରିଷ୍ଠ ନାଗରିକଙ୍କ ସାକ୍ଷ୍ୟ ରେକର୍ଡ।   (02-Nov-2026)       ||      ବଲାଙ୍ଗୀର ପବ୍ଲିକ୍ ସ୍କୁଲରେ ଯୁଧିଷ୍ଠିର ମିଶ୍ରଙ୍କ ଶ୍ରାଦ୍ଧୋତ୍ସବ   (02-Nov-2026)       ||      ବଲାଙ୍ଗୀର ସହରରେ ଆଧୁନିକ ଇଣ୍ଡୋର ଷ୍ଟାଡିୟମ୍ ନିର୍ମାଣ ଦାବି   (02-Nov-2026)       ||      ଗରିବଙ୍କ ହକ୍‌ର ଚାଉଳ କୁଆଡ଼େ ଗଲା? ବାବେବିର ପଞ୍ଚାୟତରେ ପିଡିଏସ୍ ଚାଉଳ ବଣ୍ଟନକୁ ନେଇ ଅସନ୍ତୋଷ, ଯୋଗାଣ ସହାୟକଙ୍କ ବିରୋଧରେ ଅନିୟମିତତା ଅଭିଯୋଗ   (02-Nov-2026)       ||      ଆମପାଣି ଗ୍ରାମ ଠାରେ ବୁଢ଼ାରଜାଙ୍କ ପ୍ରସିଦ୍ଧ ଦଶରା ପର୍ବ ପାଳିତ   (02-Nov-2026)       ||      ନାଗାଁ (ବି) ଠାରେ CRY ଓ PAP ପକ୍ଷରୁ ଶିଶୁମାନଙ୍କ ଅନଲାଇନ୍ ସୁରକ୍ଷା ଅଭିଯାନ ‘Ting Tang’ର ଶୁଭାରମ୍ଭ   (02-Nov-2026)       ||      ପ୍ରଧାନ ଶିକ୍ଷକଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା   (02-Nov-2026)       ||      *ପାପଡାହାଣ୍ଡି ବ୍ଲକ କ୍ଷତ୍ରିୟ ଧାକଡ ସମାଜ ବୈଠକ*   (02-Nov-2026)       ||      ବୁଦ୍ଧିଜୀବୀ ସମ୍ମିଳନୀ ଏବଂ ଆଲୋଚନା ଚକ୍ର ଲୋଇସିଂହା ଅଗ୍ରେସନ ଭବନ ଠାରେ ଅନୁଷ୍ଠିତ    (02-Nov-2026)       ||     

HOME   ଜିଲ୍ଲା

ଆନ୍ଦୋଳନ ର ନବମ ଦିନ ପରେ ବି ପ୍ରଶାସନ ନିରବ ।

26-Jun-2022



ଧର୍ମଗଡ଼(ଜ୍ୟୋତିରଞ୍ଜନ ବେମାଲ)
 କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ ବ୍ଲକ୍ ଵେହେରାଗୁଡ଼ା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ନିଯୁକ୍ତି ନେଇ ଚାଲିଥିବା ତାଲାବନ୍ଦ ଆନ୍ଦୋଳନ ନବମ ଦିନ ବିତି ଯାଇଥିଲେ ମଧ୍ୟ ପ୍ରଶାସନ ଓ  ଆନ୍ଦୋଳନ କାରୀ ଙ୍କ ମଧ୍ୟରେ ବାହାରି ପାରିନି ସମାଧାନ ର ରାସ୍ତା ।ଛାତ୍ର ଛାତ୍ରୀ ଅନୁପାତରେ ଶିକ୍ଷକ ଯୋଗାଇବା ସହ ଡେପୁଟି ଶିକ୍ଷକ, ଶିକ୍ଷୟତ୍ରୀ କୁ ବିଦ୍ୟାଳୟରେ ପୁନଃ ସ୍ଥାପନ ଦାବି ନେଇ  ଆଜକୁ ନଅ ଦିନ ହେବ ସ୍କୁଲ ରେ ତାଲା  ପକେଇ ଆନ୍ଦୋଳନ ରେ ବସିଛନ୍ତି  ଗ୍ରାମବାସୀ। ବିଦ୍ୟାଳୟରେ ସର୍ବମୋଟ ୪୧୧ଜଣ ଛାତ୍ରଛାତ୍ରୀ ରହିଥିବା ବେଳେ କେବଳ ୭ଜଣ ଶିକ୍ଷକ ଶିକ୍ଷୟିତ୍ରୀ ଅଛନ୍ତି।ଯାହା ଆବଶ୍ୟକତା ଠାରୁ କମ। ଗୋଟିଏ ପଟେ ବିଦ୍ୟାଳୟରେ କମ ଶିକ୍ଷକ ଥିବା ବେଳେ ଅନ୍ୟପଟେ  ଏଥିରୁ ପୁଣି ଦୁଇ ଜଣ ଶିକ୍ଷକ ଙ୍କୁ ଅନ୍ୟତ୍ର ଡେପୁଟି ଭାବେ ସ୍ଥାନାନ୍ତର କରା ଯାଇଛି।ଯାହା ସ୍କୁଲ କମିଟି ଓ ଗ୍ରାମବାସୀ ଙ୍କ ଭିତରେ ଉତ୍ତେଜନା ପ୍ରକାଶ ପାଇଛି।ଡେପୁଟି ଶିକ୍ଷକ,ଶିକ୍ଷୟିତ୍ରୀ କୁ ପୁନଃ ସ୍ଥାପନ ସହ ଆବଶ୍ୟକ ଶିକ୍ଷକ ଯୋଗାଇ ଦେବାକୁ ବିଭାଗୀୟ ଅଧିକାରୀ ଙ୍କୁ ଗ୍ରାମବାସୀ ଅନେକ ଥର ଜଣାଇ ଥିଲେ ମଧ୍ୟ ଏଥିପ୍ରତି ଦୃଷ୍ଟି ଦେଇ ନାହାନ୍ତି ବୋଲି ପ୍ରକାଶ କରନ୍ତି ଗ୍ରାମବାସୀ।ଯାହାରି ଫଳରେ ଏବେ ଆନ୍ଦୋଳନ ରୂପ ନେଇଛି।ଗୋଟିଏ ପଟେ ଘଟଣା କୁ ନେଇ ପ୍ରଶାସନ ମୌନବ୍ରତ ଧାରଣ କରିଥିବା ବେଳେ ଅନ୍ୟପଟେ  ଆବଶ୍ୟକ ଶିକ୍ଷକ ନିଯୁକ୍ତି ନେଇ ଆନ୍ଦୋଳନ କୁ ଜୋରଦାର କରିଛନ୍ତି  ଗ୍ରାମବାସୀ ।ଯେଉଁ ଦିନ ପର୍ଯ୍ୟନ୍ତ ଦାବି ପୁରଣ ନ ହୋଇଛି ଆନ୍ଦୋଳନ ଜାରୀ ରହିବ ବୋଲି ପ୍ରକାଶ କରନ୍ତି ଗ୍ରାମବାସୀ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   03-Nov-2026
  ଜିଲ୍ଲା  
ଡାବୁଗାଁ ବ୍ଲକ୍ ପାଇଁ ସାଂସଦ ପ୍ରତିନିଧି ନିଯୁକ୍ତ ହେଲେ ରାଜେନ୍ଦ୍ର ବିଷୟୀ   03-Nov-2026
  ଜିଲ୍ଲା  
ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   03-Nov-2026
  ଜିଲ୍ଲା  
ଗାଏବ ହୋଇଗଲା ଜିସି କଲେଜ ପରିଚାଳନା କମିଟି ପୁସ୍ତକ,,,,, ଉଚ୍ଚସ୍ତରୀୟ ତଦନ୍ତ ଦାବିରେ କର୍ମଚାରୀଙ୍କ ଅହୋରାତ୍ର ଧାରଣା   03-Nov-2026
  ଜିଲ୍ଲା  
କଣ୍ଟାମାଳରେ ମାଗଣା ଚକ୍ଷୁ ଚିକିତ୍ସା କେନ୍ଦ୍ର ଉଦଘାଟିତ   03-Nov-2026
  ଜିଲ୍ଲା  
‘ବିକଶିତ ଭାରତ-୨୦୪୭’ ଓ ଶିକ୍ଷା ବ୍ୟବସ୍ଥା ଉପରେ ଆଲୋଚନା ଚକ୍ର♦️ଶିକ୍ଷାର ବିକାଶ ପାଇଁ ସରକାରଙ୍କ ବିଭିନ୍ନ ପଦକ୍ଷେପ ଉପରେ ଆଲୋକପାତ   03-Nov-2026
  ରାଜ୍ୟ  
ସିଲଭର ଗାନ୍ଧୀଙ୍କ ଦ୍ୱାରା ଗୁଜରାଟ ରେ ସ୍ୱଚ୍ଛ ଭାରତ ପଦଯାତ୍ରାର ଭବ୍ୟ ଆୟୋଜନ   02-Nov-2026
  ଜିଲ୍ଲା  
ଥାନାରେ ଦାଦନ ଓ ସର୍ଦାରଙ୍କ ହାଜିରୀ ଚୁଲିକି ଗଲାଣି ଟାସ୍କଫୋର୍ସ  !   02-Nov-2026
  ଜିଲ୍ଲା  
ଟିଟିଲାଗଡ଼ ବ୍ଲକର ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ - ସୁଶାନ୍ତ କୁମାର ରଥ ସଭାପତି ଭାବେ ମନୋନୀତ   02-Nov-2026
  ଜିଲ୍ଲା  
ଦ୍ୱାଦଶ ଭୀମପାହାଡମହୋତ୍ସବର ଲୋଗୋ ଉନ୍ମୋଚିତ   02-Nov-2026
  ଜିଲ୍ଲା  
ବଲାଙ୍ଗିର ଦିନ୍‌ କାର୍ଯ୍ୟକ୍ରମରେ ବଲାଙ୍ଗିର ଜିଲ୍ଲା ସାମ୍ବାଦିକ ସଂଘ ଅପମାନିତ   02-Nov-2026
  ଜିଲ୍ଲା  
ଧୀରପାଟଣା ଗ୍ରାମରେ ପହଞ୍ଚିଲା ସୁପ୍ରିମକୋର୍ଟ ଓ ହାଇକୋର୍ଟଙ୍କ ଇ-ସେବା ମୋବାଇଲ୍ ଭ୍ୟାନ୍, ଭିଡିଓ କନ୍‌ଫରେନ୍ସିଂରେ ୫ ବରିଷ୍ଠ ନାଗରିକଙ୍କ ସାକ୍ଷ୍ୟ ରେକର୍ଡ।   02-Nov-2026

You Might Also Like