-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||     

HOME   ଜିଲ୍ଲା

ଅଗ୍ନିପଥ ସ୍କିମ ବାତିଲ ଦାବିରେ ଏଆଇଡିିୱାଇଓ, ଏଆଇଡିଏସ୍‌ଓ ପକ୍ଷରୁ ବିକ୍ଷୋଭ

26-Jun-2022



ବଲାଙ୍ଗିର,(ପ୍ରେରଣା ଖବର) ଛାତ୍ର ଯୁବ ସ୍ୱାର୍ଥ ବିରୋଧି ଅଗ୍ନିପଥ ଯୋଜନାକୁ ବାତିଲ କରି ଯୁବକ ମାନଙ୍କୁ ସ୍ଥାୟୀ ନିଯୁକ୍ତି ଦେବା ଦାବିରେ ବିପ୍ଲବି ଯୁବ ଛାତ୍ର ସଂଗଠନ ଏଆଇଡିଏସ୍‌ଓ - ଏଆଇଡିୱାଇଓ ବଲାଙ୍ଗିର ଜିଲ୍ଲା କମିଟି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଏକ ର‌୍ୟାଲି କଳାମଣ୍ଡଳ ପଡିଆରୁ ବାହାରି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ସେନାର ସବୁ ବିଭାଗରେ ସ୍ଥାୟୀ ନିଯୁକ୍ତିକୁ ଉଚ୍ଛେଦ କରି ଠିକା ନିଯୁକ୍ତି ଦେବା ପାଇଁ କେନ୍ଦ୍ର ସରକାରଙ୍କର ଏହି ଷଡଯନ୍ତ୍ର । ତେଣୁ ୪ ବର୍ଷ ପରେ ଯୁବକମାନେ ବେକାର ହୋଇ ଅସହାୟ ହୋଇ ପଡିବେ । ମୁଦ୍ରିକରଣ ନାଁରେ ରାଷ୍ଟ୍ରାଦ୍ୟୋଗକୁ ଘରୋଇ ପଞ୍ଜିପତିମାନଙ୍କୁ ଟେକି ଦେବା ଫଳରେ ବ୍ୟାପକ

ମାତ୍ରାରେ କର୍ମନିଯୁକ୍ତି ହ୍ରାସ ପାଉଛି । ଏଭଳି ସ୍ଥଳେ ଛାତ୍ର ଯୁବକଙ୍କ ଭବିଷ୍ୟତ ସହ ଖେଳ ଖେଳୁଛନ୍ତି ବୋଲି ବକ୍ତାମାନେ ତାଙ୍କ ବକ୍ତବ୍ୟରେ କହିଥିଲେ । ଯୁବକମାନେ ବିଭ୍ରାନ୍ତ ନ ହୋଇ ପ୍ରତିବାଦ ପାଇଁ ଆଗେଇ ଆସିବାକୁ ସଂଗଠନ ପକ୍ଷରୁ ଆହ୍ୱାନ କରାଯାଇଛି । ଆଜିର ଏହି ବିକ୍ଷୋଭ ରେ ଏଆଇଡିଏସ୍‌ଓଜିଲ୍ଲା ସଭାପତି ରାଜେନ୍ଦ୍ର ରଣା, ସଂପାଦକ ମଧୁସୁଦନ ବାଗ, ରାଜ୍ୟ ସଂପାଦକ ମଣ୍ଡଳି ସଭ୍ୟ ସୁନିଲ ଭୋଇ,  ଏଆଇଡିୱାଇଓ ଜିଲ୍ଲା ସଂପାଦକ ତାମସ ବେହେରା, ଗୌରୀ ରାଉତ, ଅହଲ୍ୟା ସାହୁ, ସିଦ୍ଧାନ୍ତ ମହାକୁର, ଜୁବୁଲି ଭୁଏ, ସିଦ୍ଧାନ୍ତ ସେଠ ସହ ବହୁ ଛାତ୍ର ଯୁବକ ସାମିଲ ଥିଲେ ।  


News Comment




Photo in News

Advertisment
Lastest News
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026

You Might Also Like