-+91-9937148622 |

prerana_bgr@rediffmail.com |

  Wednesday 4th November 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁବର୍ଣ୍ଣପୁର ଜିଲ୍ଲାକୁ ଶିଶୁ ଶ୍ରମମୁକ୍ତ କରିବା ପାଇଁ ସଚେତନତା ରଥର ଶୁଭାରମ୍ଭ   (04-Nov-2026)       ||      ଭଗବାନପୁର ଲକ୍ଷ୍ମୀପୂଜା ପ୍ରତିଷ୍ଠାନର ସମ୍ବଦ୍ଧନା ସଭା   (04-Nov-2026)       ||      ଝାରମୁଣ୍ଡା ରେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ    (03-Nov-2026)       ||      ପୌରପରିଷଦ ପକ୍ଷରୁ ସକାଳେ ପଲିଥିନ ପାଇଁ ବିଭିନ୍ନ ଦୋକାନରେ ଚଢ଼ାଉ - ଦ୍ୱିପହରେ ପୌରାଧ୍ୟକ୍ଷା ଫେରାଇଲେ ବ୍ୟବସାୟୀଙ୍କ ଜିନିଷ ଓ ଜୋରିମାନା    (03-Nov-2026)       ||      ତୁରେକେଲା ବ୍ଳକ ସ୍ତରୀୟ ସୁରଭି ଉଦଯାପିତ   (03-Nov-2026)       ||      ମାନସିକ ଅନଗ୍ରସର ବ୍ୟକ୍ତିଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲା ଜଗବନ୍ଧୁ ଜରାଶ୍ରମ   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      ଡାବୁଗାଁ ବ୍ଲକ୍ ପାଇଁ ସାଂସଦ ପ୍ରତିନିଧି ନିଯୁକ୍ତ ହେଲେ ରାଜେନ୍ଦ୍ର ବିଷୟୀ   (03-Nov-2026)       ||      ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   (03-Nov-2026)       ||      ଗାଏବ ହୋଇଗଲା ଜିସି କଲେଜ ପରିଚାଳନା କମିଟି ପୁସ୍ତକ,,,,, ଉଚ୍ଚସ୍ତରୀୟ ତଦନ୍ତ ଦାବିରେ କର୍ମଚାରୀଙ୍କ ଅହୋରାତ୍ର ଧାରଣା   (03-Nov-2026)       ||      କଣ୍ଟାମାଳରେ ମାଗଣା ଚକ୍ଷୁ ଚିକିତ୍ସା କେନ୍ଦ୍ର ଉଦଘାଟିତ   (03-Nov-2026)       ||      ‘ବିକଶିତ ଭାରତ-୨୦୪୭’ ଓ ଶିକ୍ଷା ବ୍ୟବସ୍ଥା ଉପରେ ଆଲୋଚନା ଚକ୍ର♦️ଶିକ୍ଷାର ବିକାଶ ପାଇଁ ସରକାରଙ୍କ ବିଭିନ୍ନ ପଦକ୍ଷେପ ଉପରେ ଆଲୋକପାତ   (03-Nov-2026)       ||      ସିଲଭର ଗାନ୍ଧୀଙ୍କ ଦ୍ୱାରା ଗୁଜରାଟ ରେ ସ୍ୱଚ୍ଛ ଭାରତ ପଦଯାତ୍ରାର ଭବ୍ୟ ଆୟୋଜନ   (02-Nov-2026)       ||      ଥାନାରେ ଦାଦନ ଓ ସର୍ଦାରଙ୍କ ହାଜିରୀ ଚୁଲିକି ଗଲାଣି ଟାସ୍କଫୋର୍ସ  !   (02-Nov-2026)       ||      ଟିଟିଲାଗଡ଼ ବ୍ଲକର ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ - ସୁଶାନ୍ତ କୁମାର ରଥ ସଭାପତି ଭାବେ ମନୋନୀତ    (02-Nov-2026)       ||      ଦ୍ୱାଦଶ ଭୀମପାହାଡମହୋତ୍ସବର ଲୋଗୋ ଉନ୍ମୋଚିତ   (02-Nov-2026)       ||      ବଲାଙ୍ଗିର ଦିନ୍‌ କାର୍ଯ୍ୟକ୍ରମରେ ବଲାଙ୍ଗିର ଜିଲ୍ଲା ସାମ୍ବାଦିକ ସଂଘ ଅପମାନିତ   (02-Nov-2026)       ||      ଧୀରପାଟଣା ଗ୍ରାମରେ ପହଞ୍ଚିଲା ସୁପ୍ରିମକୋର୍ଟ ଓ ହାଇକୋର୍ଟଙ୍କ ଇ-ସେବା ମୋବାଇଲ୍ ଭ୍ୟାନ୍, ଭିଡିଓ କନ୍‌ଫରେନ୍ସିଂରେ ୫ ବରିଷ୍ଠ ନାଗରିକଙ୍କ ସାକ୍ଷ୍ୟ ରେକର୍ଡ।   (02-Nov-2026)       ||      ବଲାଙ୍ଗୀର ପବ୍ଲିକ୍ ସ୍କୁଲରେ ଯୁଧିଷ୍ଠିର ମିଶ୍ରଙ୍କ ଶ୍ରାଦ୍ଧୋତ୍ସବ   (02-Nov-2026)       ||     

HOME   ଜିଲ୍ଲା

ମୌଳିକ ସୁବିଧା ହାସଲ କରିବା ପାଇଁ କନ୍ଧମାଳର ନୂତନ ଜିଲାପାଳଙ୍କୁ ଭେଟିଲେ ବିଲାବାଡ଼ି ଗ୍ରାମ ପଞ୍ଚାୟତବାସୀ

26-Jun-2022



କନ୍ଧମାଳ,(ସୁଶିଲ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ଖଜୁରୀପଡ଼ା ବ୍ଲକ୍ ଅନ୍ତର୍ଗତ ବିଲାବାଡ଼ି ପଞ୍ଚାୟତକୁ ୨୦୧୨ ମସିହାରୁ ସାଂସଦ ପୋଷ୍ୟ ଗ୍ରାମ ହିସାବରେ ଗ୍ରହଣ କରାଯାଇଛି । କିନ୍ତୁ ପଞ୍ଚାୟତର ମୌଳିକ ସମସ୍ୟା ଦୂର ହୋଇ ପାରୁନାହିଁ । ବିଶେଷ କରି ଯୋଗାଯୋଗ ବ୍ୟବସ୍ଥା ଏହି ପଞ୍ଚାୟତର ମୁଖ୍ୟ ସମସ୍ୟା ହୋଇଛି । ଜାତୀୟ ରାଜପଥଠାରୁ ୧୧ କିମି ଦୂରରେ ଥିବା ବିଲାବାଡିକୁ ଯିବା ରାସ୍ତାର ଅବସ୍ଥା ଅତି ଶୋଚନୀୟ ହୋଇପଡିଛି । ବାଟରେ ଜଙ୍ଗଲ ପଡୁଥିବାରୁ ନୁତନ ରାସ୍ତା ନିର୍ମାଣ ପାଇଁ ପ୍ରତିବନ୍ଧକ ଦେଖା ଦେଉଛି । ନିର୍ମାଣ କାର୍ଯ୍ୟ ପାଇଁ ଜଙ୍ଗଲ ବିଭାଗର ଅନୁମତି ମିଳୁନାହିଁ । ଗ୍ରାମବାସୀଙ୍କ ତରଫରୁ ଅନେକ ଥର ଦାବି କରାଗଲେ ମଧ୍ୟ କୌଣସି ଫଳ ମିଳୁନାହିଁ । ତେଣୁ ଗ୍ରାମବାସୀ ମାନେ ଫୁଲବାଣୀ ଆସି ନୂତନ ଜିଲାପାଳଙ୍କୁ ଭେଟି ଏ ନେଇ ଏକ ଦାବିପତ୍ର ପ୍ରଦାନ କରିଛନ୍ତି । ପଞ୍ଚାୟତକୁ ତୁରନ୍ତ ରାସ୍ତା ନିର୍ମାଣ ପାଇଁ ଦାବି କରିଛନ୍ତି ଗ୍ରାମବାସୀ । ସରପଞ୍ଚ ରବୀନ୍ଦ୍ର ଭୁକ୍ତା ଓ ନାଏବ ସରପଞ୍ଚଙ୍କ ନେତୃତ୍ୱରେ ବହୁ ମହିଳା ପୁରୁଷ ଜିଲ୍ଲାପାଳଙ୍କୁ ଭେଟି ଦାବିପତ୍ର ଦେଇଥିଲେ । ଜିଲାପାଳ ଦାବିପତ୍ର ଗ୍ରହଣ କରି ସମସ୍ୟାର ସମାଧାନ କରାଯିବ ବୋଲି କହିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁବର୍ଣ୍ଣପୁର ଜିଲ୍ଲାକୁ ଶିଶୁ ଶ୍ରମମୁକ୍ତ କରିବା ପାଇଁ ସଚେତନତା ରଥର ଶୁଭାରମ୍ଭ   04-Nov-2026
  ଜିଲ୍ଲା  
ଭଗବାନପୁର ଲକ୍ଷ୍ମୀପୂଜା ପ୍ରତିଷ୍ଠାନର ସମ୍ବଦ୍ଧନା ସଭା   04-Nov-2026
  ଜିଲ୍ଲା  
ଝାରମୁଣ୍ଡା ରେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ   03-Nov-2026
  ଜିଲ୍ଲା  
ପୌରପରିଷଦ ପକ୍ଷରୁ ସକାଳେ ପଲିଥିନ ପାଇଁ ବିଭିନ୍ନ ଦୋକାନରେ ଚଢ଼ାଉ - ଦ୍ୱିପହରେ ପୌରାଧ୍ୟକ୍ଷା ଫେରାଇଲେ ବ୍ୟବସାୟୀଙ୍କ ଜିନିଷ ଓ ଜୋରିମାନା   03-Nov-2026
  ଜିଲ୍ଲା  
ତୁରେକେଲା ବ୍ଳକ ସ୍ତରୀୟ ସୁରଭି ଉଦଯାପିତ   03-Nov-2026
  ରାଜ୍ୟ  
ମାନସିକ ଅନଗ୍ରସର ବ୍ୟକ୍ତିଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲା ଜଗବନ୍ଧୁ ଜରାଶ୍ରମ   03-Nov-2026
  ଜିଲ୍ଲା  
*ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   03-Nov-2026
  ଜିଲ୍ଲା  
*ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   03-Nov-2026
  ଜିଲ୍ଲା  
ଡାବୁଗାଁ ବ୍ଲକ୍ ପାଇଁ ସାଂସଦ ପ୍ରତିନିଧି ନିଯୁକ୍ତ ହେଲେ ରାଜେନ୍ଦ୍ର ବିଷୟୀ   03-Nov-2026
  ଜିଲ୍ଲା  
ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   03-Nov-2026
  ଜିଲ୍ଲା  
ଗାଏବ ହୋଇଗଲା ଜିସି କଲେଜ ପରିଚାଳନା କମିଟି ପୁସ୍ତକ,,,,, ଉଚ୍ଚସ୍ତରୀୟ ତଦନ୍ତ ଦାବିରେ କର୍ମଚାରୀଙ୍କ ଅହୋରାତ୍ର ଧାରଣା   03-Nov-2026
  ଜିଲ୍ଲା  
କଣ୍ଟାମାଳରେ ମାଗଣା ଚକ୍ଷୁ ଚିକିତ୍ସା କେନ୍ଦ୍ର ଉଦଘାଟିତ   03-Nov-2026

You Might Also Like