-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||     

HOME   ଜିଲ୍ଲା

ଅଗଷ୍ଟ ୧ ସମ୍ବଲପୁରୀ ଦିବସ ପାଳନ ପାଇଁ ସିରଜିନାର ପ୍ରସ୍ତୁତି ବୈଠକ

26-Jun-2022



ପଦ୍ମପୁର//ଆଜି ପଶ୍ଚିମ ଓଡ଼ିଶା ପ୍ରସିଦ୍ଧ ତୀର୍ଥକ୍ଷେତ୍ର ପବିତ୍ର ଶ୍ରୀ ଶ୍ରୀ ନୃସିଂହନାଥ ପୀଠ ଠାରେ ଶ୍ରୀ ଆଖଣ୍ତଳ ଦାଶଙ୍କ ସଭାପତିତ୍ବରେ ସମଲପୁରୀ ଦିନ ପାଳନ ଅବ୍ଯବହିତ ପୂର୍ବରୁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା । ଉକ୍ତ ପ୍ରସ୍ତୁତି ବୈଠକରେ "ସିରଜିନା" ସଂପାଦକ ରାଜେନ୍ଦ୍ର କୁମାର ମହାନ୍ତି  ସମଲପୁରୀ ଦିନ କିପରି ଆଡମ୍ବର ସହକାରେ ନୃସିଂହନାଥ ପୀଠ ରେ ପାଳନ କରାଯିବ ସେହି ବିଷୟରେ ଆଲୋଚନା କରିଥିଲେ । ଉକ୍ତ ଦିନ ୨୦୦ ଜଣ କବି ଓ କଳାକାର ଙ୍କୁ ସମ୍ମାନିତ କରିବା ବିଷୟ ସେ ପ୍ରକାଶ କରିଥିଲେ । ଅଗଷ୍ଟ ୧ ତାରିଖ ସମଲପୁରୀ ଦିନ କାର୍ଯ୍ୟକ୍ରମରେ ମୁଖ୍ଯବକ୍ତା ରୂପେ ମୁରିବାହାଲ କଲେଜ ଅଧ୍ୟାପକ ଶ୍ରୀ ଦିଲୀପ ପଶାୟତ ଯୋଗଦାନ କରିବେ ବୋଲି ଆଲୋଚନା କରା ଯାଇଥିଲା । ଏହି କାର୍ଯ୍ୟକ୍ରମ ଟିକୁ ଗନ୍ଧମାର୍ଦ୍ଦନ ସୁରକ୍ଷା ଯୁବ ପରିଷଦ ର ପ୍ରଯୋଜନା ହେବ ବୋଲି ଯୁବ ପରିଷଦ ଆବାହକ ଦୁର୍ଯ୍ୟୋଧନ ପୁଟା ପ୍ରକାଶ କରିଥିଲେ । ଏହି ଦିନ ନୃତ୍ୟଗୀତ ଓ ନାଟକ ମଞ୍ଚସ୍ଥ ହେବାର କାର୍ଯ୍ୟକ୍ରମ ରହିଛି । ଏହି ପରିପ୍ରେକ୍ଷୀ ସମ୍ବଲପୁରୀ କବିତା ପାଠୋତ୍ସବ ହେବ । ଉକ୍ତ ବୈଠକରେ ନରୋତ୍ତମ ଦାଶ,ପ୍ରେମ ସାଗର ଫୌଜଦାର,ରାଜେନ୍ଦ୍ର ସେଠ,ବିଶ୍ବନାଥ ସେଠ,ଆରଦ୍ରା ବାଗ,ଲଲିତ ଜଗତ ପ୍ରମୁଖ ଯୋଗଦାନ କରିଥିଲେ । ଶେଷରେ ନରୋତ୍ତମ ଦାଶ ଧନ୍ୟବାଦ ଅର୍ପଣ କରିଥିଲେ ।
(ନରହରୀ ବଗର୍ତ୍ତୀଙ୍କ ରିପୋର୍ଟ) 


News Comment




Photo in News

Advertisment
Lastest News
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026

You Might Also Like