-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||     

HOME   ଜିଲ୍ଲା

ରାଜ୍ୟସ୍ତରୀୟ ତାଇକୋଣ୍ଡୋ ରେଫରୀ କର୍ମଶାଳା

26-Jun-2022



କଟକକ// କଟକ ବାରବାଟୀ ଷ୍ଟାଡିୟମ କ୍ଲବ ହାଉସଠାରେ ୨୫ ଓ ୨୬ ଦୁଇ ଦିନ ଧରି ଓଡ଼ିଶା ତାଇକୋଣ୍ଡୋ  ଆସୋସିଏସନ ଏବଂ ଓଡ଼ିଶା ତାଇକୋଣ୍ଡୋ ଟ୍ରେନିଂ ସେଣ୍ଟର ଆନୁକୂଲ୍ୟରେ ରାଜ୍ୟସ୍ତରୀୟ ରେଫରୀ କୋର୍ସ ଓ ରିଫ୍ରେସର କୋର୍ସ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ଏହି କର୍ମଶାଳା ଅନ୍ତର୍ଜାତୀୟ ତାଇକୋଣ୍ଡୋ ଗ୍ରାଣ୍ଡ ମାଷ୍ଟର କ୍ଲାସ ୱ।ନ ରେଫରୀ ତଥା ଓଡ଼ିଶା ତାଇକୋଣ୍ଡୋ ଆସୋସିଏସନ୍ ସମ୍ପାଦକ ଗୋପାଳ ଚନ୍ଦ୍ର ରାୟଙ୍କ ତତ୍ତ୍ୱାବଧାନରେ ରାଜ୍ୟର ବିଭିନ୍ନ ଜିଲ୍ଲାର ପ୍ରତିଭାବାନ ବ୍ଲାକ ବେଲ୍ଟ କ୍ରୀଡ଼ାବିତ ଯୋଗ ଦେଇ ତାଇକୋଣ୍ଡୋ ଖେଳର ନୂତନ ନିୟମ ଓ ପ୍ରତିଯୋଗିତାର ପରିଚାଳନାର ନିୟମଗୁଡିକ ପୁଙ୍ଖାନୁପୁଙ୍ଖ ଅବଗତ କରାଇଥିଲେ। ଏହି କ୍ରୀଡ଼ାବିତମାନେ ଆଗାମୀ ଦିନରେ ହେବାକୁ ଥିବା ରାଜ୍ୟ ଏବଂ ଜାତୀୟ ସ୍ତରୀୟ ପ୍ରତିଯୋଗିତାର ବିଚାରକଭାବେ ଅଂଶ ଗ୍ରହଣ କରିପାରିବେ। ଏହି କାର୍ମଶାଳାରେ ଯୋଗ ଦେଇଥିବା ପ୍ରତିଭାବାନ ବ୍ଲାକ ବେଲ୍ଟ କ୍ରୀଡ଼ାବିତମାନେ ହେଲେ ଲିଙ୍ଗରାଜ ପୃଷ୍ଟି, ଚନ୍ଦନ ସାହୁ, ପ୍ରଦୀପ କୁମାର କାଣ୍ଡି, ନିର୍ମଳ ଚନ୍ଦ୍ର ନାୟକ, ରଞ୍ଜିତ ବେହେରା, ସ୍ୱସ୍ତିକ କାନୁନଗୋ, ପ୍ରଫୁଲ୍ଲ ମାସନ୍ତ, ଟଙ୍କଧର ନାୟକ, ମନୋଜ ପାତ୍ର, ମାନସ ରଞ୍ଜନ ବାରିକ, ଦିଗବିଜୟ ବେହେରା, ବିଶ୍ଵରୂପା ପାତ୍ର,ସ୍ମୃତିଲବ୍ଧ। ନାୟକ, ସତ୍ୟବାନ ମହାପାତ୍ର, ସ୍ଥିତିପ୍ରଜ୍ଞା ଗିରି, ପ୍ରଦୀପ ପାତ୍ର, ଅମ୍ବିତ ହଂସଦା, ଜିତେନ୍ଦ୍ର ଓରାମ ଏବଂ କୃଷ୍ଣଚନ୍ଦ୍ର ଓରାମ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026

You Might Also Like